• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକ ସ୍ତରୀୟ “ବନ୍ଦେ ମାତରମ୍” ସାମୁହିକ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 21, 2026
in ଓଡ଼ିଶା, ରାୟଗଡା, ହୋମ୍
0
ବ୍ଲକ ସ୍ତରୀୟ “ବନ୍ଦେ ମାତରମ୍” ସାମୁହିକ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ରାମନାଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ରାଷ୍ଟ୍ର ଗୀତ ବନ୍ଦେ ମାତରମ ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ସାମୁହିକ ଗାନ ସ୍ଥାନୀୟ ମିନି ଷ୍ଟାଡିୟମରେ ଆୟୋଜିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଏହି ସାମୁହିକ ଗାନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ପଞ୍ଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ,

ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ,ବ୍ଲକ କୃଷି ଅଧିକାରୀ ବିଭୂତି ଭୂଷଣ ବିଷୋୟୀ,ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ କୃଷ୍ଣାନନ୍ଦ ବେହେରା ,ଉପାଧ୍ୟକ୍ଷା ଜାନକୀ ନିମାଲା,ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ ପ୍ରମୁଖ ମଞ୍ଚାସିନ ଥିଲେ।ପ୍ରଥମେ ଅତିଥି ଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ଉପସ୍ଥିତ ବିଭିନ୍ନ ବିଦ୍ୟାଳୟ ଛାତ୍ର ଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତ ସରକାରୀ ବିଭାଗ ଅଧିକାରୀ,ଅଙ୍ଗନବାଡ଼ି କର୍ମୀ ,ସ୍ଵଂୟ ସହାୟକ ଗୋଷ୍ଠୀ ସଦସ୍ୟା,ସମସ୍ତ ସରପଞ୍ଚ,ସମିତି ସଭ୍ୟ,ଗଣମାଧ୍ୟମ ପ୍ରତିନିଧି,

ଏମ୍ୱିକେ ସିଆରପିଓ ସ୍ଥାନୀୟ ଜନ ସାଧାରଣ ଙ୍କ ଉପସ୍ଥିତି ରେ ସାମୁହିକ ଗାନ କରାଯାଇଥିଲା । ଏହି ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ର ଛାତ୍ରୀ ଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଏହା ପରେ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଦେଶାତ୍ମବୋଧକ ସଙ୍ଗୀତ ରେ ନୃତ୍ୟ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମ ପରିଚାଳନା ରେ ଭାରପ୍ରାପ୍ତ ବିପିଏମ ତଥା ବିପିସି ସନ୍ତୋଷ ରତ୍ନାଲୁ , ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ଥୋମାସ ତାଣ୍ଡାସୀ,ମଙ୍ଗଳ ସଂପ୍ରସାରଣ ଅଧିକାରୀ ସୁସ୍ମିତା ରଥ,ସହକାରୀ ଯନ୍ତ୍ରୀ ଦୀପ୍ତି ରାଣୀ ମୁନି ,ବି କ୍ଷୀରୋଦ ,ରମେଶ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ।

ଅତିଥିମାନେ ତାଙ୍କ ଉଦ୍ବୋଧନରେ ଦେଶପ୍ରେମ, ଶିଷ୍ଟାଚାର ଓ ଜାତୀୟ ମୂଲ୍ୟବୋଧକୁ ଦୈନନ୍ଦିନ ଜୀବନରେ ଅନୁସରଣ କରିବା ପାଇଁ ଆହ୍ୱାନ ଦେଇଥିଲେ । ସମସ୍ତେ ଏକତ୍ର ଭାବେ “ବନ୍ଦେ ମାତାରାମ” ଗାନ କରି ପରିବେଶକୁ ଦେଶଭକ୍ତିମୟ ପରିବେଶ ସୃଷ୍ଟି କରିଥିବା ବେଳେ ଅତିଥିମାନେ ତାଙ୍କ ଭାଷଣରେ ଯୁବପିଢ଼ିଙ୍କୁ ଦେଶପ୍ରେମ, ଶିଷ୍ଟାଚାର ଓ ଜାତୀୟ ମୂଲ୍ୟବୋଧକୁ ଜୀବନରେ ଅନୁସରଣ କରିବାକୁ ଆହ୍ୱାନ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ସମସ୍ତ ଅଧିକାରୀ, କର୍ମଚାରୀ,

ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ ଆତ୍ମ ନିର୍ଭର ଭାରତ ଗଠନ କରିବା ସହ ଦେଶ ବାହାର ବସ୍ତୁ କୁ ବ୍ୟବହାର ନ କରିବାକୁ ଶପଥ ପାଠ କରାଇଥିଲେ । କାର୍ଯ୍ୟକ୍ରମ ଶେଷରେ ଦେଶାତ୍ମକ ବୋଧ ସଂଗୀତର ତାଳେ ତାଳେ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଛାତ୍ରୀ ମାନେ ନୃତ୍ୟ ପରିବେଷଣ କରିଥିଲେ । ଏଥିରେ ଶିକ୍ଷକ ଅଶ୍ଵିନୀ ତ୍ରିପାଠୀ ଓ ଉଦ୍ୟାନ ବିଭାଗର ଅକ୍ଷୟ କୁମାର ପଣ୍ଡା ମଞ୍ଚ ସଂଯୋଜନା କରିଥିଲେ । ଶେଷରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version