• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରୋତ୍ସାହନ ଓ ସୁଯୋଗ ମିଳିଲେ ସାଧାରଣ ପରିସ୍ଥିତିରୁ ଆସିଥିବା ଛାତ୍ରଛାତ୍ରୀମାନେ ମଧ୍ୟ  ଅସାଧାରଣ ସଫଳତା ହାସଲ କରିପାରିବେ : ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ

Proprietor Abhimanyu Maharana by Proprietor Abhimanyu Maharana
January 17, 2026
in ଓଡ଼ିଶା, କନ୍ଧମାଳ, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପ୍ରୋତ୍ସାହନ ଓ ସୁଯୋଗ ମିଳିଲେ ସାଧାରଣ ପରିସ୍ଥିତିରୁ ଆସିଥିବା ଛାତ୍ରଛାତ୍ରୀମାନେ ମଧ୍ୟ  ଅସାଧାରଣ ସଫଳତା ହାସଲ କରିପାରିବେ : ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ
Share on FacebookShare on TwitterWhatsapp

ମୁଖ୍ୟ ଶାସନ ସଚିବଙ୍କ କନ୍ଧମାଳ ଜିଲ୍ଲା ପିଏମଶ୍ରୀ ବାଳିକା ସେବାଶ୍ରମ ସ୍କୁଲ୍‌ ପରିଦର୍ଶନ

କନ୍ଧମାଳ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର )କନ୍ଧମାଳ ଜିଲ୍ଲା :- କନ୍ଧମାଳ ଜିଲ୍ଲା ଗସ୍ତ ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଗତକାଲି ବୁଧବାର  ଫିରିଙ୍ଗିଆ  ବ୍ଲକ୍‌  ଅନ୍ତର୍ଗତ ନେଡିପଦର ସ୍ଥିତ  ପି.ଏମଶ୍ରୀ ବାଳିକା ସେବାଶ୍ରମ  ସ୍କୁଲ୍‌ ପରିଦର୍ଶନ କରିଥିଲେ ।  ମୁଖ୍ୟ ଶାସନ ସଚିବଙ୍କ ଏହି ବିଦ୍ୟାଳୟ ପରିଦର୍ଶନ ଛାତ୍ରୀମାନଙ୍କ ପାଇଁ ଏକ ଅଭୂଲା ଓ ପ୍ରେରଣା ଦାୟକ ସ୍ମୃତି  ହୋଇ ରହିବ । ମୁଖ୍ୟ ଶାସନ ସଚିବ ବିଦ୍ୟାଳୟ ପରିଦର୍ଶନ ସମୟରେ ଆଦିବାସୀ ଛାତ୍ରୀମାନଙ୍କ ସହ  ଅତି ଆତ୍ମୀୟତାର ସହିତ କଥା ହୋଇଥିଲେ ,

ପାଠ ପଢାଇଥିଲେ ।  ସେମାନେ ଭବିଷ୍ୟତରେ କ’ଣ ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି ପଚାରିଥିଲେ । ସେମାନଙ୍କ ମଧ୍ୟରୁ କେହି କେହି ଆଇନଜୀବୀ,କେହି କ୍ରୀଡ଼ାବିତ୍ ଆଉ କେହି ସିଭିଲ ସେବା ଅଧିକାରୀ ବା ପ୍ରଶାସନିକ ସେବା ଅଧିକାରୀ ହେବା ପାଇଁ  ଆକାଂକ୍ଷା ପ୍ରକାଶ କରିଥିଲେ l  ସାମାଜିକ ଓ ଆର୍ଥିକ  ପରିସ୍ଥିତି  ସତ୍ତ୍ୱେ ଏହି ଛାତ୍ରୀମାନଙ୍କ  ଆକାଂକ୍ଷା ଓ ଆତ୍ମବିଶ୍ୱାସ  ସମସ୍ତଙ୍କୁ  ଆଶ୍ଚର୍ଯ୍ୟ ଚକିତ କରିଥିଲା ।

ମୁଖ୍ୟ ଶାସନ ସଚିବ ସେବାଶ୍ରମର ଶିକ୍ଷକ  ଶିକ୍ଷୟିତ୍ରୀମାନଙ୍କ ସହ  ପ୍ରୟାସ୍  ପ୍ଲସ୍‌ ଓ ଜ୍ଞାନ  ସମୃଦ୍ଧି   ପରି ଯୋଜନାଗୁଡ଼ିକ  ଉପରେ  ଆଲୋଚନା କରି,  ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଓ ଫଳାଫଳରେ ଉନ୍ନତି ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ପରିଶେଷରେ ସେ ଛାତ୍ରୀମାନ ଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ, ଯାହାକି ଅତ୍ୟନ୍ତ  ସ୍ନେହଭରା ଓ ହୃଦୟସ୍ପର୍ଶୀ ଥିଲା । ଏହି ପରିଦର୍ଶନ ସମୟରେ  କନ୍ଧମାଳ ଜିଲ୍ଲାପାଳ  ଏବଂ ଉପ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ ।

ପ୍ରୋତ୍ସାହନ ଓ ସୁଯୋଗ ମିଳିଲେ ସାଧାରଣ ପରିସ୍ଥିତିରୁ ଆସୁଥିବା ଛାତ୍ରଛାତ୍ରୀମାନେ  ଯେ ଅସାଧାରଣ ସଫଳତା ହାସଲ କରିପାରନ୍ତି ଏବଂ ସେମାନଙ୍କର ସ୍ୱପ୍ନ  ସାକାର ହୋଇପାରେ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗଙ୍କ ଜନଜାତି ଛାତ୍ରଛାତ୍ରୀମାନଙ୍କ ସହ ଏହି ସାକ୍ଷାତ ଆଲୋଚନା , ସେମାନଙ୍କ ସହିତ ସମୟ ଅତିବାହିତ କରିବା, ଭୋଜନ କରିବା  ଓ ପ୍ରେରଣା ଦେବା,  କୋମଳମତି ଛାତ୍ରୀମାନଙ୍କ  ମନୋବଳକୁ  ନିଶ୍ଚିତ ଭାବେ ଦୃଢ କରିଥିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version