• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ଜିଲ୍ଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ୭୭ ତମ ସାଧାରଣ ତନ୍ତ୍ର ଦିବସ ଓ ରକ୍ତଦାନ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
January 29, 2026
in ଓଡ଼ିଶା, କଟକ, ହୋମ୍
0
କଟକ ଜିଲ୍ଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ୭୭ ତମ ସାଧାରଣ ତନ୍ତ୍ର ଦିବସ ଓ ରକ୍ତଦାନ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ସମଗ୍ର ଭାରତବର୍ଷ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଆଜି କଟକର ଇଣ୍ଡୋର ଷ୍ଟାଡିୟମ୍ ଠାରେ ଆୟୋଜିତ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଯୋଗ ଦେଇ ସ୍ୱପ୍ନ ଫାଉଣ୍ଡେସନକୁ ପ୍ରସଂଶା କରିବା ସହ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଆଉ ମଧ୍ୟ ମୂଖ୍ୟ ମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ କଟକର ବାରବାଟି ଷ୍ଟାଡିୟମରେ ସାଧାରଣ ତନ୍ତ୍ର ଦିବସ ସମାରୋହରେ ଯୋଗ ଦେଇ ଗଣ ତନ୍ତ୍ର ଦିବସର ମହାନତା ବିଷୟରେ ଉଦବୋଧନ ଦେଇଥିଲେ ।

ସେହି ପରି ଓଡିଶା ଉଚ୍ଚ ନ୍ୟାୟାଳୟ, କଟକ ଜିଲ୍ଲାପାଳ, ମହାନଗର ନିଗମ, କଟକ ବଡ ମେଡିକାଲ,ଶିଶୁ ଭବନ, ରେଭେନ୍ସା କଲେଜ, ବନ୍ଦେ ଉତ୍କଳ ଲୋକକଳା ଓ ଲୋକ ସଂସ୍କୃତି ମହାସଂଘ,ନୀଳଚକ୍ର ଅନୁଷ୍ଠାନ, ଉପଜିଲ୍ଲାପାଳ, ସମେତ ବହୁ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଏବଂ ଶିକ୍ଷାନୁଷ୍ଠାନରେ ୭୭ ତମ ସାଧାରଣ ତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି,

ସେହିପରି କଟକ ଜିଲ୍ଲା ଜିଲ୍ଲାର ମାହାଙ୍ଗା ଅଞ୍ଚଳର ଥାନା ଓ ମୂଖ୍ୟ ପ୍ରାଣୀ ଚିକିତ୍ସା କେନ୍ଦ୍ର, ସ୍ଵାସ୍ଥ୍ୟ କେନ୍ଦ୍ର, ସାମାଜିକ ଅନୁଷ୍ଠାନ କଳିଙ୍ଗ ସମାଜ ସେବା ସଙ୍ଗଠନ, ଏବଂ ଫୁଲନଖରା , କଣ୍ଟାପଡ଼ା ଏବଂ ନିଆଳି ଅଂଚଳରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ, ବ୍ଲକ, ତହସିଲ, କୋର୍ଟ, ଡାକ୍ତରଖାନାମାନଙ୍କରେ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି ।

ଏହି ପବିତ୍ର ସାଧାରଣ ତନ୍ତ୍ର ଦିବସ ଉପଲକ୍ଷେ ୨୩ ତମ ବାର୍ଷିକ ରକ୍ତଦାନ ଶିବିର ଓ ବନ୍ଧୁ ମିଳନ କଣ୍ଟାପଡ଼ା ବ୍ଳକର”ଆମ ଅଧିକାର” ସଙ୍ଗଠନ ପକ୍ଷରୁ ଆୟୋଜିତ ୭୭ ତମ ସାଧାରଣ ତନ୍ତ୍ର ଦିବସ ପାଳନ ଅବସରରେ ରକ୍ତଦାନ ଶିବିର, ଦେଶ ପାଇଁ ପ୍ରାଣ ବଳି ଦେଇଥିବା ସହିଦ ବୀରମାନଙ୍କ ଲାଗି ସ୍ମୃତି ଚାରଣ , ବନ୍ଧୁ ମିଳନ, ବିଭିନ୍ନ କ୍ଷେତ୍ରରେ କୃତିତୋ ଅର୍ଜନ କରିଥିବା କୃତୀ ବ୍ୟକ୍ତିମାନଙ୍କୁ ସମ୍ମାନୀତ କରାଯିବା,

ଓ ରାଜ୍ୟର ବିଶିଷ୍ଟ କଳାକାର ମାନଙ୍କ ଦ୍ବାରା କଳା ଓ ସଂସ୍କୃତିକ କାର୍ଯ୍ୟକ୍ରମ ସହିତ। “ଆମ ଅଧିକାର” ଅନୁଷ୍ଠାନର ରବି ନାରାୟଣ ମହାପାତ୍ର ମଞ୍ଚରେ ଆୟୋଜିତ ଉତ୍ସବରେ ଓଲଟପୁର ମେଡିକାଲ ନିରତାରର ଡାଇରେକ୍ଟର ପତିତପାବନ ମହାନ୍ତି, ଆମ ଅଧିକାର ଅନୁଷ୍ଠାନର ମୁଖ୍ୟ ପ୍ରମୋଦ କୁମାର ନାୟକଙ୍କ ସମେତ ବହୁ ବିଶିଷ୍ଟ ଅତିଥିମାନେ ଯୋଗ ଦେଇ କୃତୀ ବ୍ୟକ୍ତିମାନଙ୍କୁ ସମ୍ମାନୀତ କରିଥିଲେ ।

ଏଥିରେ ବାଲିପାଟଣା, ନିଆଳି, କଣ୍ଟାପଡ଼ା, ସମେତ ବିଭିନ୍ନ ଜିଲ୍ଲାରୁ ଆସିଥିବା ଶହ ଶହ ଶ୍ରଦ୍ଧାଳୁ, ସମାଜ ସେବୀ, କଳାକାର, ରକ୍ତଦାତା, ଶିକ୍ଷକମାନେ ଯୋଗ ଦେଇ ୭୭ ତମ ସାଧାରଣ ତନ୍ତ୍ର ଦିବସ ପାଳନ , ପତାକା ଉତୋଳନ, ସଫେଇ କାର୍ଯ୍ୟ ଆଦି ବିଭିନ୍ନ ସାମାଜିକ ଜନ କଲ୍ୟାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version