• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ୱାଧୀନ ଫେଡେରେସନ ସମୂହ ମାନଙ୍କ ୧୨ ଧର୍ମଘଟ ଡାକରା ସଫଳ

Proprietor Abhimanyu Maharana by Proprietor Abhimanyu Maharana
February 12, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସ୍ୱାଧୀନ ଫେଡେରେସନ ସମୂହ ମାନଙ୍କ ୧୨ ଧର୍ମଘଟ ଡାକରା ସଫଳ
Share on FacebookShare on TwitterWhatsapp

ସଫଳତା ପାଇଁ ରାଜ୍ୟ ବାସୀଙ୍କୁ କୃତଜ୍ଞତା ଜଣାଇଲା ଫରୱାର୍ଡ଼ ବ୍ଲକ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ୧୦ ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ଫେଡେରେସନ ମାନଙ୍କ ପକ୍ଷରୁ ଡାକରା ଦିଆଯାଇଥିବା ଦେଶବ୍ୟାପୀ ଧର୍ମଘଟ ଭୁବନେଶ୍ୱରରେ ସଂପୂର୍ଣ୍ଣ ଭାବରେ ପ୍ରଭାବ ପଡିଛି ବୋଲି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଆଇଏନଟିୟୁସି, ଏଆଇଟିୟୁସି, ଏଚ୍‌ଏମଏସ୍‌,ସିଆଇଟିୟୁ, ଏଆଇୟୁଟିୟୁସି, ଏଆଇସିସିଟିୟୁ, ଟିୟୁସିସି, ୟୁଟିୟୁସିୟୁ, ଏଲପିଏଫ, ସେୱା ଓ ବ୍ୟାଙ୍କ, ବୀମା, ରାଜ୍ୟ ଓ କେନ୍ଦ୍ରସରକାରୀ କର୍ମଚାରୀ ମାନଙ୍କର ସ୍ୱାଧୀନ ସଂଗଠନ ପକ୍ଷରୁ କୁହାଯାଇଛି ।

କେନ୍ଦ୍ର ସରକାରଙ୍କର ୪ଟି ଲେବର କୋର୍ଡ ପ୍ରତ୍ୟାହାର, ଶ୍ରମିକ କର୍ମଚାରୀମାନଙ୍କର ୧୪ ଦଫା ଦାବୀ, ମହାତ୍ମାଗାନ୍ଧୀ ଜାତୀୟ ନିଯୁକ୍ତି ଯୋଜନାର ପରିବର୍ତ୍ତନ, ବିଦ୍ୟୁତବିଲ୍ ୨୦୨୫, ବିହନ ବିଲ ୨୦୨୫, ଶାନ୍ତିବିଲ ୨୦୨୫, ପେନସନ ବିଲ ଓ ବୀମା ନିଯୁକ୍ତି, ୧୦୦ ପ୍ରତିଶତ ପ୍ରତ୍ୟେକ୍ଷ, ବିଦେଶୀ ପୁଞ୍ଜି ଲଗାଣ, ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ନିୟନ୍ତ୍ରଣ ଓ ଜିଏସ୍‌ଟି ଛାଡ, ସର୍ବନିମ୍ନ ମାସିକ ୨୬ ହଜାର ଟଙ୍କା ମଜୁରୀ, ପୁରୁଣା ପେନସନ୍ ସ୍କିମ୍ ପ୍ରଚଳନ ଓ ସର୍ବନିମ୍ନ ପେନସନ ମାସିକ ୯ ହଜାର ଟଙ୍କା ପ୍ରଭୃତି ଜନ ବିରୋଧି ନିତି ବିରୋଧରେ ସର୍ବଭାରତୀୟ ଧର୍ମଘଟରେ ହଜାର ହଜାର ଶ୍ରମିକ ସ୍ଲୋଗାନ ଦେଇ ରେଳଷ୍ଟେସନ,

ସିଟିବସଷ୍ଟାଣ୍ଡ, ବ୍ୟାଙ୍କ, ରିଜର୍ଭ ବ୍ୟାଙ୍କ, ଜାତୀୟ ରାଜପଥ, ଇନ୍ୟୁସରାନସ୍ କାର୍ଯ୍ୟାଳୟ ରାଜମହଲ ଛକ, ମାଷ୍ଟରକ୍ୟାଂଟିନ, ଏସବିଆଇ ଲୋକାଲ ହେଡ କାର୍ଯ୍ୟାଳୟ, ଶ୍ରମ କାର୍ଯ୍ୟାଳୟ, ବିଦ୍ୟୁତ କାର୍ଯ୍ୟାଳୟ, କଳ୍ପନା, ସାମନ୍ତରାପୁର, ଏୟାରପୋର୍ଟ ଛକ, ରସୁଲଗଡ, ନାଲ୍‌କୋ ମୁଖ୍ୟ କାର୍ଯ୍ୟାଳୟ, ମଂଚେଶ୍ୱର ୱାର୍କ ସଫ ସମ୍ମୁଖରେ ହରତାଳ କରାଯାଇଥିଲା । ଓଡ଼ିଶାରେ ଖୋର୍ଦ୍ଧା ଶିଳ୍ପାଂଚଳ, ରାଉରକେଲା, ପାରାଦ୍ୱିପ, ରାୟଗଡା, ଅନୁଗୁଳ, ସମ୍ବଲପୁର ୩୦ ଟି ଜିଲ୍ଲାରେ ପ୍ରାୟ ୧ କୋଟିରୁ ଅଧିକ ଶ୍ରମଜୀବୀ ଜନଗଣ ଏହି ଧର୍ମଘଟରେ ସାମିଲ ହୋଇଛନ୍ତି ବୋଲି ଜଣାପଡ଼ିଛି ।

ଦିନ ୧୨ ସମୟରେ ଏକ ବିରାଟ ପଟୁଆର ମାଷ୍ଟର କ୍ୟାଂଟିନ ଠାରୁ ବାହାର ରାଜମହଲ ଛକ ଦେଇ ଗାନ୍ଧୀମାର୍ଗଠାରେ ପହଂଚିଲା ପରେ ବିଭିନ୍ନ ଶ୍ରମିକ ନେତା ଓ କର୍ମୀଙ୍କୁ ପୁଲସ ଗିରଫ କରିଥିଲା । ସର୍ବଶ୍ରୀ କିଶୋର ଜେନା, ମହେନ୍ଦ୍ର ପରିଡା, ଜ୍ୟୋତିରଞ୍ଜନ ମହାପାତ୍ର, ବି.ଏନ୍ ମହାପାତ୍ର, ସୁର ଜେନା ପ୍ରମୁଖ ଶ୍ରମିକ ନେତାଙ୍କୁ ପୁଲସ ଗିରଫ କରିଥିବା ଜଣାପଡିଛି । ଏହାକୁ ବିିଭିନ୍ନ ଶ୍ରମିକ ସଂଗଠନ ମାନେ ନିନ୍ଦା କରିବା ସହିତ ତୁରନ୍ତ ଛାଡି ଦେବାକୁ ଦାବି କରିଛନ୍ତି ।

ଆଜିର ଏହି ଧର୍ମଘଟରେ ଆଇଏନ୍‌ଟିୟୁସିର ସଭାପତି ଡ. ରାମଚନ୍ଦ୍ର ଖୁଂଟିଆ, ଉପସଭାପତି ମଦନ ମୋହନ ଧଳ, ପ୍ରଶାନ୍ତ ମହାପାତ୍ର, ସଭାନେତ୍ରୀ ପ୍ରଣତି ମିଶ୍ର, ଏଆଇଟିୟୁସିର ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ଜେନା, ସୁର ଜେନା, ସିପିଆଇର ସମ୍ପାଦକ ପ୍ରଶାନ୍ତ ମିଶ୍ର, ଏଚଏମଏସର ସମ୍ପାଦକ ବି.ଏନ. ମହାପାତ୍ର, ମହମ୍ମଦ ମୁର୍ତୁଜା, ସିଆଇଟିୟୁର ସଭାପତି ଜନାର୍ଦ୍ଦନ ପତି, ସମ୍ପାଦକ ପ୍ରଦୀପ୍ତ ନାୟକ, ନାରୀନେତ୍ରୀ, ପୁଷ୍ପା ପଣ୍ଡା,

ଏଆଇୟୁଟିୟୁସିର ରାଜ୍ୟ ସାଧାରଣ ସମ୍ପାଦକ ଜୟସେନ ମେହେର, ଉପସଭାପତି ପୂର୍ଣ୍ଣଚନ୍ଦ୍ର ବେହେରା, ନିରଞ୍ଜନ ମହାନ୍ତି, ଏଆଇସିସିଟିୟୁର ସଭାପତି ରାଧାକାନ୍ତ ସେଠୀ, ସାଧାରଣ ସମ୍ପାଦକ ମହେନ୍ଦ୍ର ପରିଡା, ଉପସଭାପତି ବଂଶିଧର ପରିଡା ଓ ସମ୍ପାଦକ ମାନସ ରଞ୍ଜନ ପ୍ରଧାନ, ଟିୟୁସିସି ରାଜ୍ୟ ସଭାପତି ଜ୍ୟୋତି ରଞ୍ଜନ ମହାପାତ୍ର, ରାଜ୍ୟ ନେତା ଅମ୍ବିକା ପ୍ରସାଦ ପଣ୍ଡା, ମହିଳା ନେତ୍ରୀ ରଜନୀଗନ୍ଧl ବାରିକ, ଏଲପିଏଫର କାର୍ଯ୍ୟକାରୀ ସଭାପତି ମଧୁସୁଦନ ପ୍ରଧାନ, କାର୍ଯ୍ୟକାରୀ ସମ୍ପାଦକ ମୟାଧର ନାୟକ,

ଅନ୍ୟମାନଙ୍କ ମଧ୍ୟରେ ସିପିଆଇ(ଏମ-ଏଲ) ଲିବରେସନ ସମ୍ପାଦକ ଯୁଧିଷ୍ଟିର ମହାପାତ୍ର, ଫରୱାର୍ଡ଼ ବ୍ଲକର ରାଜ୍ୟ ସଭାପତି ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ସ୍ଟୁଡେଣ୍ଟସ ବ୍ଲକ ର ସମ୍ପାଦିକା ଦିଶା ଆଜାଦ, ରିଙ୍କି ସାହୁ, ଇଜନ ବଜ, ସି.ପି.ଆଇ.ଏମ୍‌ର ନେତ୍ରୀ ତାପଶ୍ରୀ ପ୍ରହରାଜ, ଅକ୍ଷୟ ତ୍ରିପାଠୀ, ସିଲି ସେଠୀ, ସଫେଇ କର୍ମଚାରୀ ନେତା ବିଜୟ ବେହେରା, କୈଳାସ ପୁହାଣ ପ୍ରମୁଖ ଯୋଗ ଦେଇ ଧର୍ମଘଟକୁ ସଫଳ କରାଇଥିଲେ ।

କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ପକ୍ଷରୁ ବନ୍ଦକୁ ଓଡ଼ିଶାର ଜନସାଧାରଣ ଓ ବ୍ୟବସାୟୀ, ଛାତ୍ର, ଯୁବକ ଓ ମହିଳା ଓ ବିିଭିନ୍ନ ଶ୍ରମିକ ସଂଗଠନ ମାନଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି । ଆଜି କେନ୍ଦ୍ରୀୟ ଶ୍ରମିକ ସଂଗଠନ ମାନଙ୍କ ଦ୍ୱାରା ଆହୁତ ସାଧାରଣ ଧର୍ମଘଟ ଓଡିଶା ରେ ସମ୍ପୂର୍ଣ ସଫଳ ହୋଇଛି l ସାଧାରଣ ଜନତାଙ୍କ ସମର୍ଥନ ରେ ହରତାଳ ସଫଳ ହୋଇଥିବାରୁ ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକ ରାଜ୍ୟ କମିଟି ପକ୍ଷରୁ ରାଜ୍ୟ ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ମହାପାତ୍ର ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version