• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରୟାସ ବିଦ୍ୟାମନ୍ଦିରର ୬ଷ୍ଠରୁ ୮ମ ଶ୍ରେଣୀ ଲାଗି ପ୍ରବେଶିକା ପରୀକ୍ଷା ଭାଗନେଲେ ୧୩ଶହରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ; ୧୪ରେ ପ୍ରକାଶ ପାଇବ ଫଳାଫଳ

Proprietor Abhimanyu Maharana by Proprietor Abhimanyu Maharana
February 9, 2026
in ଓଡ଼ିଶା, ଯାଜପୁର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପ୍ରୟାସ ବିଦ୍ୟାମନ୍ଦିରର ୬ଷ୍ଠରୁ ୮ମ ଶ୍ରେଣୀ ଲାଗି ପ୍ରବେଶିକା ପରୀକ୍ଷା ଭାଗନେଲେ ୧୩ଶହରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ; ୧୪ରେ ପ୍ରକାଶ ପାଇବ ଫଳାଫଳ
Share on FacebookShare on TwitterWhatsapp

କୋରାଇ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ଯାଜପୁର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପରିଚିତ କୋରାଇ ବ୍ଲକ ତଣ୍ଡରା ସ୍ଥିତ ‘ପ୍ରୟାସ ବିଦ୍ୟାମନ୍ଦିର’ର ୬ଷ୍ଠ, ୭ମ ଓ ୮ମ ଶ୍ରେଣୀ ପାଇଁ ଆଜି ପ୍ରବେଶିକା ପରୀକ୍ଷା ହୋଇଥିଲା । ଏଥିରେ ରାଜ୍ୟର ବାଲେଶ୍ଵର, ଭଦ୍ରକ,

କେନ୍ଦ୍ରାପଡା, ଜଗସିଂହପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର ଓ ଯାଜପୁର ସମେତ ରାଜ୍ୟର ଅଧିକାଂଶ ଜିଲାରୁ ୧୩ଶହରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଯୋଗଦେବା ଏକ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି ।

ଯାଜପୁର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପରିଚିତ ପ୍ରୟାସ କ୍ଲାସେସ୍ ଡାକ୍ତରୀ ଛାତ୍ରଛାତ୍ରୀ ସୃଷ୍ଟିକରିବାରେ ରାଜ୍ୟର ଏକ ପ୍ରମୁଖ ‘ଶିକ୍ଷାହବ’ ପାଲୋଟିଛି । ଏଥିସହ ସିଏଚସି ଓ ସିବିଏସଇ ଏକାଦଶରେ ପଢିବାଲାଗି ଛାତ୍ରଛାତ୍ରୀଙ୍କ ପ୍ରଥମ ପସନ୍ଦ ପାଲୋଟିଥ‌ିବା ପ୍ରୟାସ ଏବେ ପ୍ରାଥମିକ ଶିକ୍ଷାରେ ପ୍ରମୁଖ ଭୂମିକା ଗ୍ରହଣ କରି ପ୍ରୟାସ ବିଦ୍ୟାମନ୍ଦିର ଭାବେ ୬ଷ୍ଠରୁ ଦ୍ଵାଦଶ ଶ୍ରେଣୀଯାଏ ଚାଲୁଛି ।

ଆଜି ୬ଷ୍ଠ ଶ୍ରେଣୀ ଲାଗି ପ୍ରବେଶିକା ପରୀକ୍ଷା ହୋଇଥିଲା ବେଳେ ଏଥି ସହିତ ୭ମ ଓ ୮ମ କ୍ଲାସର ବର୍ଦ୍ଧିତ ସିଟ୍ ଲାଗି ମଧ୍ୟ ପ୍ରବେଶିକା ପରୀକ୍ଷା ହୋଇଥିଲା । ବୌଦ୍ଧିକ ବିକାଶ ଓ ଗୁଣାତ୍ମକ ଶିକ୍ଷା ଦେବାଲାଗି ସର୍ବଦା ଉଦ୍ୟମ ରଖୁଥ‌ିବା ପ୍ରୟାସରେ ଆସନ୍ତା ଶିକ୍ଷାବର୍ଷ ଲାଗି ୬ଷ୍ଠ ସମେତ ୭ମ ଓ ୮ମ ଶ୍ରେଣୀ ପାଇଁ ନାମଲେଖା ନିମନ୍ତେ ପଞ୍ଜୀକୃତ ଅନୁଯାୟୀ ଆଜି ପ୍ରବେଶିକା ପରୀକ୍ଷା ହୋଇଥିଲା ।

ତଣ୍ଡରା ସ୍ଥିତ ପ୍ରୟାସ ବିଦ୍ୟାମନ୍ଦିର ପ୍ରବେଶିକା ପରୀକ୍ଷା କେନ୍ଦ୍ରରେ ୬ଷ୍ଠରେ ୫୨୭, ୭ମରେ ୩୪୩ ଓ ୮ମ ଲାଗି ୪୩୧କୁ ମିଶାଇ ରାଜ୍ୟର ବିଭିନ୍ନ ଜିଲାରୁ ମୋଟ ୧୩୦୧ ଜଣ ଛାତ୍ରଛାତ୍ରୀ ଆଜି ପ୍ରବେଶିକା ପରୀକ୍ଷା ଦେଇଛନ୍ତି । ଏହି ପ୍ରବେଶିକା ପରୀକ୍ଷାର ଫଳ ଆସନ୍ତା ୧୪ ତାରିଖ ଶନିବାର ବାହାରିବା ପରେ କୃତୀ ଛାତ୍ରଛାତ୍ରୀ ନାମ ଲେଖାଇ ପାରିବେ ବୋଲି ପ୍ରୟାସ ପକ୍ଷରୁ କୁହାଯାଇଛି ।

ସେମାନେ ଭବିଷ୍ୟତରେ ନିଟ୍, ଜେଇ ଓ ସିଭିଲ ସର୍ଭିସ ଭଳି ଶିକ୍ଷାଲାଭ କରିବାକୁ ଜୀବନରେ ରଖିଥ‌ିବା ଲକ୍ଷକୁ ଆଧାରକରି ଅଭିଜ୍ଞ ତଥା ଦକ୍ଷ ଶିକ୍ଷକ ମାନଙ୍କ ଦ୍ବାରା ଶିକ୍ଷାପ୍ରଦାନ କରାଯାଇ ଶତପ୍ରତିଶତ ସଫଳତା କରାଇବାର ପ୍ରୟାସ କରାଯିବ ବୋଲି ଅନୁଷ୍ଠାନର ଚେୟାରମ୍ୟାନ ନିହାର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।

ଆଜି ଅନୁଷ୍ଠିତ ପରୀକ୍ଷା ଚେୟାରମ୍ୟାନ୍ ନିହାର ରଞ୍ଜନ ଦାସଙ୍କ ତତ୍ବାବଧନାରେ ଅଧ୍ୟକ୍ଷ ଅଭୟ କୁମାର ରଥଙ୍କ ପରିଚାଳନାରେ ଅନୁଷ୍ଠାନର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version