• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ନିଦ୍ଧିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଲକ୍ଷସ୍ଥଳେ ପହଂଚି ପାରିବ’ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୮ତମ ବାର୍ଷିକୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
February 15, 2026
in ଓଡ଼ିଶା, କଟକ, ଯାଜପୁର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
‘ନିଦ୍ଧିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଲକ୍ଷସ୍ଥଳେ ପହଂଚି ପାରିବ’ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୮ତମ ବାର୍ଷିକୋତ୍ସବ
Share on FacebookShare on TwitterWhatsapp

କୋରାଇ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ନିଜ ନିଜର ନିର୍ଦ୍ଦିଷ୍ଟ ଲକ୍ଷରଖି ସଠିକ ମାର୍ଗରେ ଗଲେ ଇକ୍ଷ ସ୍ଥଳେ ପହଂଚି ପାରିବ । ସେଥ‌ିପାଇଁ ସମୟାନୁବର୍ତ୍ତିତ ଓ କର୍ତ୍ତବ୍ୟ ପରାୟଣତା ହେବା ଉଚିତ ବୋଲି
ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟର ୩୮ତମ ବାର୍ଷିକ ଉତ୍ସବରେ ଅତିଥିମାନେ ମତବ୍ୟକ୍ତ କରିଥିଲେ ।

ଅନୁଷ୍ଠିତ ଏହି ସଭାରେ +୨ ମହାବିଦ୍ୟାଳୟର ଅଧ୍ୟକ୍ଷା ଲଳିତା ସାହୁ ସଭାପତିତ୍ୱ କରିଥିଲା ବେଳେ ମୁଖ୍ୟ ଅତିଥିଭାବେ କୋରାଇ ବିଧାୟକ ଆକାଶ ଦାସନାୟକ ଯୋଗଦେଇ ଏହି ମଣିଷ ତିଆରି କାରଖାନା ସ୍ବରୂପ ମହାବିଦ୍ୟାଳୟର ଉତ୍ତମ ପରିବେଶ ପ୍ରତିବର୍ଷ ସୁନାଗରିକ ସୃଷ୍ଟିକରିବାରେ ସହାୟକ ହେଉଛି ।

ଏମିତିକି ଛାତ୍ରୀମାନେ ଉତ୍ତମ ନାଗରିକ ଭାବେ ସୃଷ୍ଟି ହୋଇ ରାଜ୍ୟଠାରୁ ଦେଶଯାଏ ସୁନାମ ଅର୍ଜନକରିଥିବାରୁ ମହାବିଦ୍ୟାଳୟ ସେମାନଙ୍କ ପାଇଁ ଗର୍ବିତ । ମୁଖ୍ୟ ବକ୍ତା ଭାବେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପିଜି କାଉସିଲ ଅଧ୍ୟକ୍ଷ ପ୍ରଫେସର ଡ. ଧର୍ମବ୍ରତ ମହାପାତ୍ର ଯୋଗଦେଇ ବଡମଣିଷ ହେବାପାଇ ସ୍ଵପ୍ନ ଏମିତି ଦେଖ ଯେଉଁ ସ୍ଵପ୍ନ ତୁମକୁ ସୁଆଇ ଦେବନାହିଁ ବୋଲି ପିଲାମାନଙ୍କୁ ବକ୍ତବ୍ୟ ପ୍ରସଙ୍ଗରେ ପରାମର୍ଶ ଦେଇଥିଲେ । ଡ଼ିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରତ୍ନାକର ଜେନା ବାର୍ଷିକ ବିବରଣୀ ପାଠ କରିଥିଲେ ।

ଅଧ୍ୟାପକ ଗୋବର୍ଦ୍ଧନ ନାୟକ ଓ ଅଧ୍ୟାପିକା ଝୁନୁମଣୀ ଜେନା ସ୍ୱାଗତ ଭାଷଣ ଦେଇଥିଲା ବେଳେ ଅନ୍ୟତମ ଉପସଭାପତି ଅଧ୍ୟାପିକା ଡକ୍ଟର ହିରଣ୍ମୟୀ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଚଳିତବର୍ଷର +୩ର ମୁଖପତ୍ର ‘ଅପରାଜିତା’ ଅତିଥିଙ୍କ ଦ୍ୱାରା ଅନ୍ମୋଚିତ ହୋଇଥିଲା l ଏହି ଅବସରରେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷl ସ୍ବର୍ଗତା ପଙ୍କଜିନୀ ପାଣିଙ୍କୁ ମରଣୋତର ସମ୍ମାନ ଓ ପୂର୍ବତନ ଅଧ୍ୟାପିକା ଉପଦେଷ୍ଟା ଜେନାଙ୍କ ସମେତ ବିଧାୟକ ଆକାଶ ଦାସ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲ ।

ଳିତ ବର୍ଷ ଡିଗ୍ରୀ(ସ୍ନାତକ)ପରୀକ୍ଷାରେ ସର୍ବାଧିକ ନମ୍ବର ରଖୁଥିବା ମେଧାବିନୀ ଛାତ୍ରୀ ମମତା ପାଢି, +୨ କଳା ଶୁଭସ୍ମିତା ନାୟକ, ବିଜ୍ଞାନରେ ଦୀପଶିକ୍ଷା ସାହୁ ଓ ଧନ୍ଦାମୂଳକରେ ସମୀକ୍ଷା ରାଉତଙ୍କୁ ମାନପତ୍ର ଦିଆଯାଇ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା ବେଳେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ସାଂସ୍କୃତିକ ପ୍ରତି ଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇ ଥିଲା l

କାର୍ଯ୍ୟକ୍ରମକୁ ଅଧ୍ୟାପକ ସୁବାସ ଚନ୍ଦ୍ର ସ୍ବାଇଁ, ଜ୍ୟୋତିପ୍ରକାଶ ରାଉତ, ପଦ୍ମଭୂଷଣ ରାଉତରାୟ, ଅଧ୍ୟାପିକା ରୋଜାଲିନ ଦାଶ, ଅନିମା ପ୍ରଧାନ, ସୁଚିସ୍ମିତା ନାୟକ ପରିଚାଳନା କରିଥିଲେ । ପ୍ରଥମ ଅଧିବେଶନର ଶେଷରେ ଅଧ୍ୟାପିକା ତାରିଣୀ ତନୟା ସର ଧନ୍ୟବାଦ ଅର୍ପଣ କରିଥିଲେ । ଅପରାହ୍ନରେ ଦ୍ବିତୀୟ ଅଧିବେଶନ ସାଂସ୍କୃତିକ କାର୍ଯ୍ୟକ୍ରମ ଅରୁଣକୁମାର ମିଶ୍ରଙ୍କ ତତ୍ବାବଧନାରେ ନୃତ୍ୟଗୁରୁ ଭୋଳାନାଥ ଘୋଷଙ୍କ ସଂଚଳନାରେ ସାଂସ୍କୃତକ କାର୍ଯ୍ୟକ୍ରମ ଛାତ୍ରୀଙ୍କ ଦ୍ଵାରା ଅନୁଷ୍ଠିତ ହୋଇଥିଲା ।

ବରିଷ୍ଠ ଅଧ୍ୟାପିକା ଦୀପ୍ତିମୟୀ ରାଉତ, ରୋଜାଲିନ ମହାନ୍ତି, ରାଜଲକ୍ଷ୍ମୀ ଦାସ, ଦେବଜାନୀ ଦାସ, ଅଧ୍ୟାପକ ପ୍ରଶାନ୍ତ କୁମାର ରାଉତ, ମଳୟକୁମାର ମଲ୍ଲିକ, ଚିତରଞ୍ଜନ ବଳ, ସନ୍ତୋଷ କୁମାର ଜେନା, ସରୋଜ କୁମାର ଜେନା, ସୁରେନ୍ଦ୍ର କୁମାର ମଲ୍ଲିକ, ଡ଼କ୍ଟର ଯାଜ୍ଞାଶ୍ବରୀ ପଲେଇ, ଆୟେଶା ପରିଡା, ଡକ୍ଟର ମମତା ମୟୀ ଦାଶ,ସୁଚିସ୍ମିତା ବେହେରା, ପାୟେଲ ପ୍ରଧାନ, ବବିତା ନାୟକ,ମାନସୀ ବଳ, କ୍ରୀଡା ଶୀକ୍ଷକ ଅଶୋକ କୁମାର ଦାସ ପ୍ରମୁଖ ସମସ୍ତ ଅଧ୍ୟାପକ/ଅଧ୍ୟାପିକାଙ୍କ ସମେତ ଗ୍ରନ୍ଥାଗାରିକ୍ ଚିତରଞ୍ଜନ ମଲିକ,

କଲ୍ୟାଣୀ ପରିଡା, ପ୍ରଦୀପକୁମାର ପରିଡା, କ୍ଷୀରୋଦ ରାଉତ, ପ୍ରଶାନ୍ତ କୁମାର ପଲେଇ, ଦୁର୍ଗାବତୀ ସ୍ୱାଇଁ, ଶିବପ୍ରସାଦ ଦାସ, ଗଣେଶ୍ବର ପାଢୀ, ଅଶୋକ କୁମାର ଭଞ୍ଜ, ବସନ୍ତ କୁମାର ସେଠୀ, ହେମନ୍ତ କୁମାର ବେହେରା, ସୁକାନ୍ତ ଦାସ, ପ୍ରଶାନ୍ତ କୁମାର ଦାସ, ପବିତ୍ର ଜେନା,ବିଚିତ୍ର ଦଳେଇ,କବିତା କକ୍ଲୋଳିନୀ ସିହ୍ନା, ଅଚ୍ୟୁତ ମଲିକ, ରମେଶ ସ୍ୱାଇଁ, ଜୟପ୍ରକାଶ ଦାସ, ପ୍ରଦୀପ ଦାସ ପ୍ରମୁଖ କର୍ମଚାରୀ ଓ ଛାତ୍ରୀ(ସ୍ଵଚ୍ଛାସେବୀ) ପ୍ରତିନଧିମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗିତା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version