ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତୃତୀୟ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ବିଦ୍ୟାଳୟ ର ପରିଚାଳନା କମିଟି ର ସଭାପତି ସୁମ୍ବିରା ମଲିକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ରୁତୁଙ୍ଗିଆ ଗିରିଜନ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ସାମଲ,















