• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଡ଼କୁମାରୀ ଗ୍ରାମରେ ଦ୍ୱାଦଶ ତମ ପlଞ୍ଚଗଡ଼ ମହୋତ୍ସବ “ପାଇକ” 2026 ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
January 26, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବଡ଼କୁମାରୀ ଗ୍ରାମରେ ଦ୍ୱାଦଶ ତମ ପlଞ୍ଚଗଡ଼ ମହୋତ୍ସବ “ପାଇକ” 2026 ଉଦଯାପିତ
Share on FacebookShare on TwitterWhatsapp

ଭାଇଚାରାର ଶିକ୍ଷାଦିଏ ପାଞ୍ଚଗଡ଼ ମହୋତ୍ସବ

ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବୋଲଗଡ ବ୍ଲକ ଅନ୍ତର୍ଗତ ବଡ଼କୁମାରୀ ପଞ୍ଚାୟତସ୍ଥିତ ରାଡ଼ିୟାଣ୍ଟ ୟୁଥ ଫୋରମ ଆନୁକୂଲ୍ୟରେ ଆୟୋଜିତ ଦ୍ୱାଦଶ ତମ ବାର୍ଷିକ ପାଞ୍ଚଗଡ଼ ମହୋତ୍ସବ “ପାଇକ ” ୨୦୨୬ ଆଜି ଦିନ ମହାଡମ୍ବର ସହକାରେ ଉଦଯାପିତ ହୋଇଯାଇଅଛି ! ଏହି କାର୍ଯ୍ୟକ୍ରମରେ ୟୁଥ ଫୋରମର ସଭାପତି ଡଃ ପ୍ରକାଶ କୁମାର ପ୍ରଧାନ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ପ୍ରଦେଶ କଂଗ୍ରେସ ସୋସିଆଲ ମିଡ଼ିଆ ଉପ ସଭାପତି ଅମୀୟ ମାଧବ ,

ମୁଖ୍ୟ ବକ୍ତାଭାବେ ପ୍ରଦେଶ କଂଗ୍ରେସ କମିଟି ପ୍ରବକ୍ତା ଡ଼ ମନୀଷା ଦାସ ପଟ୍ଟନାୟକ ଓ ସମ୍ମାତୀତ ଅତିଥିଭାବେ ପ୍ରଦେଶ କଂଗ୍ରେସ ମହିଳାମୋର୍ଚ୍ଚା ସଭାନେତ୍ରୀ ଜୟଶ୍ରୀ ପଟ୍ଟନାୟକ, ସମାଜସେବୀ ମନୋଜ ପ୍ରଧାନ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ, ଶିକ୍ଷାବିତ ବିଭୁତିଭୂଷଣ ଦଳାଇ ଓ ଅଧ୍ୟାପକ ଡ଼ଃ ସୁକାନ୍ତ କୁମାର ବେହେରା ,କାଳୁ ଚରଣ ନାୟକ,ତୁଷାର କାନ୍ତ ଜେନା,ସୌମ୍ୟ ରଞ୍ଜନ ଦାସ ପ୍ରମୁଖ ଯୋଗଦେଇ ଜଗତରନାଥ ଜଗନ୍ନାଥଙ୍କ ପ୍ରତିମୃତ୍ତିରେ ଫୁଲ,

ଚନ୍ଦନ ଓ ପ୍ରଦୀପ ପ୍ରଜ୍ବଳନ କରି ଏହାକୁ ଶୁଭ ଉଦଘାଟନ କରିଥିଲେ! ମହୋତ୍ସବ କମିଟି ସମ୍ପାଦକ ସୁନାଲ, ସମାଜସେବୀ ଦୁର୍ଗା ଚରଣ ଦାଶ, ଯୁବ ମଞ୍ଚପରିଚାଳନା କରିଥିବାବେଳେ ତୁଷାରକାନ୍ତ ନାୟକ, ସମ୍ପାଦକ ସୁଦୀପ୍ତ କୁମାର ପଣ୍ଡା ଅତିଥିପରିଚୟ ପ୍ରଦାନ କରିଥିଲେ ! ଭାଇଚାରାର ଶିକ୍ଷାଦିଏ ପାଞ୍ଚଗଡ଼ ମହୋତ୍ସବ ବୋଲି ସମାଜସେବୀ ମନୋଜ ପ୍ରଧାନ କହିଥିଲେ !

ପାଞ୍ଚଗଡ଼ ମହୋତ୍ସବପାଇକ ମହୋତ୍ସବ ମାଧ୍ୟମରେ କଳା ଓ ସଂସ୍କୃତିର ପ୍ରସାର ପ୍ରଚାର, ଅଞ୍ଚଳର ଗୌରବମୟ ଐତିହ୍ୟକୁ ଉଜ୍ଜୀବିତ କରେ ବୋଲି ପ୍ରଦେଶ କଂଗ୍ରେସ ମହିଳାମୋର୍ଚ୍ଚା ସଭାନେତ୍ରୀ ଜୟଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ! ମହୋତ୍ସବ କମିଟି ସାଂସ୍କୃତିକ ବିଭାଗ ସମ୍ପାଦକ ସୁନନ୍ଦା ପ୍ରଧାନ ସ୍ୱାଗତ ଭାଷଣ ଦେଇଥିଲେ ! ଚନ୍ଦ୍ରକାନ୍ତ ମହାପାତ୍ର, ସିମାଞ୍ଚଳ ପଣ୍ଡା ଏବଂ ଗଣେଶ ପ୍ରଧାନଙ୍କ ସମେତ ସମସ୍ତ ସଭ୍ୟମାନେ ଉପସ୍ଥିତ ରହି ସହଯୋଗ କରି ପରିଚାଳନା କରିଥିଲେ !

କରିଥିଲେ। ସମସ୍ତ ନିମନ୍ତ୍ରିତ ଅତିଥିମାନଙ୍କୁ ମହୋତ୍ସବ କମିଟି ତରଫରୁ ଉତ୍ତରୀୟ, ଫୋଲତୋଡ଼ା, ମାନପତ୍ର, ଟ୍ରଫି ପ୍ରଦାନ କରି ସମ୍ମାନିତ କରାଯାଇଥିବାବେଳେ କୃତୀ ନୃତ୍ୟ ପ୍ରତିଯୋଗୀ, ସମାଜସେବୀ, ପରିବେଶବିତ, କୃଷକମାନଙ୍କୁ ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ !

ଉଦଯାପନୀ ସନ୍ଧ୍ୟାରେ ଆଞ୍ଚଳିକ କଳାକାରମାନଙ୍କ ଦ୍ୱାରା ମନୋରଞ୍ଜନ ଧର୍ମୀ ସାଂସ୍କୃତିକ ନୃତ୍ୟ ପରିବେଷଣ ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା ! ପରିଶେଷରେ ମହୋତ୍ସବ କମିଟିର ସାଂସ୍କୃତିକ ବିଭାଗରସମ୍ପାଦକ ସୁନନ୍ଦ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026
ଏସ୍‌ବିଆଇ ତରଫରୁ ଏସ୍‌ସିବିର ମେଧାବୀ ଛାତ୍ରଛାତ୍ରୀଙ୍କୁ ଟାବଲେଟ୍ ପ୍ରଦାନ

ଏସ୍‌ବିଆଇ ତରଫରୁ ଏସ୍‌ସିବିର ମେଧାବୀ ଛାତ୍ରଛାତ୍ରୀଙ୍କୁ ଟାବଲେଟ୍ ପ୍ରଦାନ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version