• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ଭୋଳାନାଥ ବିଦ୍ୟାପୀଠ ଠାରେ : ଜିଲ୍ଲା ସ୍ତରୀୟ ସ୍କାଉଟ୍ସ ଓ ଗାଇଡ୍ସ ଶିବିର – ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
February 6, 2026
in ଓଡ଼ିଶା, ପୁରୀ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପୁରୀ ଭୋଳାନାଥ ବିଦ୍ୟାପୀଠ ଠାରେ : ଜିଲ୍ଲା ସ୍ତରୀୟ ସ୍କାଉଟ୍ସ  ଓ ଗାଇଡ୍ସ ଶିବିର – ଉଦଯାପିତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପୁରୀ ଭୋଳାନାଥ ବିଦ୍ୟାପୀଠ ଠାରେ ଦୀର୍ଘ ୩ ଦିନ ଧରି ପରିଚାଳିତ ହେଉଥିବା ଭାରତ ସ୍କାଉଟ୍ସ ଓ ଗାଇଡ୍ସ ର ଜିଲ୍ଲା ସ୍ତରୀୟ ଶିବିର ଆଜି ଉଦ୍ଜାପିତ ହୋଇଛି । ସମୁଦାୟ ୧୫୦୦ ରୁ ଊର୍ଦ୍ଧ୍ବ ସ୍କାଉଟ୍ସ, ଗାଇଡ, ରୋଭର୍, ରେଞ୍ଜର, ସ୍କାଉଟ୍ ମାଷ୍ଟର, ଗାଇଡ୍ କ୍ୟାପଟେନ୍ ଓ ଅଫିସିଆଲ୍ ମାନଙ୍କ ସମାବେଶରେ ପରିଚାଳିତ ଉକ୍ତ ଶିବିରରେ ପିଲାମାନେ ଫାଷ୍ଟ ଏଡ୍, କଲର୍ ପାଟି,

କ୍ୟାମ୍ପ୍ କ୍ରାପ୍ଟ, ସ୍କିଲୋରାମା, ଫୋକ୍ ଡ୍ୟାନ୍ସ , ବ୍ୟାଣ୍ଡ୍ ଡିସପ୍ଲେ, ସ୍ପଟ୍ ପେଣ୍ଟିଂ, ପିଜାଣ୍ଟ୍ ସୋ ଓ ଫେସ୍ ପେଣ୍ଟିଂ ପ୍ରଭୃତି ବିଭିନ୍ନ କାର୍ଯ୍ୟକ୍ରମ ତିନି ଦିନ ମଧ୍ୟରେ କରିଥିଲେ । ଦ୍ବିତୀୟ ଦିବସରେ ମୁଖ୍ୟ ଅତିଥି ରୂପେ ସଂଯୁକ୍ତ ନିର୍ଦ୍ଦେଶକ ଓସେପା ମମତା ମିଶ୍ର, ସମ୍ମାନିତ ଅତିଥି ଭାବେ ରମେଶ ଚନ୍ଦ୍ର ବଳିୟାର ସିଂହ, ପୂର୍ବତନ ନଗରପାଳ, ପୁରୀ ସୁରେନ୍ଦ୍ର ନାଥ ଦାଶ ପ୍ରମୁଖ ଉପସ୍ଥିତ ରହି ପିଲାମାନଙ୍କୁ ଉତ୍ସାହିତ କରିଥିଲେ ।

ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାରତ ସ୍କାଉଟ୍ସ ଗାଇଡ ର ରାଜ୍ୟ ଚିଫ୍ କମିଶନର ତଥା ଜାତୀୟ ଉପ ସଭାପତି ଡଃ କାଳୀ ପ୍ରସାଦ ମିଶ୍ର ଯୋଗଦେଇ ଛାତ୍ରାବସ୍ଥାରୁ ପିଲାମାନେ ସେବା ବ୍ରତରେ ଦୀକ୍ଷିତ ହେଲେ ଭବିଷ୍ୟତରେ ଜଣେ ଜଣେ ସୁନାଗରିକ ହୋଇ ଦେଶ ଓ ଜାତିକୁ ଆଗେଇ ନେଇପାରିବେ ବୋଲି ମତପୋଷଣ କରି ସେମାନଙ୍କୁ ଉତ୍ସାହିତ କରିଥିଲେ । ରାଜ୍ୟ କମିଶନର ତଥା ପୁରୀ ଜିଲ୍ଲାର ପୂର୍ବତନ ଶିକ୍ଷାଧିକାରୀ ଡଃ ବିଶ୍ବଜିତ ଘୋଷ୍ ବିଭିନ୍ନ ଉଦାହରଣ ମାଧ୍ୟମରେ ପିଲାଙ୍କୁ ଉତପ୍ରେରିତ କରିଥିଲେ ।

ଅନ୍ୟ ତମ ଅତିଥି ଭାବେ ଭାରତ ସ୍କାଉଟ୍ସ ଗାଇଡ ର ରାଜ୍ୟ ପରିଚାଳନା ସମ୍ପାଦକ ଅନାମିକା ଦାସ ଉପସ୍ଥିତ ରହି ନିଜର ଓଜସ୍ବୀ ଭାଷଣ ଦ୍ବାରା ସେମାନଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଭାରତ ସ୍କାଉଟ୍ସ ଓ ଗାଇଡ୍ସ ର ଜିଲ୍ଲା ଉପସଭାପତି ରଘୁନାଥ ମହାପାତ୍ର ଓ ସମାଜସେବୀ ତଥା ଅନ୍ୟ ତମ ଉପସଭାପତି ପ୍ରଦ୍ୟୁମ୍ନ ମିଶ୍ର, ଡି ସି ସ୍କାଉଟ୍ସ ରମେଶ ଚନ୍ଦ୍ର ପଣ୍ଡା, ଡି ସି, ଗାଇଡ୍ ରୂପଶ୍ରୀ ଛୋଟରାୟ , ସମ୍ପାଦକ ମହେନ୍ଦ୍ର କୁମାର ବିଶ୍ୱାଳ, ପ୍ରଧାନ ଶିକ୍ଷକ ଭୋଳାନାଥ ବିଦ୍ୟାପୀଠ, ମଞ୍ଜୁଲତା ସାମନ୍ତରାୟ,

ଡି ଓ ସି ସ୍କାଉଟ୍ସ ଓ ଗାଇଡ୍ସ ଦେବାଶିଷ ମିଶ୍ର, ଡି ସି ଗାଇଡ ମୀନାକ୍ଷୀ ମିଶ୍ର ଓ ଶିବିର ପରିଚାଳନା ସମ୍ପାଦକ ପ୍ରବୀଣ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପିଲାଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ରମାକାନ୍ତ ସମ୍ମାନ ଭଗବାନ ମହାପାତ୍ର ଓ ବ୍ରଜକିଶୋର ପାଇକରାୟ ଙ୍କୁ ପ୍ରଦାନ କରାଯାଇଥିଲା । ବସନ୍ତ କୁମାର ବାରିକ ଓ ପାୟଲ ପରସ୍ମିତା ସାମନ୍ତରାୟ ଙ୍କୁ ଯଥାକ୍ରମେ ୱେଷ୍ଟ ସ୍କାଉଟ୍ସ ମାଷ୍ଟର୍ ଓ ବେଷ୍ଟ ଗାଇଡ୍ କ୍ୟାପଟେନ୍ ପୁରସ୍କାର ପ୍ରଦାନ କରାଯାଇଥିଲା ।

କାର୍ଯ୍ୟକ୍ରମ ର ଅଧ୍ୟକ୍ଷ ତଥା ଜିଲ୍ଲା ଶିକ୍ଷାଧିକାରୀ ଦୀପକ କୁମାର ପାଢ଼ୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସାମଗ୍ରିକ ଭାବେ କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା । ଭଗବାନ ମହାପାତ୍ର, ରାଜେନ୍ଦ୍ର ହରିଚନ୍ଦନ, ମନୋରମା ଷଡ଼ଙ୍ଗୀ, ସସ୍ମିତା ରାଉତରାୟ ଓ ସମସ୍ତ ରୋଭର୍ ଓ ରେଞ୍ଜର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଦ୍ୟାଧର ମିଶ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ରମେଶ ଚନ୍ଦ୍ର ପଣ୍ଡା ମଞ୍ଚ ପରିଚାଳନା କରିଥିଲେ ଓ ମହେନ୍ଦ୍ର କୁମାର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version