• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋଷାଣୀ ବ୍ଲକ ଲାବାନ୍ୟଗଡ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ବାଲ୍ୟ ବିବାହ ନିରୋଧକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ ଅନଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 8, 2026
in ଓଡ଼ିଶା, ଗଜପତି, ହୋମ୍
0
ଗୋଷାଣୀ ବ୍ଲକ ଲାବାନ୍ୟଗଡ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ବାଲ୍ୟ ବିବାହ ନିରୋଧକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ ଅନଷ୍ଠିତ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନାଲସା ଜାଗୃତି ଯୋଜନା ଏବଂ ନାଲସା ଆଶା ଯୋଜନା ଅନୁଯାୟୀ ବାଲ୍ୟ ବିବାହ ନିରୋଧ ପାଇଁ ଆଇନରେ ରହିଥିବା ବିଭିନ୍ନ ଦିଗ ବିଷୟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆଜି ଘଟିକା ସମୟରେ ଗଜପତି ଜିଲ୍ଲା ଅନ୍ତର୍ଗତ ଗୋସାଣି ବ୍ଲକର ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ ହଲରେ ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିମଳ ରାଉଳଙ୍କ ଅଧ୍ୟକ୍ଷତାରେ ତଥା ପାରଳାଖେମୁଣ୍ଡିସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ଜଷ୍ଟିସ କର୍ଣ୍ଣର ଚାରିଟେବଲ ଟ୍ରଷ୍ଟଙ୍କ ସହଯୋଗରେ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଅଦାଲତର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରୋସେକ୍ୟୁଟର ରାଜେଶ କୁମାର ମିଶ୍ର, କିଶୋର ନ୍ୟାୟ ବୋର୍ଡର ସଦସ୍ୟ ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ ନାୟକ, ଗାରାବନ୍ଧ ଥାନାର ସବ ଇନ୍ସପେକ୍ଟର କୁମାରୀ ଅମ୍ବିକା ବେନିଆ, ଗୋସାଣି ବ୍ଲକର ଆଇ.ସି.ଡି.ଏସ. ସୁପରଭାଇଜର, ଶ୍ରୀମତୀ ତପସ୍ୱିନୀ ଜେନା ତଥା ପାରଳାଖେମୁଣ୍ଡି ସ୍ଥିତ ଜଷ୍ଟିସ କର୍ଣ୍ଣର ଚାରିଟେବଲ ଟ୍ରଷ୍ଟର ସମାଜସେବୀ ଜଗନ୍ନାଥ ଚୌଧୁରୀ ପ୍ରମୁଖ ଉପସ୍ଥିତ ରହି ଶିଶୁ ସୁରକ୍ଷା ନେଇ ରହିଥିବା ଆଇନର ବିଭିନ୍ନ ଦିଗ ବିଷୟରେ ତର୍ଜମା କରିବା ସହ,

ଜାତୀୟ ଆଇନ ସେବା କର୍ତ୍ତୃପକ୍ଷ (ନାଲସା)ଙ୍କ ଆଇନ ସଚେତନତା ଯୋଜନାଗୁଡ଼ିକ ବିଷୟରେ ସାଧାରଣ ଜନତାଙ୍କୁ ସଚେତନ କରିଥିଲେ। ବିଶେଷକରି ବାଲ୍ୟ ବିବାହ ନିରୋଧ ଏବଂ ଦୁର୍ବଳ ବର୍ଗର ଲୋକମାନଙ୍କ ପାଇଁ ନ୍ୟାୟ ପ୍ରାପ୍ତି ସମ୍ପର୍କରେ ଆଜିର ଏହି କାର୍ଯ୍ୟକ୍ରମରେ ବିଶେଷ ଭାବେ ଚର୍ଚ୍ଚା କରାଯାଇଥିଲା । ସେହିପରି ଉପସ୍ଥିତ ଅତିଥିମାନେ ନାରୀମାନଙ୍କ ପାଇଁ

ରହିଥିବା ସରକାରୀ ଯୋଜନାଗୁଡିକୁ ନେଇ ସମସ୍ତଙ୍କୁ ଅବଗତ କରେଇବା ସହ ସାଇବର ଅପରାଧ ତଥା ପ୍ଲାଷ୍ଟିକ ବ୍ୟବହାରର ଅପକାର ବିଷୟରେ ସମସ୍ତଙ୍କୁ ଅବଗତ କରେଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଲବଣ୍ୟଗଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ ବିରଞ୍ଚି କୁମାର ଦଳପତି, ଗାରାବନ୍ଧ ଥାନାର କର୍ମଚାରୀ ତଥା ଜିଲ୍ଲା ନ୍ୟାୟାଳୟର କର୍ମଚାରୀ ସାହାଯ୍ୟ ସହଯୋଗର ଯଥାର୍ଥ ହାଥ ବଢାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version