ରାମନାଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ୟାସନ୍ତାନଙ୍କ ଅଧିକାର, ସୁରକ୍ଷା ଓ ସଶକ୍ତିକରଣ ବିଷୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ରାମନାଗୁଡ଼ା ବ୍ଲକର ବିଭିନ୍ନ ସ୍ଥାନରେ ଜାତୀୟ କନ୍ୟାସନ୍ତାନ ଦିବସ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି । ଏହି ଅବସରରେ ସ୍କୁଲ, ଅଙ୍ଗନୱାଡି କେନ୍ଦ୍ର, ସ୍ୱୟଂସହାୟତା ଗୋଷ୍ଠୀ, ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଓ ବିଭିନ୍ନ ସାମାଜିକ ସଂସ୍ଥାମାନଙ୍କ ପକ୍ଷରୁ ସଚେତନତା ସଭା,















