ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ଫ୍ରେଣ୍ଡସ ସ୍ପୋର୍ଟସ କ୍ଲବଆନୁକୂଲ୍ୟରେ ୨୨ତମ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଗୁରୁବାରଦିନ ରାଜସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ପ୍ରଥମ ସେମିଫାଇନାଲ ମ୍ୟାଚ ପପୁଲାର କ୍ଳବ ଢେଙ୍କାନାଳ ଓ ଖୁଣ୍ଟକଟା ପରିଷଦ ଆଠଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି l















