ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ରାମେଶ୍ୱର ମନ୍ଦିର ପରିସରରେ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ (ଆର୍ଏସ୍ଏସ୍) ପକ୍ଷରୁ ମଣ୍ଡଳ ସ୍ତରୀୟ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସାମୁହିକ ହନୁମାନ ଚାଳିଶା ପାଠ ସହ ଗାୟତ୍ରୀ ଯଜ୍ଞ ପରେ ପରେ ଟିକେଶ୍ୱର ବେହେରା ଙ୍କ ସଂଯୋଜନାରେ ଏକ ଧର୍ମସଭା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା,
















