ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପୂଜ୍ୟପୂଜା କମିଟି ନୟଗଡ ଆନୁକୂଲ୍ୟରେ ସ୍ଥାନୀୟ ନୀଳମାଧବ କଲ୍ୟାଣ ମଣ୍ଡପ ଠାରେ ଓଡ଼ିଆ ସାହିତ୍ୟର କାଳଜୟୀ ସ୍ରଷ୍ଟା ଫକୀର ମୋହନ ସେନାପତିଙ୍କ ଜୟନ୍ତୀ ପାଳିତ ହୋଇଯାଇଛି|ଏହି ଅବସରରେ ପୂଜ୍ୟପୂଜା କମିଟିର ଉପଦେଷ୍ଟା ଗୋଦାବରୀ ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଜୟନ୍ତୀ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ରୋଟାରିଆନ ଧୀରେନ୍ଦ୍ର ପଟ୍ଟନାୟକ,















