• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶlରଙ୍ଗଧରପୁର ସରସ୍ବତୀ ବିଦ୍ୟାମନ୍ଦିରର ୧୦ମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
February 19, 2026
in ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଶlରଙ୍ଗଧରପୁର ସରସ୍ବତୀ ବିଦ୍ୟାମନ୍ଦିରର ୧୦ମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ରଣପୁର  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ଶାରଙ୍ଗଧରପୁର ଗ୍ରାମସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୧୦ତମ ପୁରସ୍କାର ବିତରଣ ଓ ବାର୍ଷିକ ଉତ୍ସବ ପ୍ରଧାନ ଆଚାର୍ଯ୍ୟାl ଛବିରାଣୀ ନାୟକଙ୍କ ଆବାହକତ୍ୱରରେ ବିଦ୍ୟାଳୟ ପରିସରରେ ବୁଧବାରଦିନ ମହାଆଡମ୍ବର ସହକାରେ ପାଳିତ ହୋଇଯାଇଅଛି I ଏହି କାର୍ଯ୍ୟକ୍ରମରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପରିଚାଳନା କମିଟିର ସଭାପତି ମାଧବ ଚନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ବରେ ମୁଖ୍ୟତିଥିଭାବେ ନୟାଗଡ଼ ଜିଲ୍ଲା ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟବକ୍ତାଭାବେ l

ରାଜସୁନାଖଳା ସଙ୍କୁଳ ପ୍ରମୁଖ ସାନନ୍ଦ କୁମାର ସାହୁ, ସମ୍ମାନିତ ଅତିଥିଭାବରେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା,ଡାକ୍ତର ଦେବାଶିଷ ପରିଡ଼ା ,ସମାଜ ସେବୀ ସଞ୍ଜୁରାଣୀ ମିଶ୍ର , ସମାଜ ସେବୀ ସୁଭାଷିନୀ ତ୍ରିପାଠୀ,ଲୋଧାଚୁଆ ସରପଞ୍ଚ ସ୍ମିତା ରାଉତ ରାୟ, ଶିଶୁ ବିଦ୍ୟା ମନ୍ଦିରର ସମ୍ପାଦକ ପ୍ରଫୁଲ୍ଲ କୁମାର ସାହୁ ପ୍ରମୁଖ ଯୋଗଦେଇ ଭାରତମାତାଙ୍କ ଫୋଟୋ ଚିତ୍ରରେ ଫୁଲ ଚନ୍ଦନ ଓ ପ୍ରଦୀପ ପ୍ରଜ୍ବଳନ କରି ଶୁଭ ଉଦଘାଟନ କରିଥିଲେ ।

ସମ୍ପାଦକ ପ୍ରଫୁଲ କୁମାର ସାହୁ ସ୍ୱାଗତ ଭାଷଣ ଦେଇ ସମ୍ପାଦକୀୟ ବିବରଣୀ ପଠନ କରି ଅତିଥିମାନଙ୍କ ପରିଚୟପ୍ରଦାନ କରିଥିଲେ ! ଶିଶୁ ବିଦ୍ୟା ମନ୍ଦିରର କୁନି କୁନି ଛାତ୍ରୀମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଓ ନୃତ୍ୟ ପରବେଷଣ କରାଯାଇ ଅତିଥିମାନଙ୍କୁ ସ୍ଵାଗତ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟରେ ପ୍ରଥମସ୍ଥାନ ଅଧିକାର କରିଥିବା କୃତ୍ତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପରିଶେଷରେ କୁନି କୁନି ଛାତ୍ର ଛାତ୍ରୀମାନଙ୍କ ଦ୍ଵାରା ସୁନ୍ଦର ସାଂସ୍କୃତିକ କାର୍ଯ୍ୟକ୍ରମର ପରିବେଷଣ କରାଯାଇଥିଲା I

ସମସ୍ତ ନିମନ୍ତ୍ରିତ ଅତିଥିମାନଙ୍କୁ ବିଦ୍ୟାଳୟ ତରଫରୁ ଉତ୍ତରୀୟ ଓ ଫୁଲତୋଡ଼ା ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ I ଆଚାର୍ଯ୍ୟ ଓ ଆଚାର୍ଯ୍ୟମାନେ ସମାଜର ଦର୍ପଣ ହୋଇଥିବାରୁ ସମସ୍ତ ଛାତ୍ର ଛାତ୍ରୀମାନେ ସେମାନଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ଗୁଣାତ୍ମକ ଶିକ୍ଷା ଅଧ୍ୟୟନ କରି ସମାଜରେ ଭଲ ମଣିଷ ହେବାପାଇଁ ମୁଖ୍ୟଅତିଥି ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ I

ରାଜ୍ୟ ସରକାରଙ୍କ ସମସ୍ତ ଶିକ୍ଷା ଛାତ୍ର ଛାତ୍ରୀମାନଙ୍କର ଭବିଷ୍ୟତ ଉଜ୍ଜ୍ୱଳମୟ କରିପାରିଛି ବୋଲି ନୟାଗଡ଼ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ସୂଚନା ପ୍ରଦାନ କରିଥିଲେ ବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ମନୋରଞ୍ଜନ ଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମମାନ ପରିବେଷଣ କରିଥିଲେ ! ଶିକ୍ଷାନୁଷ୍ଠାନର କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ନିମନ୍ତ୍ରିତ ଅତିଥିମାନେ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ ସମ୍ବର୍ଦ୍ଧିତ କରିଥିଲେ !

ଏହି କାର୍ଯ୍ୟକ୍ରମକୁ ସରସ୍ବତୀ ଶିଶୁଵିଦ୍ୟାମନ୍ଦିରର ସମସ୍ତ ଆଚାର୍ଯ୍ୟ /ଆଚାର୍ଯ୍ୟା ମାନେ ସହଯୋଗକାରୀ ପରିଚାଳନା କରିଥିଲେ ! ଏହି ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ କଳା,ସଂସ୍କୃତି ଓ ପୌରାଣିକ ଉପରେ ପରିବେଶତ ମନୋରଞ୍ଜନଧର୍ମୀ ନୃତ୍ୟ ଅଭିଭାବକ ଓ ଦର୍ଶକଙ୍କ ମନମୋହିଥିଲା ! ପରିଶେଷରେ ପରିଚାଳନା କମିଟିର ସଭାପତି ମାଧବ ଚନ୍ଦ୍ର ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version