ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପକ୍ଷରୁ ମହାବିଦ୍ୟାଳୟର ଅଧ୍ଯକ୍ଷ ଲକ୍ଷ୍ମଣ ପାଳ ଓ ଚତୁର୍ଥ ଶ୍ରଣୀ କର୍ମଚାରୀ ଦିବାକର ମଲ୍ଲିକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଓଡ଼ିଆ ବିଭାଗ ଅଧ୍ୟାପକ ଡ.ବିଭୂତି ଭୂଷଣ ଆଚାର୍ଯ୍ଯଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି l
















