• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗ୍ଲୋବାଲ ୱେଷ୍ଟର୍ଣ୍ଣ ଓଡ଼ିଶା ର ଇ – ନୂଆଖାଇ ରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
September 23, 2020
in Uncategorized
0
ଗ୍ଲୋବାଲ  ୱେଷ୍ଟର୍ଣ୍ଣ ଓଡ଼ିଶା ର ଇ – ନୂଆଖାଇ ରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ସେପ୍ଟେମ୍ବର,ବୁଧବାର)  ନୂଆଦିଲ୍ଲୀ :- ଗ୍ଲୋବାଲ ୱେଷ୍ଟର୍ଣ୍ଣ ଓଡ଼ିଶା ଦ୍ୱାରା ପ୍ରଥମ ଥର ପାଇଁ ଆୟୋଜିତ ଆନ୍ତର୍ଜାତିକ ଇ – ନୂଆଖାଇ ମହୋତ୍ସବ ଅବସରରେ ରଙ୍ଗାରଙ୍ଗ ଓ ରସାଦାର ସାଂସ୍କୃତିକ କାର୍ଯ୍ୟକ୍ରମ ର ଝଲକ ଦେଖିବାକୁ ମିଳିଥିଲା ।  “ନୂଆଖାଇ ଭେଟଘାଟ – ୨୦୨୦” ଶୀର୍ଷକ ଏହି ଇଣ୍ଟରନେଟ ସମାରୋହ ରେ ଆନ୍ତର୍ଜାତିକ ଖ୍ୟାତି ସଂପନ୍ନ ସୁନାମ ଧନ୍ୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ ଆନିମେସନ ଜରିଆରେ ତାଙ୍କର ଅପୂର୍ବ କଳାଚାତୁର୍ଯ୍ୟ ପ୍ରଦର୍ଶନ କରି ଉପସ୍ଥିତ ଦର୍ଶକ ବୃନ୍ଦଙ୍କୁ ଚମତ୍କୃତ କରି ଦେଇଥିଲେ ।  ଅନଲାଇନ ସାଂସ୍କୃତିକ ଅଧିବେଶନ ର ଅନ୍ୟାନ୍ୟ ବିଶେଷ ଆକର୍ଷଣ ମଧ୍ୟରେ ପ୍ରଭାସ ପତି, ସୋନାଲିକା ମିଶ୍ର, ଅର୍ଚ୍ଚନା ପାଢ଼ୀ, ଶାଶ୍ୱତ ତ୍ରିପାଠୀ, ସଞ୍ଜନା ମେହର, ନୀଳାଞ୍ଚଳ ପାନ, ପ୍ରଜ୍ୱଳ ଷଡ଼ଙ୍ଗୀ, ସୁମି ପୁଜାହାରୀ, କାବେରୀ

ପ୍ରିୟଦର୍ଶିନୀ, ପଦ୍ମିନୀ ପାଣିଗ୍ରାହୀ, ସୁବ୍ରତ ସାହୂ, ସୁଶ୍ରୀ ରଶ୍ମି, ଅଭିଜୀତ ପାଢ଼ୀ ଓ ଜୟପ୍ରକାଶ ପୁଜାହାରୀ ପ୍ରମୁଖଙ୍କର ମନଲୋଭା ସଙ୍ଗୀତ ପରିବେଷଣ, ପୀତମ ମିଶ୍ର ଓ ସାଥୀ , ସ୍ୱପ୍ନା ମେହର ଓ ଟିମ୍ ଙ୍କର ଅର୍କେଷ୍ଟ୍ରା ମେଲୋଡି ପ୍ରସ୍ତୁତି , କଳାଜୀବି ବରଗଡ଼,ଯାଇପାଟଣା ର ରିଦିମ ଟିମ୍, ଜାୟା ଯୋଶୀ, ଆଭାରାଣୀ ସାହୁ, ଅଦ୍ଭୁତ ଶିଶୁ ଶ୍ରୀନିକାଙ୍କ ଦ୍ୱାରା ମନୋରଞ୍ଜକ ଓ ମନମୁଗ୍ଧକର ନୃତ୍ୟ ପ୍ରଦର୍ଶନ ଆଦି ଅନ୍ତର୍ଭୁକ୍ତ ଥିଲା । ସମଗ୍ର ଆୟୋଜନ ଗ୍ଲୋଓ ର ସଭାପତି ଆଶୁତୋଷ ଦାସ, ସାଧାରଣ ସମ୍ପାଦକ ସତ୍ୟେନ୍ଦ୍ର ନାଥ ପଣ୍ଡା, ଆନ୍ତର୍ଜାତିକ ଉପଦେଷ୍ଟା ପ୍ରିତୀଶ ଦାଶ, ସନ୍ତୋଷ ମିଶ୍ର ଓ ବରିଷ୍ଠ ସଦସ୍ୟ ଗଜେନ୍ଦ୍ର ସାହୁ ପ୍ରମୁଖ ଙ୍କର ସକ୍ରିୟ ତଥା ସୁଦକ୍ଷ ତତ୍ୱାବଧାନରେ ସମ୍ପନ୍ନ ହୋଇଥିଲା । 

ଜାଗୃତି ରଥଙ୍କ ଦ୍ୱାରା ଡିଜିଟାଲ ମଞ୍ଚ ରେ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକର ସୁନ୍ଦର, ସାବଲୀଳ ଓ ସୁଚାରୁ ରୂପେ ଉପସ୍ଥାପନା, ଦର୍ଶକ ମାନଂକ ଦ୍ୱାରା ବେଶ ଆଦୃତ ହୋଇଥିଲା ।  ଚେନ୍ନାଇ ରୁ ସିଦ୍ଧାର୍ଥ ବାବୁ କଣ୍ଟ୍ରୋଲ ରୁମକୁ ଦକ୍ଷତା ର ସହିତ ନିୟନ୍ତ୍ରଣ କରିଥିଲେ ।  ୱେବ ଉତ୍ସବ କୁ ପରିଚାଳନା କରିବାରେ ଗ୍ଲୋଓ ର ଉପସଭାପତି ମୋହିତ ମିଶ୍ର, ସଂଜୀବ ନନ୍ଦ , ଯୁଗ୍ମ ସମ୍ପାଦକ ସୀମିତା ଷଡ଼ଙ୍ଗୀ, ଅଜିତ ପତି, କୋଷାଧ୍ୟକ୍ଷ ରମାକାନ୍ତ ସାହୁ କାର୍ଯ୍ୟକାରୀ କମିଟି ସଦସ୍ୟ ମମତା ପ୍ରଧାନ ନାୟକ, ରଜନୀ ଭରଦ୍ୱାଜ, ରଜତ ରାଜ ପାଣିଗ୍ରାହୀ ଏବଂ ସୂର୍ଯ୍ୟ ବେହେରା ପ୍ରମୁଖ ସହଯୋଗ କରିଥିଲେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version