• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଅପହରଣ ଓ ଯୌନ ନିର୍ଯାତନା ଅଭିଯୋଗରେ ଫେରାର ଦୁଇ ଅଭିଯୁକ୍ତ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
February 5, 2026
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଅପହରଣ ଓ ଯୌନ ନିର୍ଯାତନା ଅଭିଯୋଗରେ ଫେରାର ଦୁଇ ଅଭିଯୁକ୍ତ ଗିରଫ
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଜଣେ ଅପ୍ରାପ୍ତବୟସ୍କା କନ୍ୟାଙ୍କୁ ଅପହରଣ ଏବଂ ଯୌନ ନିର୍ଯାତନା କରାଯାଇଥିବା ଅଭିଯୋଗରେ ପୁଲିସ ଦୁଇଜଣ ଯୁବକଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ସୁଶୀଲ ନାୟକ (୧୮) ଓ ନିତେଶ ନାୟକ (୨୦), ଉଭୟ ଝିରିପାଣି ଗ୍ରାମର ବାସିନ୍ଦା ବୋଲି ପୋଲିସ ପ୍ରକାଶ କରିଛି। ଘଟଣା ରୁ ପ୍ରକାଶ ଯେ, ଚଳିତ ମାସ ୧ତାରିଖ ଅପରାହ୍ନରେ ୧୪ ବର୍ଷୀୟା ନାବାଳିକା ଜଣକ ନିକଟସ୍ଥ କେନାଲକୁ ଗାଧୋଇବାକୁ ଯାଇଥିଲେ, କିନ୍ତୁ ସେ ଆଉ ଘରକୁ ଫେରିନଥିଲେ।

ପରିବାର ସଦସ୍ୟମାନେ ଆଖପାଖ ଅଞ୍ଚଳ ଓ ନିକଟସ୍ଥ ଗ୍ରାମଗୁଡ଼ିକରେ ଖୋଜାଖୋଜି କରିଥିଲେ ମଧ୍ୟ ସନ୍ଧାନ ମିଳିନଥିଲା। ପରଦିନ ସକାଳେ ସେ ଘରକୁ ଫେରିଥିଲେ। ପୁଲିସ ତଦନ୍ତ ସମୟରେ ପୀଡିତା କହିଛନ୍ତି ଯେ, ଅଭିଯୁକ୍ତ ମାନେ ତାଙ୍କର ମୁହଁ ଢାଙ୍କି ଜୋରକରି ଅପହରଣ କରି କାଦମସାରୁ ଜଙ୍ଗଲକୁ ନେଇଯାଇଥିଲେ। ସେଠାରେ ତାଙ୍କୁ ଯୌନ ନିର୍ଯାତନା, ଶାରୀରିକ ଆକ୍ରମଣ କରାଯାଇଥିବା ସହ ଘଟଣାର ଭିଡିଓ ପ୍ରଚାର କରିବାକୁ ଧମକ ଦିଆଯାଇଥିଲା।

ରାତି ପର୍ଯ୍ୟନ୍ତ ତାଙ୍କୁ ଅବୈଧ ଭାବେ ଅଟକ ରଖି ପରେ ଛାଡ଼ି ଦିଆଯାଇଥିଲା। ଲିଖିତ ଅଭିଯୋଗ ଆଧାରରେ ବେଲଘର ଥାନା କେସ୍ ନଂ.୧୦/୨୬ ରେ ଏକ ମକଦ୍ଦମା ରୁଜୁ କରାଯାଇ, ବିଏନଏସ୍ ଧାରା ୧୩୭(୨), ୧୨୭(୨), ୧୧୫ (୨), ୬୨, ୬୪, ୩(୫) ସହ ପୋକ୍ସୋ ଆଇନର ଧାରା ୮ ଅନୁସାରେ ମାମଲା ରୁଜୁ ହୋଇଛି। ପୁଲିସ ସୂଚନା ଅନୁସାରେ, ଉଭୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ପୀଡିତା ଓ ଅଭିଯୁକ୍ତମାନଙ୍କର ଡାକ୍ତରୀ ପରୀକ୍ଷା ସମ୍ପନ୍ନ ହୋଇଥିବା ସହ ପୀଡିତାଙ୍କ ବୟାନ ରେକର୍ଡ କରାଯାଇଛି। ସମସ୍ତ ଆବଶ୍ୟକ ଆଇନଗତ ପ୍ରକ୍ରିୟା ଚାଲିଥିବା ପୁଲିସ ପ୍ରକାଶ କରିଛି।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version