• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଷ୍ଟ୍ରପତି ଙ୍କ ଗ୍ରସ୍ଥ ପାଇଁ ପୋଲିସ ପକ୍ଷ ରୁ ହୋଟେଲ ଓ ଲଜିଙ୍ଗ ଚେକିଂ

Proprietor Abhimanyu Maharana by Proprietor Abhimanyu Maharana
January 31, 2026
in ଓଡ଼ିଶା, ପୁରୀ, ହୋମ୍
0
ରାଷ୍ଟ୍ରପତି ଙ୍କ ଗ୍ରସ୍ଥ ପାଇଁ ପୋଲିସ ପକ୍ଷ ରୁ ହୋଟେଲ ଓ ଲଜିଙ୍ଗ ଚେକିଂ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଭାରତର ମାନ୍ୟବର ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ଅବସରରେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ରାତ୍ରିକାଳୀନ ଚେକିଂ ଓ ସତର୍କତା ଅଭିଯାନ ଶନିବାର ରାତିରୁ ଚାଲୁରହିଛି। ସହରର ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ, ବିଶେଷକରି ହୋଟେଲ ଓ ଲଜ୍ ଗୁଡ଼ିକୁ ନଜରରେ ରଖି ପୁଲିସ ଚେକିଂ କାର୍ଯ୍ୟ ସଂପାଦନ କରିଛନ୍ତି। ଏହି ବିଶେଷ ଅଭିଯାନଟି ସିଟି ଡିଏସପି ରଶ୍ମି ରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ଚାଲିଥିଲା।

ତାଙ୍କ ସହ ସମନ୍ୱୟରେ ସୀବିଚ ଥାନା ଆଇଆଇସି, ବାଲିଆପାଣ୍ଡା ଥାନା ଆଇଆଇସି, ଟାଉନ ଥାନା ଆଇଆଇସି, ବାସେଳୀସାହିଥାନା ଆଇଆଇସି ଏବଂ କୁମ୍ଭାରପଡା ଥାନା ଆଇଆଇସି ଓ ସେମାନଙ୍କର ପୋଲିସ ଷ୍ଟାଫ ରାତି ସମୟରେ ବିଭିନ୍ନ ହୋଟେଲରେ ଅଚମ୍କା ଚେକିଂ କରିଥିଲେ। ଚେକିଂର ଉଦ୍ଦେଶ୍ୟ ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସହରର ସୁରକ୍ଷା ସ୍ଥିତି ସର୍ବୋଚ୍ଚ ସ୍ତରରେ ରହିବା ନିଶ୍ଚିତ କରିବା ହେଉଛି ଏହି ଅଭିଯାନର ପ୍ରମୁଖ ଲକ୍ଷ୍ୟ। ପୁରୀ ଏକ ଜାତୀୟ ଓ ଆନ୍ତର୍ଜାତୀୟ ମାନଚିତ୍ରରେ ପରିଚିତ ଧାର୍ମିକ ପର୍ଯ୍ୟଟନ କେନ୍ଦ୍ର ଥିବାରୁ,

ଏଠାରେ ବହୁ ସଂଖ୍ୟକ ଭକ୍ତ, ପର୍ଯ୍ୟଟକ ଓ ଅତିଥିମାନେ ରହୁଛନ୍ତି।ସେହିପରିସ୍ଥିତିରେ, ସହରରେ କୌଣସି ସନ୍ଦିଗ୍ଧ ବ୍ୟକ୍ତି ବା ଅବୈଧ କାର୍ଯ୍ୟକଳାପ ହେଉନାହିଁ ବୋଲି ପୂର୍ବ ହୁସିଆରୀ ଭାବେ ଏହି ତଦନ୍ତ କାର୍ଯ୍ୟ କରାଯାଇଛି। ଯେପରିକି ହୋଟେଲ ରେଜିଷ୍ଟର ଓ ଗେଷ୍ଟ ଏଣ୍ଟ୍ରି ବିବରଣୀ, ରହୁଥିବା ଅତିଥିମାନଙ୍କର ପରିଚୟ ପତ୍ର ଯାଞ୍ଚ, ସିସିଟିଭି କ୍ୟାମେରା ସଠିକ୍ ଭାବେ କାମ କରୁଛି କି ନାହିଁ, ସନ୍ଦିଗ୍ଧ ବ୍ୟକ୍ତି ବା ଚଳଚଳା ଉପରେ ନଜର,

ହୋଟେଲ ପରିସରର ସୁରକ୍ଷା ବ୍ୟବସ୍ଥା, କିଛି ହୋଟେଲରେ ରେକର୍ଡ ଠିକ୍ ଭାବେ ରଖାଯାଇନଥିବା ଦେଖାଯାଇଥିଲା। ସେମାନଙ୍କୁ କଡା ସତର୍କବାଣୀ ଦିଆଯାଇଥିଲା ଏବଂ ତତ୍କ୍ଷଣାତ୍ ସଠିକ୍ ତଥ୍ୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ହୋଟେଲ ମାଲିକ ଓ ପ୍ରବନ୍ଧକମାନଙ୍କୁ ଆଗାମୀ ଦିନରେ ସମସ୍ତ ଅତିଥିଙ୍କର ଠିକ୍ ପରିଚୟ ଯାଞ୍ଚ କରିବା ଓ ରେକର୍ଡ ସଂରକ୍ଷଣ କରିବାକୁ କହାଯାଇଛି। ସୁରକ୍ଷା ପ୍ରତି ପୁରୀ ପୋଲିସର ସଂକଳ୍ପ ପୁରୀ ଜିଲ୍ଲା ପୋଲିସ ସର୍ବଦା ଜନସାଧାରଣଙ୍କ ସୁରକ୍ଷା ପ୍ରତି ପ୍ରତିବଦ୍ଧ।

ମାନ୍ୟବର ରାଷ୍ଟ୍ରପତିଙ୍କ ଭ୍ରମଣ ସମୟରେ ସହରରେ କୌଣସି ଅନିଷ୍ଟ ଘଟଣା ନ ଘଟେ ଏବଂ ସମଗ୍ର କାର୍ଯ୍ୟକ୍ରମ ଶାନ୍ତିପୂର୍ଣ୍ଣ ଓ ସୁସଂଘଟିତ ଭାବେ ସମ୍ପନ୍ନ ହେଉ, ଏହା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି।ସହରରେ ନିୟମିତ ପେଟ୍ରୋଲିଂ, ଚେକ୍ ପୋଷ୍ଟ ତଦନ୍ତ, ଡଗ୍ ସ୍କ୍ୱାଡ଼ ଓ ବମ୍ବ ସ୍କ୍ୱାଡ଼ ମୋତାୟନ, ସହିତ ଇଣ୍ଟେଲିଜେନ୍ସ ନଜରଦାରୀକୁ ଆହୁରି ଜୋରଦାର କରାଯାଇଛି।

ସାଧାରଣ ଲୋକଙ୍କୁ ଅନୁରୋଧ ପୁରୀ ପୋଲିସ ପକ୍ଷରୁ ସମସ୍ତ ହୋଟେଲ ମାଲିକ, ଲଜ୍ ପ୍ରବନ୍ଧକ ଓ ସହରବାସୀଙ୍କୁ ଅନୁରୋଧ କରାଯାଉଛି କୌଣସି ସନ୍ଦିଗ୍ଧ ବ୍ୟକ୍ତି ବା କାର୍ଯ୍ୟକଳାପ ଦେଖିଲେ ତୁରନ୍ତ ନିକଟସ୍ଥ ଥାନାକୁ ଜଣାନ୍ତୁ ହୋଟେଲରେ ଅତିଥିଙ୍କ ପରିଚୟ ପତ୍ର ଅବଶ୍ୟକ ଭାବେ ଯାଞ୍ଚ କରନ୍ତୁ,ସିସିଟିଭି କ୍ୟାମେରା ସଚଳ ରଖନ୍ତୁ,ସୁରକ୍ଷା ନିୟମ ମାନି ପୋଲିସକୁ ସହଯୋଗ କରନ୍ତୁ।

ମାନ୍ୟବର ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ଦେଶ ପାଇଁ ଗୌରବର ବିଷୟ। ଏହି ଅବସରରେ ପୁରୀ ସହରର ସୁରକ୍ଷା ଓ ଶୃଙ୍ଖଳା ବଜାୟ ରଖିବା ପାଇଁ ପୁରୀ ପୋଲିସ ସମ୍ପୂର୍ଣ୍ଣ ସଜାଗ ଓ ପ୍ରତିବଦ୍ଧ ଅଛି। ଏପରି ତଦନ୍ତ ଓ ସତର୍କତା ଅଭିଯାନ ଆଗାମୀ ଦିନରେ ମଧ୍ୟ ଜାରି ରହିବ। ପୁରୀ ପୋଲିସ ସମସ୍ତଙ୍କ ସହଯୋଗ କାମନା କରୁଛି ଯାହାଦ୍ୱାରା ଏହି ଗସ୍ତ ସୁରକ୍ଷିତ ଓ ସଫଳ ଭାବେ ସମ୍ପନ୍ନ ହେବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version