• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୨୦୦୯ମସିହା ମାଟ୍ରିକ ବ୍ୟାଚର ବନ୍ଧୁମିଳ

Proprietor Abhimanyu Maharana by Proprietor Abhimanyu Maharana
February 11, 2026
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
୨୦୦୯ମସିହା ମାଟ୍ରିକ ବ୍ୟାଚର ବନ୍ଧୁମିଳ
Share on FacebookShare on TwitterWhatsapp

ବୋଲଗଡ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବୋଲଗଡ ଶିକ୍ଷା ବ୍ଲକ ଅନ୍ତର୍ଗତ ଟାଙ୍ଗୀସାହି ସ୍ଥିତ ରଘୁନାଥ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ଜନ୍ମେଜୟ ମାଝୀଙ୍କ ଆବାହକତ୍ୱରେ ୨୦୦୯ ମସିହା ମାଟ୍ରିକ ବ୍ୟାଚର ବନ୍ଧୁମିଳନ ରବିବାର ଦିନ ପଞ୍ଚୁକୋଟ ସ୍ଥିତ ମା’ ରାମଚଣ୍ଡୀ ଶକ୍ତି ପୀଠ ଯାତ୍ରାପଡ଼ିଆ ପରିସରରେ ଅନୁଷ୍ଠିତ ହୋଇଯାଇଅଛି I ଏହି ବନ୍ଧୁମିଳ କାର୍ଯ୍ୟକ୍ରମର ପ୍ରାରମ୍ଭରେ ସ୍ବର୍ଗତ ପୁରାତନ ଛାତ୍ର ଛାତ୍ରୀମାନଙ୍କର ଅମର ଆତ୍ମାର ସଦ୍ଗତି ନିମନ୍ତେ ସମସ୍ତେ ୨ମିନିଟ ନିରବ ପ୍ରାର୍ଥନା କରିଥିଲେ I

ଏହି ବନ୍ଧୁମିଳନ ଉତ୍ସବରେ ପୁରାତନ ଛାତ୍ର ଛାତ୍ରୀ ଓ ସେମାନଙ୍କର ପରିବାର ବର୍ଗ ଯୋଗଦେଇ ପରସ୍ପର ମଧ୍ୟରେ ଭାବର ଆଦାନ ପ୍ରଦାନ କରି ଅତୀତର ଅଭୁଲା ସ୍ମୃତିକୁ ମନେ ପକାଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରିଥିଲେ I ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ପୁରାତନ ଛାତ୍ର ଉମାକାନ୍ତ ବେହେରା,ପ୍ରକାଶ ଚନ୍ଦ୍ର ପ୍ରଧାନ ଓ ଜଗନ୍ନାଥ ନାୟକ ପ୍ରମୁଖ ସଂଯୋଜନା କରିଥିଲେ I

ସମସ୍ତ କାର୍ଯ୍ୟକ୍ରମକୁ କରୁଣାକର ବିଶ୍ୱାଳ,ସନ୍ତୋଷ କୁମାର ମାଝୀ,ସନ୍ତୋଷ ସାମନ୍ତରାୟ, ସନ୍ଦୀପ କୁମାର ମାନସିଂହ, ଗିରିଧାରୀ ସ୍ୱାଇଁ,ବାପି ସାମନ୍ତରାୟ, ପ୍ରଭାତ କୁମାର ପାଟ୍ଟଶାଣୀ,ସ୍ନେହଲତା ମାଝୀ,ଲିଜାମୟୀ ପ୍ରଧାନ ଜ୍ୟୋତି ପାଟ୍ଟଶାଣି,ସୌଦାମିନୀ ମାଝୀ,ନିରୁପମା ପ୍ରଧାନ ପ୍ରମୁଖ ସହଯୋଗ କରି ପରିଚାଳନା କରିଥିଲେ I ପରିଶେଷରେ ପ୍ରଦ୍ୟୁମ୍ନ କୁମାର ସୁବୁଦ୍ଧି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version