• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ – ଏଫ. ସି. ସମ୍ବଲପୁର ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
February 5, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ – ଏଫ. ସି. ସମ୍ବଲପୁର ବିଜୟୀ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ବୁଧବାର ଠାରୁ ଆରମ୍ଭ ହୋଇଛି l ଏହି ପରିପ୍ରେକ୍ଷୀରେ ସଂଘ ର ସଭାପତି ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ,

ଆଇ ଟି ଡି ଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଉପସଭାପତି ସତ୍ୟ ନାରାୟଣ ପାଢ଼ୀ, ସମ୍ପାଦକ ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଉଦଘାଟନୀ ଖେଳ ଏଫ ସି ସମ୍ବଲପୁର ସହ ଡାଇମଣ୍ଡ କ୍ଲବ ଖୋର୍ଦ୍ଧା ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହୋଇ ସମ୍ବଲପୁର ୪-୧ ରେ ବିଜୟୀ ହୋଇଥିଲା l

ଏଥିରେ ସମ୍ବଲପୁର ଦଳର ବିଜୁ ଓରାମ ଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଭାବେ ଘୋଷଣା କରାଯାଇଥିଲା l ଉଦଘାଟନ ଖେଳ କୁ ମୁଖ୍ୟ ରେଫେରୀ ଭାବେ ଜ୍ୟୋତି ରଞ୍ଜନ ସ୍ୱାଇଁ, ବିଶ୍ଵନାଥ କହଁର, ସୁନୀଲ କୁମାର ବେହେରା ଓ କାମାକ୍ଷା ପ୍ରସାଦ ପ୍ରଧାନ ଉପସ୍ଥିତ ରହି ଖେଳ ପରିଚାଳନା କରିଥିଲେ l ୫ ତାରିଖ ଦ୍ୱିତୀୟ ଦିନର ମ୍ୟାଚ ଢେଙ୍କାନାଳ ସହ ସୁନ୍ଦରଗଡ଼ ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହେବ l

ଏହି ରାଜ୍ୟ ସ୍ତରୀୟ ମ୍ୟାଚ ଚଳିତ ମାସ ୧୧ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେଉଥିବା ବେଳେ ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ, ୟୁଏସସି ଟିମ – ବରଗଡ଼, ଏଫପିଏସଏ ଟିମ – ଜଟଣୀ, ଜଗା ଯୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି l

ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ l ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରତିଦିନ ର ମ୍ୟାଚ ଅପରାହ୍ନ ୨ଟା ୩୦ମି. ରେ ଆରମ୍ଭ ହେବାକୁ ଥିବା ବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ ଅପରାହ୍ନ ୨ଘଣ୍ଟ ରେ ଆରମ୍ଭ କରାଯିବା ପାଇଁ ସ୍ଥିର କରାଯାଇଛି l

ଉପଦେଷ୍ଟା ଶେଖ ସାଦିକ, ଦେବବ୍ରତ ସିଂ ଦେଓ, ସୁରେନ୍ଦ୍ର କୁମାର ପାତ୍ର, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି, କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଏ. ଶ୍ରୀନିବାସ ଦୋରା, ଗଙ୍ଗାଧର ପଣ୍ଡା, ସୁଶାନ୍ତ କୁମାର ସାହୁ କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀ ର ସମସ୍ତ ସଦସ୍ୟ ଖେଳ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version