• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 28, 2026
in ଓଡ଼ିଶା, ରାୟଗଡା, ହୋମ୍
0
ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
Share on FacebookShare on TwitterWhatsapp

ରାମନାଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଥମେ ବ୍ଲକ କାର୍ଯ୍ୟାଳୟ ଠାରେ ପତାକା ଉତ୍ତୋଳନ ପରେ ରାୟଗଡା ଜିଲ୍ଲା ରାମନାଗୁଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ହୋଇଥିଲା।ପ୍ରଥମେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅଧ୍ୟକ୍ଷ ପଞ୍ଚାୟତ ସମିତି ରବି ଶଙ୍କର ଗମାଙ୍ଗ, ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ,ଶିଶୁ ବିକାଶ ଯୋଜନା ଅଧିକାରୀ ଅଞ୍ଜଳି ମହାପାତ୍ର ଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ,କର୍ମଚାରୀ,ସରପଞ୍ଚ,ସମିତି ସଭ୍ୟ,

ଗଣମାଧ୍ୟମ ପ୍ରତିନିଧି,ସ୍ଥାନୀୟ ଶିକ୍ଷାନୁଷ୍ଠାନ ଛାତ୍ର ଛାତ୍ରୀ ଓ ଜନ ସାଧାରଣ ସମବେତ ଜାତୀୟ ସଙ୍ଗୀତ ଗାନ କରିଥିଲେ।ପରେ ଅତିଥି ମାନେ ସମ୍ମିଳିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ। ସେହିପରି ରାମନାଗୁଡ଼ା ବ୍ଲକ ସଦର ମହକୁମା ରେ ଥିବା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ବରିଷ୍ଠ ବିଜେଡି ନେତା ତଥା ସମାଜସେବୀ ଗଗନ ବିହାରୀ ଆଚାର୍ଯ୍ୟ ପତାକା ଉତ୍ତୋଳନ କରିଥିବା ବେଳେ ସ୍ଥାନୀୟ ଆରୀୟନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସାମାଜିକ କର୍ମୀ ପି ବେଣୁ ଗୋପାଳ ତ୍ରିରଙ୍ଗା ପତାକା ଉତ୍ତୋଳନ କରି ଛାତ୍ରୀ ଛାତ୍ରୀ ମାନଙ୍କ ଦ୍ୱାରା ଅଭିବାଦନ ଗ୍ରହଣ କରିଥିଲେ।

ଅପରପକ୍ଷରେ ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର କାର୍ଯ୍ୟକ୍ରମ ରେ ଗ୍ରାମାଞ୍ଚଳର ଯୁବକ ଯୁବତୀ ଙ୍କୁ ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ନିମନ୍ତେ ଜିଲ୍ଲା ରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ରାମନାଗୁଡ଼ା, ହାଡୁଗୁଡ଼ା, କୁଜେନ୍ଦ୍ରି ଓ ଗୁମୁଡା ଈ ଲାଇବ୍ରେରୀ ଦାୟିତ୍ଵ ରେ ଥିବା ମହିଳା ମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା।କାର୍ଯ୍ୟକ୍ରମ କୁ ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ର ଛାତ୍ରୀ ଦେଶାତ୍ମବୋଧକ ସଙ୍ଗୀତରେ ନୃତ୍ୟ ଓ ପିରାମିଡ୍ ପରିବେଷଣ କରିଥିଲେ।

ଏହି ଅବସର ରେ ସମସ୍ତ ନୃତ୍ୟ ଦଳ ଓ ପ୍ୟାରେଡ ଟିମ୍ କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପରିଚାଳନାରେ ମଙ୍ଗଳ ସଂପ୍ରସାରଣ ଅଧିକାରୀ ସୁସ୍ମିତା ରଥ,ଯୋଗାଣ ଅଧିକାରୀ ଶଙ୍କର ବେହେରା,ଏପିଓ ଅକ୍ଷୟ ମହାନ୍ତି ,ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ଥୋମାସ ତାଣ୍ଡାସି, ବି କ୍ଷୀରୋଦ ପ୍ରମୁଖ ସହଯୋଗ କରିଥିଲେ।ଶିକ୍ଷକ ଅଶ୍ଵିନୀ ତ୍ରିପାଠୀ ଓ ଅକ୍ଷୟ କୁମାର ପଣ୍ଡା ମଞ୍ଚ ସଂଯୋଜନା କରିଥିଲେ।ଶେଷରେ ଯୋଗାଣ ଅଧିକାରୀ ଶଙ୍କର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version