• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କିଟ୍‍ ରେ ଆରମ୍ଭ ହେଲା ଚେସ୍‍ ମହାକୁମ୍ଭ ସୋସିଆଲ୍‍ ଆଣ୍ଡ ଏଜୁକେସନାଲ୍‍ ଚେସ୍‍ ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
January 14, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କିଟ୍‍ ରେ ଆରମ୍ଭ ହେଲା ଚେସ୍‍ ମହାକୁମ୍ଭ ସୋସିଆଲ୍‍ ଆଣ୍ଡ ଏଜୁକେସନାଲ୍‍ ଚେସ୍‍ ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କିଟ୍‍ ରେ ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍‌) ଉପରେ ଦୁଇ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ବୁଧବାର ଉଦ୍ଘାଲଟିତ ହୋଇଯାଇଛି । ଏହାକୁ ଅନ୍ତର୍ଜାତୀୟ ଚେସ୍‍ ଫେଡେରେସନ୍‍ (ଏଫ୍‌ଆଇଡିଇ)ର ଉପସଭାପତି ତଥା ଭାରତୀୟ ଗ୍ରାଣ୍ଡ ମାଷ୍ଟର ବିଶ୍ୱନାଥନ୍ ଆନନ୍ଦ ଉଦ୍ଘାଇଟିନ କରିଥିଲେ । ଭାରତରେ କିଟ୍‌ରେ ପ୍ରଥମ ଥର ଲାଗି ଚେସ୍‌ର ଏଭଳି ମହାକୁମ୍ଭ ଅନୁଷ୍ଠିତ ହେଉଛି ।

ଏଫ୍‌ଆଇଡିଇ ଓ ଭାରତୀୟ ଚେସ୍ ସଂଘ (ଏଆଇସିଏଫ୍‌)ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଚେସ୍‌ର ଏହି ମହାକୁମ୍ଭରେ ଏଫ୍‌ଆଇଡିଇର ସଭାପତି ତଥା ଋଷ୍‌ର ପୂର୍ବତନ ଉପପ୍ରଧାନମନ୍ତ୍ରୀ ଆର୍କାଡି ଭର୍କୋବିଚ୍‌, ଏଫ୍‌ଆଇଡିଇର ଡେପୁଟି ଚେୟାର ତଥା ଲଟଭିଆର ପ୍ରାକ୍ତନ ଅର୍ଥମନ୍ତ୍ରୀ ଦାନା ରେଜନିସ୍‌, ଏଆଇସିଏଫ୍ ଉପସଭାପତି ଦିବ୍ୟେନ୍ଦୁ ବରୁଆ, ସିଇଓ ଦେବ ପଟେଲ୍ ଓ ଅଭିଜିତ କୁନ୍ତେ, ସଂପାଦକ ଦେବ ପଟେଲ୍ ଓ ଇଭେଣ୍ଟ କମିସନ୍ ସଦସ୍ୟ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇଛନ୍ତି । ଉଭୟ କିଟ୍ କ୍ୟାମ୍ପସ୍ ଓ ହୋଟେଲ୍ ମେ ଫେୟାରରେ ଏହି କାର୍ଯ୍ୟକ୍ରମ ଚାଲିବ ।

ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ଶ୍ରୀ ଆନନ୍ଦ କହିଲେ, ଚେସ୍‍ ମାଧ୍ୟମରେ ଶୈକ୍ଷିକ ଓ ସାମାଜିକ ବିକାଶ କରାଯାଇପାରେ । ଚେସ୍‍ ରେ ମନୋନିବେଶ କଲେ ଜଣକର ବୌଦ୍ଧିକ, ଗଭୀର ଚିନ୍ତନ ଓ ସ୍ଥିରତା ବୃଦ୍ଧି ପାଇଥାଏ । ଏଥିପାଇଁ ଜଣକୁ ବୃତ୍ତିଗତ ଚେସ୍‍ ଖେଳାଳି ହେବାର ଆବଶ୍ୟକତା ନାହିଁ । ଏଥିପାଇଁ ଚେସ୍କୁ, ବିଦ୍ୟାଳୟସ୍ତରରୁ ଅନ୍ତର୍ଭୁକ୍ତ କରାଯିବାର ଆବଶ୍ୟକତା ରହିଛି । ଚେସ୍‍ ଜଣକୁ ସଶକ୍ତ କରିବା ସହ ସେମାନଙ୍କୁ ଜୀବନ କୌଶଳ ଶିକ୍ଷା ପ୍ରଦାନ କରିଥାଏ । ଏହା ଛଡ଼ା ଚେସ୍‍ ଯୋଗୁଁ ପିଲାମାନଙ୍କ ମଧ୍ୟରେ ଶୃଙ୍ଖଳା ଓ ଦକ୍ଷତା ବୃଦ୍ଧି ପାଇଥାଏ ।

ଏବେ ଅନେକ ଦେଶରେ ଚେସ୍କୁଳ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଗଲାଣି । ଭାରତରେ ଚେସ୍କୁି ବିଦ୍ୟାଳୟସ୍ତରରେ ଅନ୍ତର୍ଭୁକ୍ତ କରାଯିବା ପାଇଁ ଫିଡେ ଲକ୍ଷ୍ୟ ରଖିଛି ବୋଲି ଶ୍ରୀ ଆନନ୍ଦ କହିଥିଲେ । ଶ୍ରୀ ଆର୍କାଡି ସୂଚନାଦେଇ କହିଲେ, ଏଭଳି ସମ୍ମିଳନୀ ପ୍ରଥମ ଥର ଲାଗି ଭାରତରେ ଆୟୋଜନ କରାଯାଇଛି । ସେହିପରି ଶ୍ରୀମତୀ ଦାନା କହିଲେ, ବିଦ୍ୟାଳୟସ୍ତରରେ ଚେସ୍କୁଇ ଅନ୍ତର୍ଭୁକ୍ତ କରିବା ପାଇଁ ସରକାରଙ୍କ ସମେତ ସମସ୍ତଙ୍କର ସହଯୋଗ ଆବଶ୍ୟକ । ପ୍ରଥମ ଥର ଲାଗି କିସ୍‍ ତାର ପାଠ୍ୟକ୍ରମରେ ଚେସ୍କୁ ଅନ୍ତର୍ଭ୍ୁ୍କ୍ତ କରିଛି ଏବଂ ଏହା ଛାତ୍ରଛାତ୍ରୀଙ୍କ ବୌଦ୍ଧିକ ଶକ୍ତି, ଦକ୍ଷତା ଏବଂ ମାନସିକତା ସ୍ଥିରତା ବୃଦ୍ଧି କରିବାରେ ସହାୟକ ହୋଇଥାଏ ବୋଲି କହିଥିଲେ ।

ଶ୍ରୀ ସାମନ୍ତ ସୂଚନା ଦେଇ କହିଲେ, ଓଡ଼ିଶାରେ ଚେସ୍କୁି ପରିଚୟ ଓ ପ୍ରୋତ୍ସାହନ କରିବା କ୍ଷେତ୍ରରେ କିଟ୍‍ ଓ କିସ୍‍ ଅଗ୍ରଣୀ ଭୂମିକା ଗ୍ରହଣ କରିଛି । କିଟ୍‍ ଯୋଗୁଁ ଆଜି ଓଡ଼ିଶାରୁ ଅନେକ ଗ୍ରାଣ୍ଡ ମାଷ୍ଟର, ଇଣ୍ଟରନ୍ୟାସ୍ନା୍ଲ୍‍ ମାଷ୍ଟର ଭଳି ଚେସ୍‍ ତାରକା ତିଆରି ହୋଇପାରିଛନ୍ତି । ପ୍ରଥମ ଥର ପାଇଁ ଓଡ଼ିଶାରେ ଏଭଳି ଅନ୍ତର୍ଜାତୀୟ ସମ୍ମଳନୀ ଆୟୋଜିତ ହେଉଥିବାରୁ ଏହା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ । ଓଡ଼ିଶାରେ ଚେସ୍କୁଥ ତୃଣମୂଳସ୍ତରରେ ପହଞ୍ଚାଇବା ପାଇଁ କିଟ୍‍ ଓ କିସ୍ର ଉଲ୍ଲେଖନୀୟ ଅବଦାନ ରହିଛି ବୋଲି ଶ୍ରୀ ସାମନ୍ତ କହିଥିଲେ। କିଟ୍‍ ସହଯୋଗରେ ଏଭଳି ସମ୍ମିଳନୀ ପ୍ରଥମ ଥର ଲାଗି ଓଡ଼ିଶାରେ ଆୟୋଜନ କରାଯାଉଥିବାରୁ ସେ ଫିଡେ ଓ ଏଆଇସିଏଫ୍କୁଥ ଧନ୍ୟବାଦ ଜଣାଇଥିଲେ ।ଏହି ଅବସରରେ କିଟ୍ ପରିସରରେ ଥିବା ଇଣ୍ଟରନ୍ୟାସ୍‌ନାଲ୍ ଚେସ୍ ହଲ୍ ଓ ଚେସ୍ ଗ୍ରାଉଣ୍ଡକୁ ବିଶ୍ୱନାଥନ ଆନନ୍ଦ ଉଦ୍‌ଘାଟନ କରିଥିଲେ । ପରେ ଶ୍ରୀ ଆନନ୍ଦ ଓ ଦାନା କିସ୍ ବୁଲି ଦେଖିଥିଲେ । କିସ୍‍ ପରିଦର୍ଶନ କରିବା ସମୟରେ ଶ୍ରୀ କିସ୍‍ ରେ ଏତେ ସଂଖ୍ୟକ ଛାତ୍ରଛାତ୍ରୀଙ୍କ ଶୃଙ୍ଖଳା ଓ କ୍ୟାମ୍ପସ ଦେଖି ଅଭିଭୂତ ହୋଇଥିଲେ । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟ ତାଙ୍କ ପାଇଁ ପ୍ରେରଣାଦାୟୀ ବୋଲି ସେ କହିଥିଲେ । ପିଲାମାନଙ୍କୁ ଗୁରୁମନ୍ତ୍ର ଦେଇ ସେ କହିଲେ, ତୁମକୁ ଯାହା ଭଲ ଲାଗୁଛି, ଯେଉଁଥିରେ ତୁମେ ପାରଙ୍ଗମ ତାହା ତୁମେ କର । ଏହି ମେଗା ଇଭେଣ୍ଟରେ ଭାରତର ୮୦ ଚେସ୍ ତାରକାଙ୍କ ସମେତ ବିଶ୍ୱର ୪୦ଟି ଦେଶର ବିଶିଷ୍ଟ ଚେସ୍ ତାରକା ଯୋଗ ଦେଇଛନ୍ତି । ଏହି ମହାକୁମ୍ଭରେ ମୋଟ ୫ହଜାର ୨ଶହ ଖେଳାଳି ଅଂଶଗ୍ରହଣ କରୁଥିବା ବେଳେ ଭାରତର ୫ହଜାର ଚେସ୍ ଖେଳାଳି ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version