• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା ୧୯୭୬ମାଟ୍ରିକ ବ୍ୟାଚର ସ୍ବର୍ଣ୍ଣ ଜୟନ୍ତୀ ବନ୍ଧୁମିଳନ

Proprietor Abhimanyu Maharana by Proprietor Abhimanyu Maharana
February 5, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ରାଜସୁନାଖଳା ୧୯୭୬ମାଟ୍ରିକ ବ୍ୟାଚର ସ୍ବର୍ଣ୍ଣ ଜୟନ୍ତୀ ବନ୍ଧୁମିଳନ
Share on FacebookShare on TwitterWhatsapp

ବୋଲଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ରାଜସୁନାଖଳା ଗ୍ରାମପଞ୍ଚୟତସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ୧୯୭୬ମାଟ୍ରିକ ବ୍ୟାଚ ଛାତ୍ରଛାତ୍ରୀମାନଙ୍କ ସ୍ବର୍ଣ୍ଣ ଜୟନ୍ତି ବନ୍ଧୁମିଳନ କାର୍ଯ୍ୟକ୍ରମ ରାଜସୁନାଖଳାସ୍ଥିତ କୋଟଗଡ଼ ଅନନ୍ତ ଗୁମ୍ଫାନିକଟରେ ୧୯୭୬ ମସିହା ମାଟ୍ରିକ ବ୍ୟାଚର ଛାତ୍ର ପୂର୍ଣଚନ୍ଦ୍ର ନାୟକଙ୍କ ଆବାହକତ୍ୱରେ ରବିବାରଦିନ ମହାଆଡମ୍ବର ସହକାରେ ସ୍ବର୍ଣ୍ଣ ଜୟନ୍ତୀ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି l

ଏହି ସ୍ବର୍ଣ୍ଣ ଜୟନ୍ତୀ ବନ୍ଧୁମିଳନ କାର୍ଯ୍ୟକ୍ରମରେ ୭୦ରୁ ଉର୍ଦ୍ଧ ପୁରାତନ ଛାତ୍ରଛାତ୍ରୀମାନେ ଏକତ୍ରିତ ହୋଇ ଅତ୍ୟନ୍ତ ଉତ୍ସାହିତ ଓ ଆନନ୍ଦିତ ସହ ପୁରୁଣା ସ୍ମୃତିକୁ ଉଜ୍ଜୀବିତ କରି ସ୍କୁଲ ସମୟର ସେହି ପୁରୁଣା ସମୟକୁ ମନ ପକାଇଥିଲେ । ଶିକ୍ଷାନୁଷ୍ଠାନ ବିନା ଶିକ୍ଷାର ବିକାଶ ଓ ପ୍ରଗତି ଅସମ୍ଭବ ବୋଲି ଆବାହକ ପୂର୍ଣ୍ଣା ଚନ୍ଦ୍ର ନାୟକ ଉପସ୍ଥିତ ବନ୍ଧୁ ଓ ତାଙ୍କର ପିଲାମାନଙ୍କୁ ପରାମର୍ଶ ଦେଇଥିଲେ l

ଏହି କାର୍ଯ୍ୟକ୍ରମକୁ ସତ୍ୟରଞ୍ଜନ ସେଠୀ, ପ୍ରଦୀପ କୁମାର ବିଶୋଇ,ସୁବ୍ରତ ସିଂହଦେଓ,ପୂର୍ଣ୍ଣ ଚନ୍ଦ୍ର ସାହୁ, କୃଷ୍ଣପ୍ରିୟା ଦାସ, ଆରତୀ ମହାପାତ୍ର, ମଞ୍ଜୁଲତା ସାହୁ, ପ୍ରଫୁଲ କୁମାର ଦାସ, ବିଜୟ କୁମାର ରଥ ପ୍ରଫୁଲ କୁମାର ସାହୁ, ଜୟକୃଷ୍ଣ ବରାଳ ପ୍ରମୁଖ ସହଯୋଗ କରି ପରିଚାଳନା କରିଥିଲେ l ୧୯୭୬ମାଟ୍ରିକ ବ୍ୟାଚ ସ୍ବର୍ଣ୍ଣ ଜୟନ୍ତୀ ବନ୍ଧୁମିଳନ କାର୍ଯ୍ୟକ୍ରମରେ ବହୁ ଛାତ୍ରଛାତ୍ରୀ ଓ ପରିବାରବର୍ଗ ଯୋଗଦେଇଥିଲେ l

ଆଗାମୀ ବର୍ଷ ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ସମସ୍ତ ବନ୍ଧୁମାନଙ୍କୁ ଏକତ୍ର କରି ସରସ ସୁନ୍ଦର ସହ ଧୂମଧାମରେ ପାଳନ କରିବାକୁ ଆବାହକ ପୂର୍ଣ୍ଣ ଚନ୍ଦ୍ର ନାୟକ ସୂଚନା ଦେଇଥିଲେ l ସ୍ବର୍ଗତ ବନ୍ଧୁ ଓ ଗୁରୁମାନଙ୍କୁ ମନେପକାଇ ଦୁଃଖ ପ୍ରକାଶ କରି ଅମର ଆତ୍ମାମାନଙ୍କର ସଦଗତି ପାଇଁ ୨ମିନିଟ ନୀରବ ପ୍ରାର୍ଥନା କରିଥିଲେ l ପରିଶେଷରେ ପୂର୍ଣ୍ଣ ଚନ୍ଦ୍ର ସାହୁ ସମସ୍ତଙ୍କର ନିରୋଗ ଜୀବନ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version