• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ସ୍ବଦେଶୀ ସଂକଳ୍ପ ରଥ’ କୁ ଭବ୍ୟ ସ୍ବାଗତ

Proprietor Abhimanyu Maharana by Proprietor Abhimanyu Maharana
January 14, 2026
in ଓଡ଼ିଶା, ଗଜପତି, ହୋମ୍
0
‘ସ୍ବଦେଶୀ ସଂକଳ୍ପ ରଥ’ କୁ ଭବ୍ୟ ସ୍ବାଗତ
Share on FacebookShare on TwitterWhatsapp

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ମୋହନା ବ୍ଲକ ଲୁହାଗୁଡ଼ି ଗ୍ରାମରେ ସ୍ବଦେଶୀ ସଂକଳ୍ପ ରଥ’ କୁ ଭବ୍ୟ ସ୍ବାଗତ କରାଯାଇଛି। ସ୍ବଦେଶୀ ଜାଗରଣ ମଞ୍ଚ ପକ୍ଷରୁ ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସରେ ଏହି ରଥ ଶୁଭାରମ୍ଭ କରାଯାଇଥିଲା। ଭାରତ ବିଶ୍ଵର ୪ର୍ଥ ଆର୍ଥିକ ଶକ୍ତି ଭାବେ ଉଭା ହୋଇଛି ।

କିଛି ବର୍ଷ ମଧ୍ୟରେ ୩ୟ ଆର୍ଥିକ ଶକ୍ତିରେ ପରିଣତ ହେବ ନିଜସ୍ବ କୌଶଳରେ ନିର୍ମିତ ଉତ୍ପାଦ ଦ୍ରବ୍ୟର ବହୁଳ ବ୍ୟବହାର ହେଲେ ଦେଶ ଆତ୍ମ ନିର୍ଭରଶୀଳ ହେବା ନେଇ ଲକ୍ଷ୍ୟ ରଖା ଯାଇଛି । ଦେଶକୁ ବିଶ୍ବର ପ୍ରଥମ ଆର୍ଥିକ ଶକ୍ତି କିରବାକୁ ହେଲେ ସ୍ବଦେଶୀ ବସ୍ତୁର ନିର୍ମାଣ ଓ ବ୍ୟବହାର ସବୁଠୁ ବଡ଼ ମାର୍ଗ ।

ସ୍ବଦେଶୀ ବିନା ବିକାଶ ଓ ବିକାଶ ବିନା ସ୍ବଦେଶୀ ସମ୍ଭବ ନୁହେଁ l ଦେଶକୁ ଆର୍ଥିକ ଶକ୍ତି ଭାବେ ଦେଖିବାକୁ ହେଲେ ବିଦେଶୀ ବସ୍ତୁର ବର୍ଜନ ଓ ସ୍ବଦେଶୀ ଜିନିଷ କୁ ଆପଣେଇବାକୁ ହିଁ ପଡିବା ନେଇ ଓଡିଶା ସ୍ୱଦେଶୀ ଜାଗରଣ ମଞ୍ଚ ର ପୂର୍ବ ପ୍ରାନ୍ତ ସହ ସଂଯୋଜକ ପ୍ରସନ୍ନ ଛୋଟରାୟ ଉପସ୍ଥିତ ଥିବା ସମସ୍ତ ଲୋକଙ୍କୁ ସଂକଳ୍ପ କରାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026
ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

ସ୍ୱାଧୀନତା ସଂଗ୍ରାମୀ ବୈକୁଣ୍ଠ ନାଥ ଦାସଙ୍କ ବିୟୋଗରେ ଶୋକ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version