• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୭ତମ ଗଣତନ୍ତ୍ର ଦିବସ ରେ ସଚେତନତା କାର୍ଯ୍ୟକ୍ରମ ର ଶୁଭାରମ୍ଭ – ରଣପୁର କୋର୍ଟ

Proprietor Abhimanyu Maharana by Proprietor Abhimanyu Maharana
January 27, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
୭୭ତମ ଗଣତନ୍ତ୍ର ଦିବସ ରେ ସଚେତନତା କାର୍ଯ୍ୟକ୍ରମ ର ଶୁଭାରମ୍ଭ – ରଣପୁର କୋର୍ଟ
Share on FacebookShare on TwitterWhatsapp

ତାଲୁକ ଆଇନ୍ ସେବା କମିଟି, ରଣପୁର

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ସୋମବାର ଦିନ ସକାଳ 8:30 ମିନିଟ ରେ ସାଇକେଲ ରାଲି ମାଧ୍ୟମରେ , ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଅଛି । ଏହି ସଚେତନତା କାର୍ଯ୍ୟକ୍ରମ ର ଶୁଭାରମ୍ଭ, ରଣପୁର କୋର୍ଟ ର ବରିଷ୍ଠ ବିଚାରପତି  ଶ୍ରୀମତୀ ଅନୁଶ୍ରୁତୀ ଚୌଧୁରୀ  ଓ ଶ୍ରୀଯୁକ୍ତ ପୁନ୍ୟଶ୍ଲୋକ ଦାଶ ମହୋଦୟ ଙ୍କ କର କମଳରେ ହୋଇଥିଲା ।

ଏହି କାର୍ଯ୍ୟକ୍ରମ ରେ ରଣପୁର କଲେଜ ର ୭୦ ରୁ ଉର୍ଦ୍ଧ ଛାତ୍ର, ଛାତ୍ରୀ ମାନେ ନିଜ ନିଜ ସାଇକେଲ ମାଧ୍ୟମରେ ରଣପୁର ସିଭିଲ କୋର୍ଟ ରୁ ବାହାରି , ତହସିଲ୍ କାର୍ଯ୍ୟାଳୟ, ରଣପୁର ବସ ଷ୍ଟାଣ୍ଡ ଦେଇ ସହିଦ୍ ରଘୁ ଦିବାକର ମଣ୍ଡପ ପର୍ଯ୍ୟନ୍ତ ରାଲି କରି ସମାଜକୁ ଏକ ବାଲ୍ୟ ବିବାହ ମୁକ୍ତ କରି ଗଢି ତୋଳିବା ପାଇଁ ପ୍ରଚାର ପ୍ରସାର କରିଥିଲେ ।

ରଣପୁର ଥାନା ଅଧିକାରୀଙ୍କ ଦ୍ବାରା ଟ୍ରାଫିକ ବ୍ୟବସ୍ଥା ର କୌଣସି ଅସୁବିଧା ନ ହେବା ଭଳି ବେବସ୍ଥା ମଧ୍ଯ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ରେ ରଣପୁର ବାର ଆସୋସିଏସନ୍ ର ଆଇନ୍ ଜୀବି ମାନେ ଅଂଶ ଗ୍ରହଣ କରିଥିଲେ । ରଣପୁର ବାର ଆସୋସିଏସନ୍ ର ଓକିଲ ସୁଦର୍ଶନ ମାନସିଂହ, ଶ୍ରୀକାନ୍ତ କୁମାର ସାହୁ, ସୁବାଷ ଚନ୍ଦ୍ର ଜେନା,

କୃପାସିନ୍ଧୁ ବେହେରା, ପ୍ରିୟବ୍ରତ ପ୍ରହରାଜ,ହେମପ୍ରଭା ମିଶ୍ର, ଶତୃଘ୍ନ ପାଇକରାୟ ଓ ସତ୍ୟରଞ୍ଜନ ମତ୍ତା ପ୍ରମୁକ ଅଂଶ ଗ୍ରହଣ କରିଥିଲେ । ରଣପୁର କୋର୍ଟ ର ଅଧିକାର ମିତ୍ର ଯଥା ପ୍ରମୋଦ କୁମାର ସାହୁ, ସଞ୍ଜୟ କୁମାର ବେହେରା, କୁନିବାଳ ବିଶ୍ଵାଳ,ଚାରୁଲତା ଦେବୀ ଓ ରଣପୁର କୋର୍ଟ ର କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମକୁ ସୁଚାର୍ ରେ ପରିଚାଳିତ କରିବା ପାଇଁ ସମୂର୍ଣ୍ଣ ସହଯୋଗ କରିଥିଲେ ।

ଜାତୀୟ ପତାକା ଉତ୍ତୋଳନ ପରେ ପରେ ଏହି ଆଇନ୍ ସଚେତନତା କାର୍ଯ୍ୟକ୍ରମରେ ରଣପୁର କଲେଜ ର ଛାତ୍ର ଛାତ୍ରୀ ସାଇକେଲ ରାଲି ମାଧ୍ୟମରେ ରଣପୁର ନିଗମ ପରିକ୍ରମା କରିବା ସହ ସମାଜକୁ କିପରି ବାଲ୍ୟ ବିବାହ ମୁକ୍ତ କରି ହେବ ସ୍ଲୋଗାନ ମଧ୍ୟମରେ ନିଜର ସ୍ଵର ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version