• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗତକାଲି ଦୁର୍ଘଟଣାକୁ ନେଇ  ରାସ୍ତାରୋକ କଲେ ଗ୍ରାମବାସୀ 

Proprietor Abhimanyu Maharana by Proprietor Abhimanyu Maharana
February 13, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଗତକାଲି ଦୁର୍ଘଟଣାକୁ ନେଇ  ରାସ୍ତାରୋକ କଲେ ଗ୍ରାମବାସୀ 
Share on FacebookShare on TwitterWhatsapp

ବେଗୁନିଆ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗଡମାଣିତିର ଗ୍ରାମବାସୀ ଗଡମାଣୀତିର ବିଟ ହାଉସ୍ ସମ୍ମୁଖରେ ଧାରଣା ଦେଇଛନ୍ତି ।  ଗତକାଲି ଗଡମାଣିତିର ଗ୍ରାମର ଜଣେ ଯୁବକ ଦୁର୍ଘଟଣାରେ  ପ୍ରାଣ ହରାଇବା ପରେ ଆଜି ଗ୍ରାମବାସୀ ମାନେ ବିଟ୍ ହାଉସ୍ ସମ୍ମୁଖରେ ଟାୟାର ଜାଳି ଧାରଣା ଦେବା ସହ ରାସ୍ତାରୋକ କରିଛନ୍ତି ।

ସୂଚନା ଅନୁଯାୟୀ ଗତ କାଲି ପରିଛଳ ବଜାର ନିକଟରେ ଗୋଟିଏ ଆଇଚର୍ ଗାଡ଼ି ଗଡମାଣିତିର ଗ୍ରାମର ଚନ୍ଦ୍ର ଶେଖର ବିଶ୍ଵାଳ ନାମକ ଜଣେ ଯୁବକକୁ ଧକ୍କା ଦେଇଥିଲା । ତେବେ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି  ଉଙ୍କ୍ତ ଘଟଣାକୁ କେନ୍ଦ୍ରକରି  ଯୁବକର ମୃତ ଶରୀରକୁ ଧରି କ୍ଷତି ପୂରଣ ଦାବିରେ ରାସ୍ତାରୋକ କରିଛନ୍ତି ସରପଞ୍ଚଙ୍କ ସମେତ ଗ୍ରାମବାସୀ ।

ଖବର ପାଇ ବେଗୁନିଆ ଥାନା ଅଧିକାରୀ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ , ତେବେ ସ୍ଥାନୀୟ ଲୋକ କିଛି ନ ଶୁଣିବାରୁ ଘଟଣାସ୍ଥଳରେ ପହଞ୍ଚିଥିଲେ ବେଗୁନିଆ ତହସିଲଦାର । ପରେ ଲୋକଙ୍କୁ ବୁଝାଶୁଝା ସହିତ ରେଡ୍ କ୍ରସ୍ ପାଣ୍ଠିରୁ ଦଶ ହଜାର ଟଙ୍କା ରାଶି ପ୍ରଦାନ କରିଥିଲେ । ଅନ୍ୟପଟେ ସ୍ଥାନୀୟ ସରପଞ୍ଚ ମଧ୍ୟ ଉକ୍ତ ପରିବାର ଲୋକଙ୍କୁ ଦଶ ହଜାର ଟଙ୍କା ପ୍ରଦାନ କରିଥିଲେ । ପରେ ରାସ୍ତା ରୋକ୍ ହଟିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version