• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅରୁନ୍ଧତୀ ଜୁଏଲର୍ସର ଭ୍ୟାଲେଣ୍ଟାଇନ୍ ଓ ବିବାହ ଋତୁ ପାଇଁ ନୂତନ “ଅଭ୍ନିକା” କଲେକ୍ସନର ଉନ୍ମୋଚନ

Proprietor Abhimanyu Maharana by Proprietor Abhimanyu Maharana
February 8, 2026
in ଓଡ଼ିଶା, କଟକ, ବାଣିଜ୍ୟ, ହୋମ୍
0
ଅରୁନ୍ଧତୀ ଜୁଏଲର୍ସର ଭ୍ୟାଲେଣ୍ଟାଇନ୍ ଓ ବିବାହ ଋତୁ ପାଇଁ ନୂତନ “ଅଭ୍ନିକା” କଲେକ୍ସନର ଉନ୍ମୋଚନ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଓଡ଼ିଶାର ସର୍ବବୃହର ଜୁଏଲାରୀ ବ୍ରାଣ୍ଡ ‘ଅରୁନ୍ଧତୀ ଜୁଏଲର୍ସ’, ସର୍ବଦା ଓଡିଶାବାସୀଙ୍କ ପସନ୍ଦ ଓ ଚାହିଦାକୁ ଗୁରୁତ୍ବ ଦେଇ ମନପସନ୍ଦର ସୁନା ଗହଣା ସୁଲଭ ଗଢା ମଜୁରୀ ସହ ଭେଟିଦେଇ ଆସିଛି ।

ଆଗକୁ ଆସୁଥିବା ଭ୍ୟାଲେଣ୍ଟାଇନ ସପ୍ତାହ ଓ ବିବାହ ଋତୁକୁ ଦୃଷ୍ଟିରେ ରଖ୍ ଅରୁନ୍ଧତୀ ଜୁଏଲର୍ସ ନିଜର କଟକ ସ୍ଥିତ ଶାଖାରେ ଏକ ନୂଆ କଲେକ୍ସନ “ଅଭ୍ନିକା” ଗହଣାର ଉନ୍ମୋଚନ ଉତ୍ସବ ଅତି ଆଡମ୍ବର ସହ ସମାପନ କରିଛି ।

ଅରୁଦ୍ଧନ୍ତି jewellers ର ବରିଷ୍ଟ ପ୍ରବନ୍ଧକ ନିରଞ୍ଜନ ବେହେରା, ସମୀର ପାଟ୍ଟଶାଣୀ କାର୍ଯ୍ୟକ୍ରମ ଆରମ୍ଭ କରିଥିବା ବେଳେ ମଡେଲ ମାନେ ସଂସ୍ଥା ର ବିଭିନ୍ନ ପ୍ରକାର ସୁନା ଓ ହୀରା ଅଳଙ୍କାର ପ୍ରଦର୍ଶନ କରିଥିଲେ ।

ଅରୁନ୍ଧତୀ ଜୁଏଲର୍ସ ଦ୍ବାରା ପ୍ରସ୍ତୁତ “ଅଭ୍ନିକା” ବିବାହର ପବିତ୍ର ବନ୍ଧନ ଦ୍ବାରା ଅନୁପ୍ରାଣିତ l ଜୀବନର ପ୍ରତ୍ୟେକ ସୁନ୍ଦର ପ୍ରତିଶ୍ରୁତିକୁ ପାଳନ କରିବା ପାଇଁ ଏହି କଲେକ୍ସନଟି ସ୍ଵତନ୍ତ୍ର ଭାବେ ଡିଜାଇନ୍ କରାଯାଇଛି lପାରମ୍ପରିକ ଧାରା ସହିତ ଆଧୁନିକ ଶୈଳୀ ର ଏକ ସୁନ୍ଦର ମିଶ୍ରଣ ସହ ଏଥିରେ ଉଭୟ ସୁନା ଏବଂ ହୀରା ଗହଣାର ହଜାରରୁ ଉଦ୍ଧ କଲେକ୍ସନ ମଧ୍ୟ ରହିଛି l ଏହି ଉତ୍ସବ ଅବସରରେ ଅରୁନ୍ଧତୀ ଜୁଏଲର୍ସ ତରଫରୁ ଗ୍ରାହକମାନଙ୍କ ପାଇଁ ଅନେକ ଆକର୍ଷଣୀୟ ଓ ଅବିଶ୍ଵାସନୀୟ ଅଫର ମଧ୍ୟ ଘୋଷଣା କରାଯାଇଛି l

ଏଥିରେ ସୁନା ଗହଣାର ଗଢା ମଜୁରୀ ଉପରେ ଫ୍ଲାଟ୍ ୫୦% ରିହାତି ମିଳୁଥିବା ବେଳେ ହୀରା ଗହଣାର ମୂଲ୍ୟ ଉପରେ ଫ୍ଲାଟ୍ ୨୫% ରିହାତି ଭଳି ସର୍ବଶ୍ରେଷ୍ଠ ଅଫର ପ୍ରଦାନ କରାଯାଉଛି l ଡାଇମଣ୍ଡ ନୋଜ୍ ପିନ୍ କଲେକ୍ସନ ମାତ୍ର ୫,୯୯୯ ଟଙ୍କାରୁ ଆରମ୍ଭ ହେଉଥିବା ବେଳେ ଏହାର ହୀରା ମୂଲ୍ୟ ଉପରେ ମଧ୍ୟ ଫ୍ଲାଟ୍ ୧୦% ରିହାତି ଉପଲବ୍ଧ l

ସେହିପରି ଆକର୍ଷଣୀୟ ଡାଇମଣ୍ଡ ନେଵେସ୍ କଲେକ୍ସନର ପ୍ରାରମ୍ଭିକ ମୂଲ୍ୟ ମାତ୍ର ୧.୪୯ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ, ବିଭିନ୍ନ ସୁନ୍ଦର ସୁନ୍ଦର କାନଫୁଲ ଓ ମୁଦି ମଧ୍ୟ ମାତ୍ର ୩୦,୦୦୦ ଟଙ୍କାରୁ ଆରମ୍ଭ ହେଉଛି l

ଅରୁନ୍ଧତୀର ଅନ୍ୟାନ୍ୟ ଜୁଏଲାରୀ କଲେକ୍ସନ ପରି ସର୍ବୋତ୍ତମ କାରିଗରୀରେ ତିଆରି ଏହି “ଅଭ୍ନିକା” କଲେକ୍ସନ ଅରୁନ୍ଧତୀ ଜୁଏଲର୍ସର ସମସ୍ତ ୧୦ଟି ଶାଖାରେ ଉପଲବ୍ଧ ହେବ, ଯେଉଁଠାରେ ଗ୍ରାହକମାନେ ନିଜ ମନପସନ୍ଦର ଗହଣା କିଣିବା ସହ ଏହି ସର୍ବଶ୍ରେଷ୍ଠ ଅଫରର ସୁଯୋଗ ପାଇ ପାରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version