• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏନଏସଇରେ ୭୭ତମ ଗଣତନ୍ତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 27, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏନଏସଇରେ ୭୭ତମ ଗଣତନ୍ତ୍ର ଦିବସ ପାଳିତ
Share on FacebookShare on TwitterWhatsapp

ଭୁବନେଶ୍ୱର  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ପକ୍ଷରୁ ସଂସ୍ଥାର ମିଳିତ ମୂଲ୍ୟବୋଧ ଓ ଜାତୀୟ ନୀତିକୁ ପ୍ରତିଫଳନ କରିଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ସହିତ ମୁମ୍ବାଇସ୍ଥିତ ଏହାର ମୁଖ୍ୟ କାର୍ଯ୍ୟାଳୟରେ ଭାରତର ୭୭ତମ ଗଣତନ୍ତ୍ର ଦିବସ ପାଳନ କରାଯାଇଛି । ଏହି ସମାରୋହ ଏନଏସଇର ନେତୃବୃନ୍ଦ, କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କୁ ଏକାଠି କରିଥିଲା ।

ଦେଶର ପ୍ରମୁଖ ଏକ୍ସଚେଞ୍ଜରେ ଏହି କାର୍ଯ୍ୟକ୍ରମ ଏନଏସଇ କ୍ଲିୟରିଂ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଓ ସିଇଓ ଶ୍ରୀ ବିକ୍ରମ କୋଠାରି ଏବଂ ଏନଏସଇର ମୁଖ୍ୟ ମାନବ ସମ୍ବଳ ଅଧିକାରୀ ଶ୍ରୀ ଶରଦ ଧକାଟେଙ୍କ ଉପସ୍ଥିତିରେ ଆୟୋଜିତ ହୋଇଥିଲା ଏବଂ କର୍ମଚାରୀମାନେ ଏକତା, ଅଖଣ୍ଡତା ଓ ବିବିଧତାର ସିଦ୍ଧାନ୍ତକୁ ସ୍ୱୀକୃତି ଦେବା ପାଇଁ ଏକାଠି ହୋଇଥିଲେ ।  ଏହି ଅବସର ଗର୍ବ, ଦେଶପ୍ରେମ ଓ ଏକତାର ଏକ ଭାବନା ଦ୍ୱାରା ଚିହ୍ନିତ ହୋଇଥିଲା ।

ଗଣତନ୍ତ୍ର ଦିବସ ସନ୍ଧ୍ୟାରେ ଏନଏସଇ ମୁଖ୍ୟ କାର୍ଯ୍ୟାଳୟଗୁଡିକୁ ଭାରତୀୟ ଜାତୀୟ ପତାକାର ରଙ୍ଗ ଯଥା ନାରଙ୍ଗି, ଧଳା ଓ ସବୁଜରେ ଆଲୋକିତ କରାଯାଇଥିଲା । ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ଅଫ ଇଣ୍ଡିଆ ଲିମିଟେଡ ଜାତୀୟସ୍ତରୀୟ ପହଂଚ ସହିତ ଏକ ଆଧୁନିକ, ସ୍ୱୟଂଚାଳିତ ଟ୍ରେଡିଂ ପ୍ଲାଟଫର୍ମର ପରିଚାଳନା କରୁଛି ଏବଂ ସ୍ୱଚ୍ଛତା, ଦକ୍ଷତା ଓ ନିବେଶକ ସୁରକ୍ଷା ମାଧ୍ୟମରେ ଭାରତର ପୁଞ୍ଜି ବଜାରଗୁଡିକର ବିକାଶ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version