• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ପୂର୍ଣ୍ଣତା ଅଭିଯାନ ର ଉଦଘାଟନ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 8, 2026
in ଓଡ଼ିଶା, ଗଜପତି, ହୋମ୍
0
ସମ୍ପୂର୍ଣ୍ଣତା ଅଭିଯାନ ର ଉଦଘାଟନ ଅନୁଷ୍ଠିତ
Share on FacebookShare on TwitterWhatsapp

ଗଜପତି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ଗଜପତି ଜିଲ୍ଲା ରା.ଉଦୟଗିରି ବ୍ଳକ ସ୍ଥିତ କଲ୍ୟାଣୀ ମଣ୍ଡପ ଠାରେ ସମ୍ପୂର୍ଣ୍ଣତା ଅଭିଯାନ ର ଉଦଘାଟନ ସମାରୋହ ଅନୁଷ୍ଠିତ ହେଇଥିଲା । ଏଥିରେ ମୋହନାର ମାନ୍ୟବର ବିଧାୟକ ଶ୍ରୀ ଦାସରଥୀ ଗମାଙ୍ଗଙ୍କ ଉପସ୍ଥିତି ରେ ଅନୁଷ୍ଠିତ ହୋଇଯାଇଛି।

ଆକାଂକ୍ଷା ବ୍ଳକ କାର୍ଯ୍ୟକ୍ରମ ଅଧୀନରେ ଆରମ୍ଭ ହୋଇଥିବା ଉକ୍ତ ଅଭିଯାନ ୨୮ ଜାନୁଆରୀ ଠାରୁ ଆରମ୍ଭ ହୋଇ ଏପ୍ରିଲ ୧୪ ଯାଏଁ ଚାଲୁ ରହିବ । ନିତି ଆୟୋଗ ଦ୍ଵାରା ଚାଲୁଥିବା ଉକ୍ତ ଅଭିଯାନରେ ପୋଷଣ,

ଶିକ୍ଷା ଏବଂ ପଶୁ ସଂପଦ ବିଭାଗର ବିଭିନ୍ନ ସୂଚକାଙ୍କ ଗୁଡ଼ିକ ସମ୍ପୁର୍ଣ୍ଣ ଭାବେ କାର୍ଯ୍ୟକାରୀ କରିବା ଉକ୍ତ ଅଭିଯାନର ମୂଳ ଲକ୍ଷ୍ୟ l ଏହି ପରିପ୍ରେକ୍ଷୀରେ ମାନ୍ୟବର ବିଧାୟକ ଜାତି, ବର୍ଣ୍ଣ ଓ ଧର୍ମ ନିର୍ବିଶେଷରେ ସମସ୍ତେ ମିଳିମିଶି କାର୍ଯ୍ୟ କରିବା ପାଇଁ ଉଦବୋଧନ ଦେଇଥିଲେ । ବ୍ଳକ ଅଧ୍ୟକ୍ଷ ଲକ୍ଷ୍ମୀ ନାରାୟଣ ଶବର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲରିମନ ଖର୍ସେଲ,

ତହସିଲଦାର ସ୍କୃତି ରଞ୍ଜନ ମହାପାତ୍ର, ସିଡ଼ିପିଓ ଲଳିତା ପୂଜାରୀ ଓ ଡାକ୍ତର ନମିତା ପଣ୍ଡା,ଯୋଜନା ବିଭାଗର ଉପ ନିର୍ଦ୍ଦେଶକ ପ୍ରକାଶ ଚନ୍ଦ୍ର ରାଉତ ଓ ଜିଲ୍ଲା ପରିଷଦର ଦେବେନ୍ଦ୍ର କର ପ୍ରମୁଖ ଏହି ଅବସରରେ ମଞ୍ଚାସୀନ ହୋଇ ସରକାର ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ଉକ୍ତ ସମାରୋହରେ ସମସ୍ତ ବ୍ଳକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version