• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁଖଲତା ସ୍ମୃତି ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
February 1, 2026
in ଓଡ଼ିଶା, ପୁରୀ, ହୋମ୍
0
ସୁଖଲତା ସ୍ମୃତି ସରକାରୀ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ସୁଖଲତା ସ୍ମୃତି ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ମହା ଆଡମ୍ବରରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସୁଚରିତା ପ୍ରତିହାରୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ବରେଣ୍ୟ ଅତିଥି ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକ ଡଃ ଲକ୍ଷ୍ମୀଧର ପଣ୍ଡା, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଉପାଧ୍ୟକ୍ଷ ଦେବସ୍ମିତା ମହାପାତ୍ର, ପ୍ରାକ୍ତନ ମଣ୍ଡଳ ଶିକ୍ଷା ଅଧିକାରୀ ପୁରୀ ସଦର ପ୍ରମୋଦ କୁମାର କର, ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଡଃ ଶିବ ପ୍ରସନ୍ନ ପଟ୍ଟନାୟକ , ସମାଜସେବୀ ଚକ୍ରଧର ମହାପାତ୍ର ,

ପଞ୍ଚସଖା ଶିକ୍ଷା ସେତୁ ସଭାପତି ସୁକାନ୍ତ ପଣ୍ଡା ଓ ପରିଚାଳନା କମିଟି ସଭାପତି ସୁଜାତା ମହାନ୍ତି ପ୍ରମୁଖ ଯୋଗ ଦେଇ କହିଲେ ବିଦ୍ୟାର୍ଥୀ , ଅଭିଭାବକ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ହି ହିଁ ବିଦ୍ୟାଳୟର ସାମଗ୍ରିକ ବିକାଶରେ ସହାୟକ ହୋଇଥାଏ | ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ବାରା ଓଡ଼ିଶୀ , ସମ୍ବଲପୁରୀ, ବିହୁ, ଝୁମର ନୃତ୍ୟରେ ଝୁମିଲେ ଉପସ୍ଥିତ ଅଭିଭାବକ ଓ ଛାତ୍ରଛାତ୍ରୀ ବୃନ୍ଦ । ଏହି ଅବସରରେ ସୁଖଲତା ସ୍ମୃତି ସମ୍ମାନ – ଶ୍ରାବଣୀ ମାଳ ,ସ୍ବଚ୍ଛ ବିଦ୍ୟାର୍ଥୀ ସମ୍ମାନ ଭାଗ୍ୟଶ୍ରୀ ମିଶ୍ର, ସର୍ବାଧିକ ଉପସ୍ଥାନ ପାଇଁ ଜୟଶ୍ରୀ ଦଳାଇ ( ମାଧ୍ୟମିକ) ,

ସାଇ ସାସମଲ ( ପ୍ରାଥମିକ) , ସର୍ବଜୟୀ ଖେଳାଳି ସନ୍ ମାନ ଗାଉଲ ସନ୍ଦିପ, ଛାତ୍ରୀ ଗାୟତ୍ରୀ ପ୍ରୃଷ୍ଟିଙ୍କୁ ମଧ୍ୟ ସର୍ବଶ୍ରେଷ୍ଠ ଖେଳାଳି ଭାବେ ସନ୍ନମାନିତ କରାଯାଇଥିଲା ।ବିଷ୍ଣୁ ପ୍ରସାଦ ମହାନ୍ତିଙ୍କୁ ଉତ୍ତମ ଛାତ୍ର, ରାଧା ଗୋବିନ୍ଦ ଦାସଙ୍କୁ ଶୃଙ୍ଖଳିତ ଛାତ୍ର , ରୋହିତ କୁମାର ରାଉତ ଙ୍କୁ ଶ୍ରେଷ୍ଠ ସ୍ୱେଚ୍ଛାସେବୀ ସମ୍ବର୍ଦ୍ଧିତ ପ୍ରଦାନ କରାଯାଇଥିଲା । ପ୍ରାରମ୍ଭରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ଦ୍ଵାରା ଜଗନ୍ନାଥ ଅଷ୍ଟକମ ଗାନ କରାଯାଇଥିଲା । ଅତିଥି ପରିଚୟ ସ୍ୱପ୍ନାରାଣୀ ହୋତା,

ବରିଷ୍ଠ ଶିକ୍ଷୟିତ୍ରୀ ରଶ୍ମିତା ସାହୁ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷୟିତ୍ରୀ ପୁଷ୍ପା ରାଣୀ ପଣ୍ଡା ଙ୍କ ନେତୃତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ କୁନି କୁନି ଛାତ୍ରଛାତ୍ରୀ ଙ୍କ ପରିବେଷଣ କରାଯାଇଥିଲା । ଏଥି ସହ ବିଭିନ୍ନ ପ୍ରତିଯୋଗିତାର ପ୍ରତିଯୋଗୀମାନଙ୍କୁ ବରେଣ୍ୟ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା । ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଓ ସଦସ୍ୟା, ପଞ୍ଚସଖା ଶିକ୍ଷା ସେତୁ ସଦସ୍ୟ ସଦସ୍ୟା କାର୍ଯ୍ୟକ୍ରମ ସଫଳତାରେ ସହଯୋଗ କରିଥିଲେ। ଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଧର୍ମେନ୍ଦ୍ର ହାନ୍ସଦା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version