• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମା ବାଗଦେବୀ ଙ୍କ ଯାତ୍ରା ଉତ୍ସବ ଭାଇଚାରା,ଏକତା,ଏବଂ ଆଧ୍ୟାତ୍ମିକତାର ପରିଚୟ ଦିଏ : ଦଶପଲ୍ଲା ବିଧାୟକ

Proprietor Abhimanyu Maharana by Proprietor Abhimanyu Maharana
February 7, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ମା ବାଗଦେବୀ ଙ୍କ ଯାତ୍ରା ଉତ୍ସବ ଭାଇଚାରା,ଏକତା,ଏବଂ ଆଧ୍ୟାତ୍ମିକତାର ପରିଚୟ ଦିଏ : ଦଶପଲ୍ଲା ବିଧାୟକ
Share on FacebookShare on TwitterWhatsapp

ମା’ ବାଗଦେବୀଙ୍କ ଯାତ୍ରା ଉତ୍ସବ ମହାସମାରୋହରେ ପାଳିତ।

ନୂଆଗାଁ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଜାକେଡ଼ା ଗ୍ରାମ ପଞ୍ଚାୟତ ୩୦ଖଣ୍ଡ କୋରଡ଼ାମାଳ ମୌଜା କନ୍ଧଖାଲମଡ଼ା ପୋଡ଼ାଗଡ ଠାରେ ମା’ ବାଗଦେବୀ ଠାକୁରାଣୀଙ୍କ ପୀଠରେ ବାର୍ଷିକ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଯାତ୍ରା ଉତ୍ସବରେ ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ୩ଦିନ ଧରି ପର୍ଶୁରାମ ମାତୃ ହତ୍ୟା,

ତ୍ରିପୁରା ବିଜୟୀ ନାଗାର୍ଜୁନ ଓ ରାମ ଜନ୍ମ ମହାଆଡମ୍ବରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ବାର୍ଷିକ ଯାତ୍ରା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମା’ ଙ୍କୁ ଦର୍ଶନ କରିବା ସହ ସମସ୍ତ ଅଞ୍ଚଳବାସୀଙ୍କ ସୁଖ ,ସମୃଦ୍ଧି କାମନା କରିଥିଲେ ।

ଅଞ୍ଚଳର ବିଭିନ୍ନ ସମସ୍ୟା ଉପରେ ପଚାରି ବୁଝିବା ସହ ମା ’ ଙ୍କ ମନ୍ଦିରର ଉନ୍ନତି କରଣ ଓ ମା’ ଙ୍କ ପୀଠରେ ପାନୀୟ ଜଳ ସମସ୍ୟା ଲାଗି ରହୁଥିବା ନେଇ ଏକ ନଳକୂପ ଖନନ କରିବା ପାଇଁ ପ୍ରତିଶୃତି ଦେଇଥିଲେ । ତତ ସହିତ ଆଗାମୀ ଦିନରେ ସମଗ୍ର ଅଞ୍ଚଳର ବିକାଶ ଉପରେ ଗୁରୁତ୍ୱ ଦିଆଯିବ ବୋଲି ଦଶପଲ୍ଲା ବିଧାୟକ ଶ୍ରୀ ବେହେରା ପ୍ରକାଶ କରିଥିଲେ ।

ସମ୍ମାନିତ ଅତିଥି ବ୍ଲକ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା,ସରପଞ୍ଚ ପ୍ରତିନିଧି ବୁଲୁ ମଳିକ,ସମିତି ସଭ୍ୟା ପ୍ରଭାତୀ ମଳିକ,ପାରାଢ଼ିପି ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ, ପ୍ରକାଶ କୁମାର ନାୟକ,ଇନ୍ଦ୍ର ମଳିକ ଓ ପ୍ରକାଶ ମଳିକ ପ୍ରମୁଖ ମଞ୍ଚାସିନ ଥିଲେ।ଏହି ଉତ୍ସବ ଦୀର୍ଘ ୫୦ ବର୍ଷରୁ ଉର୍ଦ୍ଧ୍ୱ ହୋଇ ଆସୁଥିବା ମା’ ବାଗଦେବୀ ଯାତ୍ରା କମିଟିର ସଭାପତି ନରସିଂହ ଜାନି,

ଉପସଭାପତି ମଣ୍ଡୁଆ ମଳିକ, ସମ୍ପାଦକ ଅଇଁଠା ମଳିକ ମତାମତ ଦେଇଥିଲେ । ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ପାଇଁ ବିଭିନ୍ନ ଅଞ୍ଚଳରୁ ଜନସମାଗମ ହୋଇଥିବା ଦେଖିବାକୁ ମିଳିଥିଲା । ମା’ ବାଗଦେବୀ ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ସମସ୍ତ ଅଞ୍ଚଳବାସୀଙ୍କ ସହଯୋଗରେ ଶାନ୍ତିଶୃଙ୍ଖଳା ସହ ସମାପନ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026
ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କ ପାଇଁ ନିବେଶକ ସଚେତନତା

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version