• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

Proprietor Abhimanyu Maharana by Proprietor Abhimanyu Maharana
January 15, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୧୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ ପରିସରରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ସଙ୍ଗୀତଧାରା ସମ୍ପାଦକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସହ ସମ୍ପାଦକ ପ୍ରଶାନ୍ତ ପଟ୍ଟନାୟକ,

ସଂଯୋଜକ ଲକ୍ଷ୍ମୀଧର ସାହୁ ଏବଂ ସଦସ୍ୟ ଅଶୋକ ମଲ୍ଲଙ୍କ ସମେତ ଏକାଡେମୀ ପ୍ରତିଷ୍ଠାତା ତଥା ଶିକ୍ଷାବିତ୍ ଗଦାଧର ବେଉରା, ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ରବୀନ୍ଦ୍ର କୁମାର ନାୟକ,ଶିକ୍ଷାବିତ୍ ସୁଶୀଲ କୁମାର ରଣା ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ଆଲୋଚନା କରିଥିଲେ । ସୂଚନାଯୋଗ୍ୟ ଯେ ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ପ୍ରତିଯୋଗିତା ଜିଲ୍ଲାର ସମସ୍ତ ବ୍ଲକରେ ଅନୁଷ୍ଠିତ ହେଉଅଛି । ଏହି ପରିପ୍ରେକ୍ଷୀରେ ଆସନ୍ତା ରବିବାର ପୂର୍ବାହ୍ନ ୧୦ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ ।

୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଏହି ପ୍ରତିଯୋଗିତାରେ ଭାଗ ନେଇ ପାରିବେ ବୋଲି ପ୍ରସ୍ତୁତି ବୈଠକରେ ସୂଚନା ଦିଆଯାଇଛି । ପ୍ରତିଯୋଗୀ ମାନେ ସକାଳ ୧୦ଟାରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ନାମ ପଞ୍ଜିକରଣ କରିବେ । ସଙ୍ଗୀତଧାରା ନିଷ୍ପତ୍ତି ଅନୁଯାୟୀ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ଯଥାକ୍ରମେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version