• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ବଜେଟ ଅଧିବେସନ ପାଇଁ ବିଜେପି ବିଧାୟକ ଦଳ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
February 17, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଧାନସଭା ବଜେଟ ଅଧିବେସନ ପାଇଁ ବିଜେପି ବିଧାୟକ ଦଳ ବୈଠକ
Share on FacebookShare on TwitterWhatsapp

ବିଜେପି ସରକାରର ସମସ୍ତ ଉପଲବ୍ଧିକୁ ଆମେ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରିବୁ: ଡ.ମୁକେଶ ମହାଲିଙ୍ଗ 

୨୦ ତାରିଖ ଦିନ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ

ବିରୋଧୀ ଦଳ ତରଫରୁ ଯେଉଁ ପ୍ରସଙ୍ଗ ଉପସ୍ଥାପନା କରାଯିବ, ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡିଙ୍କ ସମେତ ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଥିଲେ ଉପସ୍ଥିତ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ବଜେଟ ଅଧିବେସନ । ଏହି ଅଧିବେସନ ଆସନ୍ତା କାଲିରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୨୪ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୯ରୁ ଆରମ୍ଭ ହୋଇ ଏପ୍ରିଲ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଆସନ୍ତା ୨୦ ତାରିଖ ଦିନ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ । ବିରୋଧୀ ଦଳ ତରଫରୁ ଯେଉଁ ପ୍ରସଙ୍ଗ ଉପସ୍ଥାପନା କରାଯିବ, ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛୁ । ଏଥି ସହ ୧୯ମାସର ବିଜେପି ସରକାରର ସମସ୍ତ ଉପଲବ୍ôଧକୁ ଆମେ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରିବୁ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ କହିଛନ୍ତି ।

ଆଜି ସଂଧ୍ୟାରେ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି,

ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡିଙ୍କ ସମେତ ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଏହି ବୈଠକରେ ଯୋଗ ଦେଇ ରଣନୀତି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ବୋଲି ମନ୍ତ୍ରୀ ଡ.ମହାଲିଙ୍ଗ ସୁଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

ଓଡ଼ିଶାରେ ଏମ୍‌ଏସ୍‌ଏମ୍‌ଇ ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ବ୍ୟାଙ୍କିଂ କ୍ଷେତ୍ର କ୍ରେଡିଟ୍ ପ୍ରାପ୍ତିକୁ ସରଳ କରିବା ସହ ସିବିଲ ସ୍କୋର ସଂସ୍କାର ଉପରେ ଗୁରୁତ୍ୱ ଦେବା ଆବଶ୍ୟକ : ରାଜ୍ୟପାଳ ହରି ବାବୁ କମ୍ଭମପତି

August 13, 2026
Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

Banking sector should simplify Credit Access and CIBIL Score reforms to Boost MSME growth in Odisha : Governor Hari Babu Kambhampati

August 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version