• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାବାଳିକାକୁ ଅପହରଣ କରି ଜଙ୍ଗଲରେ ବାନ୍ଧି ଫିଙ୍ଗି ଦିଆଯିବା ଘଟଣାରେ ଜଣେ ଅଟକ : ଜଣେ ଫେରାର

Proprietor Abhimanyu Maharana by Proprietor Abhimanyu Maharana
February 4, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ନାବାଳିକାକୁ ଅପହରଣ କରି ଜଙ୍ଗଲରେ ବାନ୍ଧି ଫିଙ୍ଗି ଦିଆଯିବା ଘଟଣାରେ ଜଣେ ଅଟକ : ଜଣେ ଫେରାର
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ କୌଣସି ପ୍ରକାରେ ଉଦ୍ଧାର ହୋଇ ସକାଳେ ଘରକୁ ଫେରିଛନ୍ତି ଜଣେ ୧୪ ବର୍ଷୀୟ ନାବାଳିକା । ଏପରି ଏକ ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଘଟିଛି। ସୂଚନା ପ୍ରକାରେ, ନାବାଳିକା ଜଣକ ଗତ ରବିବାର ପୂର୍ବାହ୍ନରେ ଏକୁଟିଆ ଗାଧୋଇବା ପାଇଁ ନଦୀକୁ ଯାଇଥିଲେ।

ପୂର୍ବ ଯୋଜନା ପ୍ରକାରେ ସେହି ଅଞ୍ଚଳର ୨ ଜଣ ଯୁବକ ନାବାଳିକାକୁ ଗାଧୋଇବା ତୁଠରୁ ଉଠାଇ ଏକ ଘଞ୍ଚ ଜଙ୍ଗଲକୁ ନେଇଯାଇଥିଲେ । ସେଠାରେ ନାବାଳିକାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ଜବରଦସ୍ତ କରିଥିଲେ । କିନ୍ତୁ ନାବାଳିକା ରାଜି ନ ହେବାରୁ ସେ ପିନ୍ଧିଥିବା ପୋଷାକ ଚିରି ଦେଇ ଭିଡିଓ କରି ଭାଇରଲ କରିଦେବୁ ବୋଲି ଧମକ ଦେଇଥିଲେ ଯୁବକ। ଏହା ସହିତ ନାବାଳିକାଙ୍କୁ ମାଡମାରି ପାଟିରେ କପଡ଼ା ଓ ହାତ ଗୋଡ ବାନ୍ଧି ସେହି ଘଞ୍ଚ ଜଙ୍ଗଲରେ ଛାଡ଼ି ଦେଇ ପଳାଇଥିଲେ ।

ସେଠାରେ ରାତିର କିଟି କିଟି ଅନ୍ଧାର, ହିଂସ୍ରଜନ୍ତୁଙ୍କ ଭୟ ସହିତ ଶୀତ କାକରରେ ରାତି କାଟି ଥିବାବେଳେ ବନ୍ଧା ହାତଗୋଡ କିପରି ଖୋଲିହେବ ସେ ପ୍ରଚେଷ୍ଟା ଜାରି ରଖି ସୋମବାର ସକାଳ ହେବାରୁ କୌଣସି ପ୍ରକାରେ କଷ୍ଟେ ମଷ୍ଟେ ଘରକୁ ଫେରି ପରିବାର ଲୋକଙ୍କୁ ସମସ୍ତ ବିଷୟ କହିଥିଲେ । ଏନେଇ ପରିବାର ଲୋକେ ବେଲଘର ଥାନାରେ ଏକ ଲିଖିତ ଅଭିଯୋଗ ଦେଲା ପରେ ବେଲଘର ଥାନା କେଶ ନଂ. ୧୦/୨୦୨୬ରେ ଏକ ମାମଲା ରୁଜୁ କରି ସେହି ଗ୍ରାମର ସୁଶୀଳ ନାୟକ ନାମକ ଜଣେ ଯୁବକଙ୍କୁ ଅଟକ ରଖି ପଚାରଉଚରା ଜାରି ରହିଥିବା ବେଳେ

ଆଉ ଜଣେ ଫେରାର ଥିବା ବିଷୟ ବେଲଘର ପୋଲିସ ପ୍ରକାଶ କରିଛି । ଏହି ଘଟଣା ସ୍ଥାନୀୟ ଲୋକଙ୍କ ମଧ୍ୟରେ ବ୍ୟାପକ ଚିନ୍ତା ସୃଷ୍ଟି କରିଛି, ଏହି ବର୍ବରତାକୁ ନିନ୍ଦା କରିବା ସହିତ ଅପରାଧୀ ମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଗ୍ରାମାଞ୍ଚଳରେ ଯୁବତୀମାନଙ୍କ ସୁରକ୍ଷା ଉପରେ ଅଭିଭାବକ ଏବଂ କର୍ମୀମାନେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି, କର୍ତ୍ତୃପକ୍ଷଙ୍କୁ ଦୃଢ଼ ସୁରକ୍ଷା ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ଅନୁରୋଧ କରିଛନ୍ତି । ପୋଲିସ ଆଶ୍ୱାସନା ଦେଇଛି ଯେ ଏକ ପୂର୍ଣ୍ଣ ତଦନ୍ତ ଚାଲିଛି ଏବଂ ଦୋଷୀମାନଙ୍କୁ ନ୍ୟାୟ ପ୍ରଦାନ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version