• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ବେତଗଙ୍ଗାରେ ପିଣ୍ଡ ଦାନ କଲେ ରାଷ୍ଟ୍ରପତି,ଶ୍ରୀଜୀଉ ମାନଙ୍କୁ ଦର୍ଶନ କଲେ

Proprietor Abhimanyu Maharana by Proprietor Abhimanyu Maharana
February 5, 2026
in ଓଡ଼ିଶା, ପୁରୀ, ହୋମ୍
0
ଶ୍ବେତଗଙ୍ଗାରେ ପିଣ୍ଡ ଦାନ କଲେ ରାଷ୍ଟ୍ରପତି,ଶ୍ରୀଜୀଉ ମାନଙ୍କୁ ଦର୍ଶନ କଲେ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୂର୍ବାହ୍ନରେ ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବା ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।ଲୋକ ଭବନରୁ ବାହାରି ରାଷ୍ଟ୍ରପତି ଭିଆଇପି ରୋଡ଼, ମେଡିକାଲ ଛକ , କାକୁଡିଖାଇ ଛକ ଦେଇ ଶ୍ବେତଗଙ୍ଗାରେ ପହଞ୍ଚିଥିଲେ।ସେଠାରେ ପୂଜାର୍ଚ୍ଚନା ଓ ପିଣ୍ଡଦାନ ପରେ ଏମାର ମଠ ଚକଡା ଦେଇ ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ।ସେଠାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ,

ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର,ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର,ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ କୁମାର ପାଢୀ,ପୁଲିସ ଆଇଜି ଅରୁଣ କୁମାର ସାହୁ,ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା,ଏସପି ପ୍ରତୀକ ସିଂ ପ୍ରମୁଖ ରାଷ୍ଟ୍ରପତି ଙ୍କୁ ସ୍ବାଗତ କରିଥିଲେ ।

ପରେ ରାଷ୍ଟ୍ରପତି ପାଦ ପ୍ରକ୍ଷାଳନ କରି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚି ପ୍ରଣାମ କରିଥିଲେ। ସିଂହଦ୍ଵାର ଦେଇ ପତିତପାବନଙ୍କ ଦର୍ଶନ ସାରି ବାଇଶି ପାହାଚ ଟପି ଶ୍ରୀଜୀଉ ମାନଙ୍କୁ ଦର୍ଶନ କରିଥିଲେ।ଦର୍ଶନ ପରେ ଫେରିବା ପଥରେ ରାଷ୍ଟ୍ରପତି, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ କିଛି ସମୟ ବାଇଶି ପାହାଚ ରେ ବସିଥିଲେ । ସିଂହଦ୍ୱାର ନିକଟରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତିଙ୍କୁ ମହାପ୍ରଭୁଙ୍କ ବେଶ ଫଟୋ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ରାଷ୍ଟ୍ରପତି ଙ୍କ ଶ୍ରୀଜୀଉ ମାନଙ୍କୁ ଦର୍ଶନ ସମୟରେ ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟଯୋଶୀ ମହାପାତ୍ର, ପରିଚାଳନା କମିଟି ସଦସ୍ୟ ସିଦ୍ଧେଶ୍ବର ମହାପାତ୍ର, ମଧୁସୂଦନ ସିଂହାରୀ,ରାମ ନାରାୟଣ ଗୋଛିକାର,କୃଷ୍ଣଚନ୍ଦ୍ର ସାମନ୍ତରା,ଜଗନ୍ନାଥ ପୂଜାପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।

ପରେ ରାଷ୍ଟ୍ରପତି ଚାଲି ଚାଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବା ସହ ପିଲା ମାନଙ୍କୁ ଚକଲେଟ ବଣ୍ଟନ କରିଥିଲେ । ଏହାପରେ ରାଷ୍ଟ୍ରପତି ଲୋକଭବନରେ ପହଞ୍ଚି କିଛି ସମୟ ବିରତି ପରେ ହେଲିପ୍ୟାଡ ଅଭିମୁଖେ ପ୍ରସ୍ଥାନ କରିଥିଲେ । ସେଠାରୁ ସ୍ବତନ୍ତ୍ର ବିମାନ ଯୋଗେ ମୟୂରଭଞ୍ଜ ର ରାଇରଙ୍ଗପୁର ଅଭିମୁଖେ ଯାତ୍ରା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version