• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୃତିମ ବୁଦ୍ଧିମତାରେ ନୈତିକ ସଦାଚାର ଓ ଦର୍ଶନଶାସ୍ତ୍ର ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

Proprietor Abhimanyu Maharana by Proprietor Abhimanyu Maharana
January 28, 2026
in ଓଡ଼ିଶା, କଟକ, ହୋମ୍
0
କୃତିମ ବୁଦ୍ଧିମତାରେ ନୈତିକ ସଦାଚାର ଓ ଦର୍ଶନଶାସ୍ତ୍ର ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର
Share on FacebookShare on TwitterWhatsapp

ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗ ଆନୁକୁଲ୍ୟରେ ‘କୃତିମବୁଦ୍ଧିମତାରେ ନୈତିକ ସଦାଚାର ଓ ଦର୍ଶନଶାସ୍ତ୍ର’ ଶୀର୍ଷକ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର କଲେଜ ଦୃଶ୍ୟଶ୍ରାବ ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ମୁଖ୍ୟା ଅଧ୍ୟାପିକା ସସ୍ମିତା ବେହେରା ସଭାପତିତ୍ୱ କରି କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିବା ସହିତ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ ।

ଅଧ୍ୟାପକ ଗଣେଶଚନ୍ଦ୍ର ରଣା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ମୁଖ୍ୟଅତିଥି ଭାବେ ଅଧ୍ୟକ୍ଷ ପ୍ରାଧ୍ୟାପକ ପ୍ରମୋଦ କୁମାର ପଣ୍ଡା ଯୋଗଦାନ କରି କୃତିମ ବୁଦ୍ଧିମତାର ପ୍ରଚଳନ ସବୁକ୍ଷେତ୍ରରେ ଉପଲବ୍ଧ ହେଉଛି ବୋଲି କହିଥିଲେ । ମୁଖ୍ୟବକ୍ତା ଭାବେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗର ସହକାରୀ ପ୍ରଫେସର ଡକ୍ଟର ନିବେଦିତା ପ୍ରିୟଦର୍ଶିନୀ ଯୋଗଦାନ କରି କୃତିମ ବୁଦ୍ଧିମତା ଓ ଇଛାମୃତ୍ୟୁ ସଂପର୍କରେ ବହୁ ଉଦାହରଣ ମାଧ୍ୟମରେ ବକ୍ତବ୍ୟ ରଖିଥିଲେ ।

ସମ୍ମାନିତ ବକ୍ତା ଭାବେ ନୟାଗଡ ସ୍ୱୟଂଶାସିତ ମହାବିଦ୍ୟାଳୟର ଦର୍ଶନ ବିଭାଗର ଦର୍ଶନ ବିଭାଗର ମୁଖ୍ୟ ଡକ୍ଟର ପ୍ରମୋଦ କୁମାର ଦାସ ଯୋଗଦାନ କରି ମନ ଓ କୃତିମ ବୁଦ୍ଧିମତାର ଉପଯୋଗ ସମ୍ବନ୍ଧରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥି ଭାବେ ପୂର୍ବତନ ଉପାଧ୍ୟକ୍ଷ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର ଓ ଉପାଧ୍ୟକ୍ଷା ପ୍ରାଧ୍ୟାପିକା ଗାୟତ୍ରୀ ନାୟକ ଯୋଗଦାନ କରି ବକ୍ତବ୍ୟ ରଖିଥିଲେ ।

କାର୍ଯ୍ୟକ୍ରମରେ ଡକ୍ଟର ସନ୍ଧ୍ୟାରାଣୀ ମହାନ୍ତି, ଅଧ୍ୟାପକ ଯୁଗୋଳ କିଶୋର ମଣ୍ଡଳ, କ୍ୟାପଟେନ୍ ଗୁରୁବାରୀ ସାହୁ, ଡକ୍ଟର ଅଭିମନ୍ୟୁ ରଣା, ଅଧ୍ୟାପିକା ସଂଘମିତ୍ରା ଭୂତିଆ ପ୍ରମୁଖ ଆଲୋଚନାରେ ଭାଗନେଇଥିଲେ । ଶେଷଣ ଅଧ୍ୟାପିକା ସୋନାଲିକା ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version