• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ : ରାଜ୍ୟପାଳଙ୍କ ଅଭିଭାଷଣ

Proprietor Abhimanyu Maharana by Proprietor Abhimanyu Maharana
February 18, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ : ରାଜ୍ୟପାଳଙ୍କ ଅଭିଭାଷଣ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ। ବନ୍ଦେ ମାତରମରୁ ଆରମ୍ଭ ହେଲା ଗୃହକାର୍ଯ୍ୟ। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ ଡ଼.ହରିବାବୁ କମ୍ଭମପାଟି । କହିଲେ ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ। ସମୃଦ୍ଧ ଓଡ଼ିଶା ପାଇଁ ସରକାର ପ୍ରତିଶୃତିବଦ୍ଧ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ଵରେ କେନ୍ଦ୍ରରୁ ଓଡ଼ିଶାକୁ ବଡ଼ ପ୍ରକଳ୍ପ ମିଳୁଛି ।

ବିକଶିତ ଭାରତ ପାଇଁ ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍। ଆତ୍ମନିର୍ଭର ଭାରତରେ ଓଡ଼ିଶା ହେବ ସେମି କଣ୍ଡକ୍ଟର ହବ୍। ୨୦୩୬ ଓ ୨୦୪୭ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ ହୋଇଛି। ୨୦୪୭ ସୁଦ୍ଧା ମୁଣ୍ଡ ପିଛା ଆୟ ୩୨ ଲକ୍ଷ କରିବାକୁ ଯୋଜନା କରାଯାଇଛି। ସରକାର ସହରୀ ବିକାଶ ଯୋଜନାକୁ ଗୁରୁତ୍ଵ ଦେଉଛନ୍ତି।
ରାଜ୍ୟପାଳ ପୁଣି କହିଛନ୍ତି ଯେ, ବହୁମୁଖୀ ଦାରିଦ୍ର୍ୟକୁ ୫ ପ୍ରତିଶତକୁ ହ୍ରାସ କରିବା ଆମ ଟାର୍ଗେଟ୍ ।

ମହିଳା ଶ୍ରମ ଶକ୍ତିକୁ ୭୦ ପ୍ରତିଶତକୁ ବୃଦ୍ଧି କରିବା ସରକାରଙ୍କ ଲକ୍ଷ୍ୟ। ରାଜ୍ୟରୁ ଅପପୃଷ୍ଟି ଓ ରକ୍ତହୀନତା ଦୂର କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ସେହିପରି ଭିତ୍ତିଭୂମି ସୁଦୃଢ କରିବାକୁ ସରକାର ପ୍ରତିଶୃତିବଦ୍ଧ। ଏଥିପାଇଁ ରାଜ୍ୟରେ ରାସ୍ତାର ଆଧୁନିକୀକରଣ କରାଯାଉଛି । ୮୩୦୮ କୋଟି ଟଙ୍କା ବିନିଯୋଗରେ ୬ ଲେନ୍ ପ୍ରବେଶ-ନିୟନ୍ତ୍ରିତ ଗ୍ରୀନଫିଲ୍ଡ କ୍ୟାପିଟାଲ ରିଜିନ୍ ରିଙ୍ଗ ରୋଡ୍ (ଭୁବନେଶ୍ବର ବାଇପାସ୍) ନିର୍ମାଣ ପାଇଁ ସବୁଜ ସଙ୍କେତ ମିଳିଛି ।

ଭୁବନେଶ୍ଵର-ଖୋର୍ଦ୍ଧା-କଟକକୁ ନେଇ ରିଂରୋଡ୍ ନିର୍ମାଣ ହେଉଛି। ଜୟଦେବ ବିହାର-ନନ୍ଦନକାନନ ରାସ୍ତା ଫ୍ଲାଏଓଭର ହେବ । ଏହା ଯାନବାହାନ ଭିଡ଼ କମାଇବା ସହିତ ଲଜିଷ୍ଟିକ୍ସ ଖର୍ଚ୍ଚ ହ୍ରାସ କରିବାରେ ସାହାର୍ଯ୍ୟ କରିବ ଏବଂ ସୁଗମ ବହୁମାଧ୍ୟମିକ ସଂଯୋଜନ ମାଧ୍ୟରେ ବାଣିଜ୍ୟକୁ ସୁଦୃଢ଼ କରିବ । ସେହିପରି ରାମେଶ୍ଵର-ପାରାଦୀପ କୋଷ୍ଟାଲ ହାଇୱେକୁ ଅନୁମୋଦନ ମିଳିଛି ।

ରାଜ୍ୟପାଳ ପୁଣି କହିଛନ୍ତି ଯେ, ଇଣ୍ଡିଆ ସେମିକଣ୍ଡକ୍ଟର ମିଶନ ଅଧୀନରେ କେନ୍ଦ୍ର ସରକାର ୨୦୬୬ କୋଟିରୁ ଅଧିକ ଅର୍ଥ ବିନିଯୋଗରେ ଓଡ଼ିଶାରେ ଦୁଇଟି ଆତ୍ୟାଧୁନିକ ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି । ଏହା ଓଡ଼ିଶାକୁ ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କେନ୍ଦ୍ର ଭାବେ ପରିଚିତ କରିବ। ଏହା ଏକ ଐତିହାସିକ ପଦକ୍ଷେପ ଯାହା ଉଚ୍ଚ- ଦକ୍ଷତାମୂଳକ ରୋଜଗାର ସୃଷ୍ଟି କରିବ। ଏହା ସହଯୋଗୀ ଶିଳ୍ପଗୁଡ଼ିକୁ ପ୍ରୋତ୍ସାହନ ଦେବ ଏବଂ ଆତ୍ମନିର୍ଭର ଭାରତର ଦୃଷ୍ଟିକୋଣକୁ ଆଗେଇ ନେବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version