• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମହିଳା ମାନଙ୍କୁ ଭିଡିଓ ଭାଇରାଲ ଭୟ ଦେଖାଇ ଠକ ଯୁବକ ୫ ମୋବାଇଲ ଜବତ ଓ ୩୪ ସିମକାର୍ଡ ଜବତ

Proprietor Abhimanyu Maharana by Proprietor Abhimanyu Maharana
February 12, 2026
in ଅପରାଧ, ଓଡ଼ିଶା, ପୁରୀ, ହୋମ୍
0
ମହିଳା ମାନଙ୍କୁ ଭିଡିଓ ଭାଇରାଲ ଭୟ ଦେଖାଇ ଠକ ଯୁବକ ୫ ମୋବାଇଲ ଜବତ ଓ ୩୪ ସିମକାର୍ଡ ଜବତ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ମହିଳା ମାନଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିଦେବ ଓ ପୋଲିସ ଇନ୍ସପେକ୍ଟର ପରିଚୟ ଦେଇ ଅନଲାଇନ ଏକ୍ସପର୍ଟ ଠକକୁ ପୁରୀ ସାଇବର ଥାନା ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି । ଏହି ବ୍ଲାକମେଲ ଜଣକ ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ମୁଣ୍ଡାଣି ଗ୍ରାମର ପୂର୍ଣ୍ଣଚନ୍ଦ୍ର ଜେନାଙ୍କ ୪୫ ବର୍ଷୀୟ ପୁତ୍ର ମାନସ ରଞ୍ଜନ ଜେନା । ୨୦୨୩ ମସିହାରେ ପିପିଲି ର ଇତିଶ୍ରୀଙ୍କ ଠାରୁ ୧ ଲକ୍ଷ ୩୪ ହଜାର ଟଙ୍କା ଧମକାଇ ଫୋନ ପେ ମାଧ୍ୟମରେ ନେଇଯାଇଥିଲା । ନିଜକୁ ଜଣେ ପୁରୀର ଇନ୍ସପେକ୍ଟର ବୋଲି ପରିଚୟ ଦେଇଥିଲା ।

ଇତିଶ୍ରୀଙ୍କୁ ଧମକ ଦେଇଥିଲେ ଯେ ତୁମେ ଯଦି ୨ଲକ୍ଷ ୭୦ହଜାର ଟଙ୍କା ନଦେବ ତେବେ ତୁମର ଅଶ୍ଳୀଳ ଭିଡିଓ ଭାଇରାଲ କରିଦେବି । ଇତିଶ୍ରୀ ଭୟରେ ତାଙ୍କୁ ଫୋନ ପେ ଟ୍ରାନ୍ସଫର କରିଥିଲେ । ଘଟଣା ସେପ୍ଟେମ୍ବର ୫/୨୦୨୩ ମସିହାରେ ଘଟିଥିଲା । ସେହି ମାସ ସେପ୍ଟେମ୍ବର ୧୪ ତାରିଖରେ ଇତିଶ୍ରୀ ସାଇବର ଥାନାରେ ଅଭିଯୋଗ କରିଥିଲେ । ଏ ସମ୍ପର୍କରେ ସାଇବର ଥାନାରେ ୧୬/୨୩ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିଲା । ଏ ସମ୍ପର୍କରେ ପୋଲିସ କୁ କିଛି ସୁରାକ ମିଳିଥିଲା । ଯୁବକ ଜଣକ ମହିଳା ମାନଙ୍କୁ ଭୟ ଦେଖାଇ ଟଙ୍କା ଅନଲାଇନରେ ନେଇ ଯାଉଥିଲା ।

ପୂର୍ବରୁ ଜଣେ ମହିଳା ଏହି ଠକର ଶିକାର ହୋଇଥିଲେ । ତାକୁ ଭୟ ଦେଖାଇ ତା ନାମରେ ଏକ ବ୍ଯାଙ୍କ ଆକାଉଣ୍ଟ ଖୋଲିଥିଲା । ସେହି ବ୍ଯାଙ୍କ ଆକାଉଣ୍ଟକୁ ଇତିଶ୍ରୀଙ୍କ ଟଙ୍କା ଯାଇଥିଲା । ପୋଲିସ ସତର୍କତାର ସହ ତଦନ୍ତ କରି ଏହି ଠକ ଯୁବକକୁ ଧରିଥିଲେ । ଅଭିଯୁକ୍ତ ଠକ ଯୁବକଙ୍କ ଠାରୁ ୫ଟି ମୋବାଇଲ ଫୋନ, ୪ଟି ଏଟିଏମ କାର୍ଡ, ୧ଟି ବ୍ଯାଙ୍କ ପାସବୁକ, ୧ଟି ଚେକବୁକ୍ ଓ ୩୪ଟି ସିମକାର୍ଡ ପୋଲିସ ଜବତ କରିଛି । ଯୁବକ ଜଣକ ବି.ଟେକ୍ ପଢିଥିବାରୁ ଅନଲାଇନ ଠକେଇ କରିବା ଏକ୍ସପର୍ଟ ଥିଲା । ତା ନାମରେ ୭ ଟି ମାମଲା ରହିଛି । ବହୁଥର ମଧ୍ଯ ସେ ଜେଲ ଯାଇଛି ।

ତା ନାମରେ ବଲାଙ୍ଗୀର ସାଇବର ଥାନା, ଭୁବନେଶ୍ୱର ସାଇବର ଥାନା, ବାଲେଶ୍ବର ସାଇବର ଥାନାରେ ୩ଟି ମାମଲା ଓ ବ୍ରହ୍ମପୁର ସାଇବର ଥାନାରେ ୧ଟି ମାମଲା ଓ ଟମକା ଥାନାରେ ୧ଟି ମାମଲା ରହିଛି । ଯୁବକ ଜଣକ କେବଳ ମହିଳା ମାନଙ୍କୁ ଟାର୍ଗେଟ କରୁଥିଲା । ମହିଳା ମାନଙ୍କ ଅଶ୍ଳିଳ ଭିଡିଓ ନଥିଲେ ମଧ୍ଯ ସେ ଅଶ୍ଳୀଳ ଭିଡିଓ ଅଛି କହି ଧମକାଉ ଥିଲା । ପୋଲିସ ଇନ୍ସପେକ୍ଟର ବୋଲି କହୁଥିବା ବେଳେ ତାର କୌଣସି ପ୍ରମାଣ ପୋଲିସ ପାଇପାରି ନାହିଁ ବୋଲି ବୁଧବାର ଅପରାହ୍ନରେ ପୁରୀ ଏସପି ପ୍ରତୀକ ସିଂ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version