• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିଆଳି ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ପାଠ୍ୟକ୍ରମ ଓ ବକ୍ତୃତା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 17, 2026
in ଓଡ଼ିଶା, କଟକ, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ନିଆଳି ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ପାଠ୍ୟକ୍ରମ ଓ ବକ୍ତୃତା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ନିଆଳି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କଟକ ଜିଲ୍ଲା ଅନ୍ତର୍ଗତ ନିଆଳି ମହାବିଦ୍ୟାଳୟର, ପ୍ରାଣୀବିଜ୍ଞାନ ବିଭାଗ ପକ୍ଷରୁ “ଜୀବ ବିଜ୍ଞାନର ସାମ୍ପ୍ରତିକ ଅଗ୍ରଗତି” ବିଷୟରେ ଏକ ଆନ୍ତର୍ଜାତୀୟ ଏକ୍ସଟ୍ରା ମ୍ୟୁରାଲ୍ ଆମନ୍ତ୍ରିତ ଆଲୋଚନା ସଭା ସଫଳତାର ସହ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମର ଆରମ୍ଭରେ ଆମନ୍ତ୍ରିତ ଅତିଥିଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ କରାଯିବା ପରେ ଦେଶାତ୍ମିକ ସଙ୍ଗୀତ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ପ୍ରାଧ୍ୟାପକ ବିଭୁ ପ୍ରସାଦ ବିଶ୍ଵାଳଙ୍କର ସଭାପତିତ୍ବରେ ଅନୁଷ୍ଠିତ ସଭାରେ ନାକ୍ ସଂଯୋଜକ ସ୍ୱାଗତ ଭାଷଣ ସହ ଶିକ୍ଷାମୂଳକ କାର୍ଯ୍ୟକ୍ରମର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।

ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ଡ଼. ସତ୍ୟ ନାରାୟଣ ସାହୁ ଆଲୋଚ୍ୟ ପ୍ରସଙ୍ଗ ବିଷୟରେ ଓ ଆଧୁନିକ ଜୀବ ବିଜ୍ଞାନରେ ଗବେଷଣାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଥିଲେ । ଏଥିରେ ମୁଖ୍ୟ ବକ୍ତା ଭାବେ ଡ଼. ଦୀପକ କୁମାର ସାହୁ ଯୋଗ ଦେଇ ରିସର୍ଚ୍ଚ ସାଇଣ୍ଟିଷ୍ଟ-୩, ଆଇଓୱା ଷ୍ଟେଟ୍ ବିଶ୍ଵବିଦ୍ୟାଳୟ, ଯୁକ୍ତରାଷ୍ଟ୍ର, ଆମେରିକା,”ଜୀବ ବିଜ୍ଞାନରେ ସାମ୍ପ୍ରତିକ ଉନ୍ନତି ଓ ଭବିଷ୍ୟତ ସମ୍ଭାବନା ” ବିଷୟରେ ଗଭୀର ଓ ତଥ୍ୟବହୁଳ ଆଲୋଚନା କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମର ଶେଷରେ ମୁଖ୍ୟ ଅତିଥିଙ୍କୁ ସମ୍ମାନିତ କରାଯାଇଥିଲା । ଏହି ସଭାରେ ଅଧ୍ୟାପିକା ପ୍ରିୟଦର୍ଶିନୀ ଲେଙ୍କା ଧନ୍ୟବାଦ ଜ୍ଞାପନ କରିଥିଲାବେଳେ ସଭାର ସଭାପତି ଆନୁଷ୍ଟାନିକ ଭାବେ କାର୍ଯ୍ୟକ୍ରମର ସମାପ୍ତି ଘୋଷଣା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ପ୍ରଦୀପ୍ତ କୁମାର ମିଶ୍ର, ଅଧ୍ୟାପିକା ସୁନୀତା ପରିଡ଼ା, ଅଧ୍ୟାପିକା ରଶ୍ମିତା ପାଢ଼ୀ, ପରୀକ୍ଷା ଗାର କର୍ମଚାରୀ ରାମେଶ୍ୱର ମହାନ୍ତି ଓ ପ୍ରାଣୀ ବିଜ୍ଞାନ ବିଭାଗର ସମସ୍ତ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମକୁ ସଫଳ କରିଥିଲା । ଏହି ସଭାକୁ ପ୍ରାଣୀ ବିଜ୍ଞାନ ବିଭାଗର ଛାତ୍ରୀ ସ୍ଵାତୀ ତ୍ରିପାଠୀ ଓ ସୋନାଲି ସାହୁ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version