• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ସଚେତନତା ରଥର ଶୁଭାରମ୍ଭ ; କରୋନା ମୁକ୍ତ ହିଞ୍ଜିଳି ପାଇଁ ଆହ୍ୱାନ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
September 24, 2020
in Uncategorized
0
କରୋନା ସଚେତନତା ରଥର ଶୁଭାରମ୍ଭ ; କରୋନା ମୁକ୍ତ ହିଞ୍ଜିଳି ପାଇଁ ଆହ୍ୱାନ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୨୪ ସେପ୍ଟେମ୍ବର ଗୁରୁବାର ) ହିଞ୍ଜିଳିକାଟୁ  :-  ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିଲେ ମଧ୍ୟ ସମ୍ପୁର୍ଣ୍ଣ ବିପଦ ମୁକ୍ତ ହୋଇନାହିଁ । କରୋନାକୁ ହଟାଇବା ପାଇଁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଠାରୁ ଅକ୍ଟେବାର ୧ ତାରିଖ ପର୍ଯ୍ୟନ୍ତ ସପ୍ତାହେ ଧରି ସାରା ଗଞ୍ଜାମ ଜିଲ୍ଲାରେ କୋଭିଡ଼ ସପ୍ତାହ ପାଳନ କରିବା ସକାଶେ ଆହ୍ୱାନ ଜଣାଇଛନ୍ତି । ଜନସାଧାରଣଙ୍କୁ ସଚେତନତା ସହ ଭୟମୁକ୍ତ ରହିବା, କୋଭିଡ଼ ନିୟମକୁ ପାଳନ କରିବା ଓ ସର୍ତକତା ପାଳନ କରିବା ପାଇଁ ଆହ୍ୱାନ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଗୁରୁବାର କୋଭିଡ଼ ସପ୍ତାହ ପାଳନର ପ୍ରଥମ ଦିବସରେ ପୌର ପରିଷଦ ପକ୍ଷରୁ ଏକ କରୋନା ସଚେତନତା ରଥର ଶୁଭାରମ୍ଭ କରାଯାଇଥିଲା ।

ପୌର କାର୍ଯ୍ୟାଳୟ ପରିସରରେ କରୋନା ସଚେତନତା ରଥର ଶୁଭାରମ୍ଭ କରାଯାଇଥିଲା । ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁଙ୍କ ତତବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି ସବୁଜ ପତକା ଦେଖାଇ ସଚେତନତା ରଥର ଶୁଭାରମ୍ଭ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଡ଼ିଓ ପ୍ରସନ କୁମାର ପାତ୍ର, ତହସିଲଦାର ଗୋପିନାଥ କୁଅଁର, ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ଡ଼ାକବାଜି ଯନ୍ତ୍ର ସହାୟତାରେ ପୌରାଂଚଳର ବିଭିନ୍ନ ୱାର୍ଡ଼ରେ ସଚେତନ କରାଯିବା ସହ ପୌରାଂଚଳ ହିଞ୍ଜିଳି ଦୁର୍ଗା ମନ୍ଦିର, ପାଟଣା ସାହି ନୃସିଂହ ମନ୍ଦିର, ପାଟଣା ସାହି, ରଜାତୋଟା ସାହି, ବଇଁଚବଣିଆ, ଆଙ୍କୋରଡ଼ା ପ୍ରଭୃତି ଅଂଚଳରେ ଜନ ସାଧାରଣଙ୍କୁ ନେଇ କରୋନାର ସମସ୍ତ ନିୟମକୁ ପାଳନ କରିବା ସକାଶେ ଶପଥ ପାଠ କରାଯାଇଥିଲା ।

ଅନ୍ୟପକ୍ଷରେ ସମ୍ମନିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ପାତ୍ରଙ୍କ ତତ୍ୱାଧାନରେ କୋଭିଡ଼ ସଖୀ ମାନଙ୍କୁ ନେଇ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ କରୋନା ମୁକ୍ତ ହିଞ୍ଜିଳି ସକାଶେ କୋଭିଡ଼ ନିୟମକୁ ପାଳନ କରିବା ନେଇ ରାଲି କରାଯିବା ସହ ପ୍ଳାକାର୍ଡ଼ ଧରି ଓ ସ୍ଳେଗାନ ଦେଇ ସଚେତନତା କରାଯାଇଥିଲା । ପଂଚସୂତ୍ରୀ ନିୟମକୁ କଡ଼ାକଡ଼ି ପାଳନ କରିବା ସହ ମାସ୍କ ବ୍ୟବହାର, ସାମାଜିକ ଦୂରତ୍ୱ ରକ୍ଷାକୁ ପାଳନ କରିବା ସହ କରୋନା ମୁକ୍ତ ହିଞ୍ଜିଳି ଗଠନ ସକାଶେ ଉପ ଜିଲ୍ଲାପାଳ ଶ୍ରୀ ପୃଷ୍ଟି ସହରବାସୀଙ୍କ ସହଯୋଗ କାମନା କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱଚ୍ଛ ସାଥୀ, ସୁପରଭାଇଜର, ଅଙ୍ଗନୱାଡ଼ି କର୍ମୀ, ଆଶା କର୍ମୀ, ମହିଳା ସ୍ୱଂୟ ସହାୟିକା ଗୋଷ୍ଠୀଙ୍କ ସମେତ ସହରର ବହୁ ବୁଦ୍ଧିଜୀବି ଅଂଶ ଗ୍ରହଣ କରିଥିଲେ ।

ପୌର ପରିଷଦ କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ, ଦିଲ୍ଲିପ କୁମାର ମିଶ୍ର, ରାମକୃଷ୍ଣ ଦାଶ, ଅଶ୍ୱିନି କୁମାର ପାୟକ, ଭାସ୍କର ସାହୁ, ସୁରେନ୍ଦ୍ର ଗୌଡ଼, ଏ. ମୋହନ ଆଚାରୀ, କିରଣ ନାହାକ, ଇ.କିଶାନ କୁମାର ପାତ୍ର, ଲାଲ ମୋହନ ସେଠି, ରବିନ୍ଦ୍ର ନାହାକ, ସୁବାଷ ପଟ୍ଟନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଅନ୍ୟ ପକ୍ଷରେ କୋଭିଡ଼ ସପ୍ତାହ ପାଳନ ନେଇ ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀ ମାନେ କୋଭିଡ଼ ନିୟମ ପାଳନ କରିବା ନେଇ ଶପଥ ପାଠ କରିଥିଲେ ।  ( ହିଞ୍ଜିଳି /ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version