• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରୋଷେଇ ଘରେ ଆସିବ ବିପ୍ଳବ : ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟ ଓ ଅଷ୍ଟ୍ରେଲୀୟ ସଂସ୍ଥା ‘ସେଭଫୁଲ୍’ର ବଡ଼ ପଦକ୍ଷେପ

Proprietor Abhimanyu Maharana by Proprietor Abhimanyu Maharana
January 29, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରୋଷେଇ ଘରେ ଆସିବ ବିପ୍ଳବ : ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟ ଓ ଅଷ୍ଟ୍ରେଲୀୟ ସଂସ୍ଥା ‘ସେଭଫୁଲ୍’ର ବଡ଼ ପଦକ୍ଷେପ
Share on FacebookShare on TwitterWhatsapp

ବଳକା ଖାଦ୍ୟ ଏଣିକି ହେବ ସୁଆଦିଆ ବ୍ୟଞ୍ଜଳ, ଖାଦ୍ୟ ନଷ୍ଟ ରୋକିବା ସହ ବଜାର ଖର୍ଚ କମାଇବ AI ଆଧାରିତ ଏହି ଅଭିନବ ଆପ୍

ଭୁବନେଶ୍ବର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ସ୍ଥାୟୀ ଶିକ୍ଷା ଏବଂ ସର୍କୁଲାର୍ ଇକୋନୋମି (Circular Economy) କ୍ଷେତ୍ରରେ ଅଗ୍ରଣୀ ଅନୁଷ୍ଠାନ ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟ (CUTM), ଅଷ୍ଟ୍ରେଲୀୟ ଫୁର୍-ଟେକ୍ ପ୍ଲାଟଫର୍ମ ‘Saveful’ ସହିତ ଏକ ଗୁରୁତ୍ବପୂର୍ଣ ସହଭାଗିତା ଘୋଷଣା କରିଛି। ଏହି ସହଭାଗିତା ମାଧ୍ୟମରେ ‘Saveful’ ଭାରତୀୟ ବଜାରରେ ପ୍ରବେଶ କରିଥିବାବେଳେ, ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟ ଏହି ଅଭିଯାନର ଜାତୀୟ କେନ୍ଦ୍ର ଭାବେ କାର୍ଯ୍ୟ କରିବା

ଖାଦ୍ୟ ଅପଚୟ ରୋକିବାକୁ ନୂତନ ପ୍ରୟାସ: ଭାରତୀୟ ଖାଦ୍ୟ ଶୈଳୀ ଓ ଦୈନନ୍ଦିନ ଆବଶ୍ୟକ‌ତାକୁ ଦୃଷ୍ଟିରେ ରଖ୍ ଏହି ଆପ୍‌କୁ ବିକଶିତ କରାଯାଇଛି। ଅଷ୍ଟ୍ରେଲିଆରେ ଏହି ଆପ୍ ମାଧ୍ୟମରେ ୪୧,୦୦୦ରୁ ଅକ ବ୍ୟବହାରକାରୀ ପ୍ରାୟ ୬୩% ଖାଦ୍ୟ ନଷ୍ଟ ହେବାରୁ ରକ୍ଷା କରିପାରିଛନ୍ତି। ବର୍ତ୍ତମାନ ଏହା ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟର “ଜିଲୋ ୱେଷ୍ଟ କ୍ୟାମ୍ପସ” (Zero Waste Campus) ଅଭିଯାନର ଏକ ଅଂଶ ହେବ, ଯାହା ଛାତ୍ରଛାତ୍ରୀ ଓ ସ୍ଥାନୀୟ ସମୁଦାୟକୁ ରୋଷେଇ ଘରର ବଳକା ସାମଗ୍ରୀକୁ ସଠିକ୍ ଭାବେ ବ୍ୟବହାର କରିବାରେ ସାହାଯ୍ୟ କରିବା

ମୁଖ୍ୟ ଚନ୍ତବ୍ୟ: ଏହି ଅବସରରେ ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସୁପ୍ରିୟା ପଟ୍ଟନାୟକ କହିଛନ୍ତି, “ସାମାଜିକ ଦାୟିତ୍ବବୋଧ ଏବଂ ସ୍ଥାୟୀ ନବସୃଜନ କ୍ଷେତ୍ରରେ ଆମେ ସର୍ବଦା ଆଗରେ ରହିଛୁ। ‘Saveful’ ସହ ଏହି ସହଭାଗିତା ଆମ ସମୁଦାୟକୁ ଏକ ଡିଜିଟାଲ୍ ସାଧନ ଯୋଗାଇଦେବ, ଯାହା ଦ୍ବାରା ‘ଭଲ କାମ କରିବା’ ଆମ ଜୀବନଶୈଳୀର ଏକ ଅଂଶ ହୋଇପାରିବ”

Saveful ର ସିଇଓ କିମ୍ ମ୍ୟାକଡୋନାଲ୍ଡ କହିଛନ୍ତି, “ସେଞ୍ଚୁରିଅନ୍‌ ବିଶ୍ୱବିଦ୍ୟାଳୟର ସାମାଜିକ ପରିବର୍ତ୍ତନ ଧାରାକୁ ଦେଖ୍ ଆମେ ସେମାନଙ୍କୁ ଭାରତରେ ଆମର ପ୍ରଥମ ସହଯୋଗୀ ଭାବେ ଚୟନ କରିଛୁ।” ସେଞ୍ଚୁରିଅନ୍ ବିଶ୍ବବିଦ୍ୟାଳୟର ଆସିଷ୍ଠା ପ୍ରଫେସର ଶ୍ରୀ ସଞ୍ଜୀବ କୁମାର ଦାସ, ଶ୍ରୀ ସନ୍ଦୀପ କୁମାର ଏବଂ ସେମାନଙ୍କ ବିମ୍ ମିଳିତ ଭାବେ ଏହି ‘Saveful’ ଆପକୁ ବିକଶିତ କରିଛନ୍ତି ।

କାର୍ଯ୍ୟକ୍ରମର ବିଶେଷତା

ଆପର ବିକାଶ : ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ସଞ୍ଜୀବ କୁମାର ଦାସ, ସନ୍ଦୀପ କୁମାର ଏବଂ ସେମାନଙ୍କ ଟିମ୍ ଏହି Saveful ଆପ୍‌ର ବିକାଶ କରିଛନ୍ତି।

କ୍ୟାମ୍ପସ ରୋଭ୍-ଆଉଟ୍ : ବିଶ୍ଵବିଦ୍ୟାଳୟର ସମସ୍ତ କ୍ୟାମ୍ପସରେ ଏହି ଆପ୍ ଲାଗୁ କରାଯିବ

ଆର୍ଥିକ ସଞ୍ଚୟ : ଏହା ପରିବାରଗୁଡ଼ିକୁ ଘରେ ଥିବା ସାମଗ୍ରୀର ସଠିକ୍ ବ୍ୟବହାର ଶିଖାଇ ବଜାର ଖର୍ଜ କମାଇବାରେ ସାହାଯ୍ୟ କରିବା ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ପ୍ରଫେସର ଅନିତା ପାତ୍ର, ପ୍ରୋ-ଭାଇସ୍ ଡାନ୍ସେଲର ଡ. ଅଜୟ କୁମାର ନାୟକ, ପ୍ରଫେସର ବିଶ୍ବଜିତ ମିଶ୍ର, ଅଷ୍ଟ୍ରେଲିଆର ନର୍ସି” ପ୍ରଫେସନାଲ ମାର୍କ ହେଲଜ୍‌, Thankful Foundation ର ସହ-ପ୍ରତିଷ୍ଠାତା ମାଇକ୍ ଚ୍ୟୁଟର ଏବଂ ଜିନ୍ ଜ. ସଂଗ୍ରାମ କେଶରୀ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version