• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନଗଣନା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 11, 2026
in ଓଡ଼ିଶା, ପୁରୀ, ହୋମ୍
0
ଜନଗଣନା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଜନଗଣନା ପ୍ରତି ୧୦ ବର୍ଷ ରେ ଅନୁଷ୍ଠିତ ହୋଇଥାଏ।ତେବେ ୨୦୨୧ କରୋନା ପାଇଁ ଏହା ପ୍ରଭାବିତ ହୋଇ ବନ୍ଦ ରହିଥିଲା।ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୨୭ ମସିହା କୁ ଯୋଗ୍ୟତା ବର୍ଷ ଭାବେ ଧରାଯାଇ ତାହାର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ । ଆଜି ପୂର୍ବାହ୍ନରେ ଜନଗଣନା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା ।

ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭୋଇ ଏହି ଜାତୀୟ କାର୍ଯ୍ୟକ୍ରମ ରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ଜନଗଣନା ର ଆବଶ୍ୟକତା, ନାଗରିକ ଓ ଗଣନାକାରୀ ଙ୍କ ଦାୟିତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ।ବିସ୍ତୃତ ସୂଚନା ଦେଇ ରାଜ୍ୟ ଜନଗଣନା କାର୍ଯ୍ୟାଳୟ ର ଯୁଗ୍ମ ନିର୍ଦ୍ଦେଶକ ହାରାଧନ କର୍ମୀ ଅଧିକାରୀ ଓ କର୍ମଚାରୀ ମାନଙ୍କ ନିଯୁକ୍ତି, ଜନଗଣନା ସମ୍ପର୍କରେ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ସୂଚନା ,

ମାଷ୍ଟର ଟ୍ରେନର, ଫିଲ୍ଡ ଟ୍ରେନର ଏନୁମେରେଟର,ସୁପରଭାଇଜର ମାନଙ୍କୁ ପ୍ରଶିକ୍ଷଣ,ଗୃହ ସର୍ଭେ, ଜୋନ ଅନୁସାରେ ଗଣନାକାରୀ ଙ୍କୁ ଦାୟିତ୍ୱ ଇତ୍ୟାଦି ସମ୍ପର୍କରେ ଆଲୋଚନା କରିଥିଲେ। ଦୁଇ ପର୍ଯ୍ୟାୟରେ ଏହି ଗଣନା ହେବ।୨୦୨୬ ଅପ୍ରେଲ ୧୬ ରୁ ୧୫ ମେ ୨୦୨୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଓ ୨୦୨୭ ଫେବୃଆରୀ ୯ ରୁ ୨୮ ପର୍ଯ୍ୟନ୍ତ ଗଣନା କାର୍ଯ୍ୟ ଚାଲିବ ବୋଲି ସେ କହିଥିଲେ। ଏଥି ସହ ସ୍ବ-ଗଣନା ପୋର୍ଟାଲ ମାଧ୍ୟମ ରେ ନିଜେ ନିଜର ତଥ୍ୟ ପ୍ରଦାନ କରିବା ର ସୁବିଧା ଗୃହ ଗଣନା ପୂର୍ବରୁ ଅର୍ଥାତ ୧ ଏପ୍ରିଲ ରୁ ୧୫ ଏପ୍ରିଲ ୨୦୨୬ ମଧ୍ୟ୍ୟରେ ଦାଖଲ କରିପାରିବେ l

ସଠିକ ଜନସଂଖ୍ୟା ଗଣନା ବିଭିନ୍ନ ଆକଳନରୁ ଦ୍ୱନ୍ଦ୍ୱ ଦୂର କରି ଜନସଂଖ୍ୟାର ଏକ ନିର୍ଣ୍ଣାୟକ, ସରକାରୀ ଗଣନା ପାଇବା,ବୟସ, ଲିଙ୍ଗ, ଶିକ୍ଷା, ସାକ୍ଷରତା, ଧର୍ମ, ଭାଷା ଏବଂ ବୈବାହିକ ସ୍ଥିତି ସମେତ ଜନସଂଖ୍ୟା ଗଠନ ଉପରେ ତଥ୍ୟ ସଂଗ୍ରହ, ବିଶ୍ଳେଷଣ ଏବଂ ପ୍ରକାଶନ କରିବା ସମ୍ପର୍କରେ ଏହି ଗଣନା ସହାୟତା କରିଥାଏ । ଶ୍ରମଶକ୍ତି, ନିଯୁକ୍ତି ଏବଂ ଗଠନ ଏବଂ ବୈଶିଷ୍ଟ୍ୟ ମାପ କରିବା, ଗୃହ ନିର୍ମାଣ ଅବସ୍ଥା, ସୁବିଧାର ଉପଲବ୍ଧତା ମୂଲ୍ୟାଙ୍କନ କରିବା ଏବଂ ସ୍କୁଲ, ହସ୍ପିଟାଲ ଏବଂ ପରିବହନ ଭଳି ସାମାଜିକ ଭିତ୍ତିଭୂମି ଚିହ୍ନଟ କରିବାରେ ସହାୟତା କରିବା ଏବଂ ନିର୍ବାଚନ ସୀମା ପୁନଃନିର୍ମାଣ କରିବା ପାଇଁ ତଥ୍ୟ ପ୍ରଦାନ କରିବା,

ସରକାର, ଏନଜିଓ ଏବଂ ବ୍ୟବସାୟଗୁଡ଼ିକୁ ନୀତି ଏବଂ କାର୍ଯ୍ୟକ୍ରମ ଯୋଜନା, ତଦାରଖ ଏବଂ ମୂଲ୍ୟାଙ୍କନ କରିବାକୁ ସକ୍ଷମ କରିବା,ସମୟ ସହିତ ଜନସଂଖ୍ୟାରେ ପରିବର୍ତ୍ତନ, ଯେପରିକି ସହରୀକରଣ ଏବଂ ପ୍ରବାସ ଢାଞ୍ଚା ବିଶ୍ଳେଷଣ କରିବା ସମ୍ପର୍କରେ ସେ ଆଲୋଚନା କରିଥିଲେ। ଏହି ବୈଠକରେ ଊପ ଜିଲ୍ଲାପାଳ ରାଜକିଶୋର ଜେନା,

ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜନଗଣନା ର ସହକାରୀ ନିର୍ଦ୍ଦେଶକ ତଥା ନୋଡାଲ ଅଫିସର ଚନ୍ଦ୍ର ମୋହନ ମହାନ୍ତ, ପରିସଂଖ୍ୟାନ ଅନୁଧ୍ୟାନକାରୀ ବିଜୟ କୁମାର ସାହୁ, ଜିଲ୍ଲାର ସମସ୍ତ ତହସିଲଦାର ତଥା ଚାର୍ଜ ଅଫିସର, ଅତିରିକ୍ତ ତହସିଲଦାର ତଥା ଅତିରିକ୍ତ ଚାର୍ଜ ଅଫିସର, ସହକାରୀ ଜିଲ୍ଲାପାଳ ଦିବ୍ୟାଜ୍ୟୋତି ଜେନା ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରିୟଙ୍କା ରାୟ ଙ୍କ ସହ ବ୍ଲକର କର୍ମଚାରୀ ମାନେ ଯୋଗଦେଇ – ଯୋଗ ଅଭ୍ୟାସ

ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରିୟଙ୍କା ରାୟ ଙ୍କ ସହ ବ୍ଲକର କର୍ମଚାରୀ ମାନେ ଯୋଗଦେଇ – ଯୋଗ ଅଭ୍ୟାସ

June 21, 2026
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରିୟଙ୍କା ରାୟ ଙ୍କ ସହ ବ୍ଲକର କର୍ମଚାରୀ ମାନେ ଯୋଗଦେଇ – ଯୋଗ ଅଭ୍ୟାସ

ସହକାରୀ ନିର୍ବାହୀଯନ୍ତ୍ରୀ ପ୍ରିୟଙ୍କା ରାୟ ଙ୍କ ସହ ବ୍ଲକର କର୍ମଚାରୀ ମାନେ ଯୋଗଦେଇ – ଯୋଗ ଅଭ୍ୟାସ

June 21, 2026
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version