ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ୭୭ତମ ସାଧାରଣତନ୍ତ୍ର ଦିବସ – ୨୦୨୬ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । କିନ୍ତୁ ଗର୍ବ ଏବଂ ଗୌରବର ବିଷୟ ଏହିକି ଯେ, ପ୍ୟାରେଡ୍ରେ ସମସ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ ମଧ୍ୟ ବନବାସୀ ସେବା ସମିତି,















