• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୁଆଗଡଗ ରିଷିଶୃଙ୍ଗ ମହୋତ୍ସବରେ ଛାତ୍ରଛାତ୍ରୀଙ୍କ ନୃତ୍ୟ ଗୀତରେ ଦୁଲୁକିଲା ମଞ୍ଚ , ଉଦଯାପିତ ଦିବସରେ ଗଣପ୍ରତିନୀଧିଙ୍କୁ ବ୍ଲକ ପ୍ରଶାସନ କଲେ ସମ୍ମାନିତ କଲେ

Proprietor Abhimanyu Maharana by Proprietor Abhimanyu Maharana
January 23, 2026
in ଓଡ଼ିଶା, ଗଜପତି, ହୋମ୍
0
ନୁଆଗଡଗ ରିଷିଶୃଙ୍ଗ ମହୋତ୍ସବରେ ଛାତ୍ରଛାତ୍ରୀଙ୍କ ନୃତ୍ୟ ଗୀତରେ ଦୁଲୁକିଲା ମଞ୍ଚ , ଉଦଯାପିତ ଦିବସରେ ଗଣପ୍ରତିନୀଧିଙ୍କୁ ବ୍ଲକ ପ୍ରଶାସନ କଲେ ସମ୍ମାନିତ କଲେ
Share on FacebookShare on TwitterWhatsapp

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :-  ଗଜପତି ଜିଲ୍ଲା ନୁଆଗଡ ସଦକୁମା ମିନି ଷ୍ଟାଡିୟମରେ ବ୍ଳକସ୍ତରୀୟ ଗଜପତି ଉତ୍ସବ ତଥା ରିଷିଶୃଙ୍ଗ ମହୋତ୍ସବ ଶୁକ୍ରବାର ଉଯାପିତ ଯାଇଛି । ପ୍ରଥମ ଦିନରେ ରିଷିଶୃଙ୍ଗ ମହୋତ୍ସବ ନିମନ୍ତେ ମହେନ୍ଦ୍ରଗିରି କୁନ୍ତୀ ମନ୍ଦିରରୁ ଆସିଥିବା ମଶାଲକୁ ଧରି ବ୍ଳକ କାର୍ଯ୍ୟାଳୟରୁ ବାହାରି ଶୋଭାଯାତ୍ରାରେ ଉତ୍ସବ ମିନି ଷ୍ଟାଡିୟମକୁ ଅଣାଯାଇଥିଲା । ଗୁରୁବାର ଦିନ ମୁଖ୍ୟ ଅତିଥି ମୋହନା ବିଧାୟକ ଦାଶରଥି ଗମାଙ୍ଗ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି ମହୋତ୍ସବକୁ ଉଦ୍ଘାଟନ କରିଥିଲେ ।

ସମ୍ମାନିତ ଅତିଥି ଭାବେ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ପରିଷଦ ପୃଥିବୀରାଜ ମଣ୍ଡଳ, ବ୍ଳକ ଅଧ୍ୟକ୍ଷା ମାଳତୀ ପ୍ରଧାନ, ଉପାଧ୍ୟକ୍ଷ ନିହିମୀୟ ରଇତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋକନାଥ ଶବର, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମେନ୍ଦ୍ର କୁମାର ଦାସ, ତହସିଲିଦାର ମୋନାଲିସା ଆଚାର୍ଯ୍ୟ, ଅତିରିକ୍ତ ଗୋଷ୍ଠୀ ଅଧିକାରୀ ଲିଙ୍ଗରାଜ କାର୍ଜି ଓ ସାସଂଦ ପ୍ରତିନୀଧି ସୁବାସ ପାଇକ ଯୋଗଦେଇଥିଲେ

ଲୋକକଳାର ପ୍ରତିଭାକୁ ଲୋକଲୋଚନ ଏହି କାର୍ଯ୍ୟକ୍ରମର ମୁଳ ଲକ୍ଷ୍ୟ ବୋଲି ଯୋଗ ଦେଇଥିବା ଅତିଥିମାନେ କହିଥିଲେ । ପ୍ରଥମ ରଜନୀରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଗୀତ ନାଚ କରି ଉତ୍ସବକୁ ସରସ ସୁନ୍ଦର କରିବା ସହ ଦର୍ଶକଙ୍କୁ ଝୁମାଇଥିଲେ । କୃତି କୁନିକୁନି ଛାତ୍ରଛାତ୍ରୀ ପ୍ରତିଭା ଏବଂ ସରପଞ୍ଚ ଓ ସମିତିସଭ୍ୟ/ସଭ୍ୟାଙ୍କୁ ଏହି ଅବସରରେ ସମ୍ମାନିତ କରାଯାଇଥିଲା । ସେହିପରି ଉଯାପନ ଉତ୍ସବରେ ଦୁତିୟ ରଜନୀରେ ଅଞ୍ଚଳର ଯୁବ କଳାକାର ନୃତ୍ୟ,

ଗୀତ ପ୍ରଦର୍ଶନ କରିବାସହ ପଶ୍ଚିମ ଓଡିଶାର ମା’ ଆଦିଶକ୍ତି ଅର୍କେଷ୍ଟ୍ରାର ଗାୟକ ଅଙ୍କିତ ରାଜ, ବିବେକ ତାଣ୍ଡି ଓ ଗାୟିକା ସୌଭାଗ୍ୟ ଲକ୍ଷ୍ମୀ ଦାସଙ୍କ ଗୀତ ଉତ୍ସବକୁ ବେଶ ଆକର୍ଷଣୀୟ କରିଥିଲେ । ଏଥିସହ ବ୍ଳକର ବିଭିନ୍ନ ଗଣମାଧ୍ୟମ ପ୍ରତିନୀଧିଙ୍କୁ ସମ୍ମାନିତ କରିବା ସହ ସରକାରୀ ବିଭିନ୍ନ ବିଭାଗ, ଅନୁଷ୍ଠାନ, ସ୍ବେଛୋସେବୀ ସଂଗଠନ, କିଛି ସମାଜସେବୀଙ୍କୁ ଗୋଷ୍ଠୀ ଅଧିକାରୀ ଲୋକନାଥ ଶବର, ବ୍ଳକ ଅଧ୍ୟକ୍ଷା ଶ୍ରୀମତୀ ପ୍ରଧାନ ତହସିଲିଦାର ମୋନାଲିସା ଆଚାର୍ଯ୍ୟ ସମସ୍ତଙ୍କୁ ସମ୍ମାନିତ କରିଥିଲେ ।

ସମେତ ବ୍ଳକର ସମସ୍ତ କର୍ମଚାରୀ , ଜନପ୍ରତିନିଧି ଓ ହଜାର ହଜାର ସଂଖ୍ୟକ ଦର୍ଶକ ଉପସ୍ଥିତ ଥିଲେ । ଏହି ଦୁଇ ଦିନର ଉତ୍ସବର ମଞ୍ଚକୁ ଭାରପ୍ରାପ ବ୍ଳକ ସମ୍ପ୍ରସାରଣ ଅଧିକାରୀ ନୃସିଂହ ଚରଣ ମିଶ୍ର ପରିଚାଳନା କରିଥିବା ବେଳେ ତାଙ୍କୁ ସହଯୋଗ କରୁଥିଲେ କର୍ମଚାରୀମାନେ । ଏହି ଉତ୍ସବରେ ଏଙ୍କେରିଙ୍ଗି କରିଥିଲେ ଲିଅବ ସେବା ଆଶ୍ରମ ବିଦ୍ୟାଳୟର ଶିକ୍ଷକ ପ୍ରଭାତ କୁମାର ବାଡିତିଆ ବହୁତ ସୁନ୍ଦର ଏବଂ ଦର୍ଶକ ମନ ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version