• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛାତ୍ର ଙ୍କ ଭବିଷ୍ୟତ ଓ ସୁରକ୍ଷା ପାଇଁ ଉତ୍ତରଦାୟୀ କିଏ ?? : ମେଟ୍ରିକ୍ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

Proprietor Abhimanyu Maharana by Proprietor Abhimanyu Maharana
February 21, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଛାତ୍ର ଙ୍କ ଭବିଷ୍ୟତ ଓ ସୁରକ୍ଷା ପାଇଁ ଉତ୍ତରଦାୟୀ କିଏ ?? : ମେଟ୍ରିକ୍ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ମେଟ୍ରିକ୍ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ପରୀକ୍ଷା କେନ୍ଦ୍ରକୁ ଗଲେ ଛାତ୍ର । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ବ୍ଲକ ଅଞ୍ଚଳରୁ । ଯାହାର ଚିତ୍ର ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ସୂଚନା ପ୍ରକାରେ ମେଟ୍ରିକ୍ ପରୀକ୍ଷାର ପ୍ରଥମ ଦିନରେ କ.ନୂଆଗାଁ ସ୍ଥିତ ପି.ଏମ୍.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲେ ।

ବିଦ୍ୟାଳୟରୁ ପରୀକ୍ଷା କେନ୍ଦ୍ର ମାତ୍ର ତିନି କିଲୋମିଟର ଦୂରତା ହୋଇଥିବା ବେଳେ ଅତି ବିପଦପୂର୍ଣ୍ଣ ଭାବରେ ଟ୍ରାକ୍ଟର ଡ଼ାଲାରେ ବସି ପରୀକ୍ଷା କେନ୍ଦ୍ରକୁ ଯାଉଥିବା ଦୃଶ୍ୟକୁ ନେ଼ଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଅତି ବେପାରୁଆ ମନୋଭାବ ପୋଷଣ କରି ବିଦ୍ୟାଳୟ କର୍ତ୍ତୃପକ୍ଷ କିଭଳି ଟ୍ରାକ୍ଟରରେ ଯିବାକୁ ପରୀକ୍ଷା କେନ୍ଦ୍ରକୁ ଛାଡ଼ିଲେ ସାଙ୍ଗରେ କେହି ଗାଇଡ୍ ଶିକ୍ଷକ କିମ୍ବା ବିଦ୍ୟାଳୟର କର୍ମଚାରୀଙ୍କୁ ଦେଖିବାକୁ ମିଳିନଥିଲା ।

ଜିଲ୍ଲା ପ୍ରଶାସନ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଉପଯୁକ୍ତ କାର୍ଯାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି । ଏ ନେଇ କ.ନୂଆଗାଁ ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ କୁମାର ରଥ କହିଛନ୍ତି ଯେ, ଟ୍ରାକ୍ଟର ଡାଲା ରେ ବସି ଯାଉଥୁବା ଛାତ୍ର ଆମ ବିଦ୍ୟାଳୟ ର ଛାତ୍ର କି ଆଉ କେଉଁ ବିଦ୍ୟାଳୟ ର ସେ ନେଇ ସ୍ପଷ୍ଟ ହୋଇନାହିଁ I

ଯଦିଓ ଛାତ୍ର ମାନେ ଯେଉଁ ବି ବିଦ୍ୟାଳୟର ମଧ୍ୟ ହୁଅନ୍ତୁ ଏପରି ଟ୍ରାକ୍ଟର ଡାଲା ରେ ବସି ପରୀକ୍ଷା କେନ୍ଦ୍ର କୁ ଯିବା ଘଟଣା ଅନୁଚିତ ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି I ତେବେ ଯେଉଁ ଟ୍ରାକ୍ଟର ଡାଲାରେ ବସି ଛାତ୍ରମାନେ ଯାଇଥିଲେ ସେହି ଟ୍ରାକ୍ଟର ର ସନ୍ଧାନ ଚାଲିଛି | ସେହି ଟ୍ରାକ୍ଟର ଡ୍ରାଇଭର କିପରି କେଉଁ ପରିସ୍ଥିତି ରେ ଛାତ୍ର ଙ୍କୁ ବସାଇ ନେଇଥିଲେ ସେହି ଡ୍ରାଇଭର ଙ୍କ ବିରୋଧ ରେ ଏତଲା ଦିଆଯିବ ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି I

ପରୀକ୍ଷା କେନ୍ଦ୍ର କୁ ଛାତ୍ର ଛାତ୍ରୀ ଙ୍କୁ ନେବା ପାଇଁ ବିଭାଗ ପକ୍ଷରୁ ସେପରି କିଛି ବ୍ୟବସ୍ଥା ନଥ‌ିବା ବେଳେ ଅଭିଭାବକ ନିଜ ଦାୟିତ୍ଵ ରେ ପିଲାଙ୍କୁ ପରୀକ୍ଷା କେନ୍ଦ୍ର କୁ ନେବା ଉଚିତ ବୋଲି କହିଛନ୍ତି I ତେବେ ପ୍ରଶ୍ନ ଉଠୁଛି ବିପଦ ସଂକୁଳ ଅବସ୍ଥାରେ ପରୀକ୍ଷା କେନ୍ଦ୍ର କୁ ଟ୍ରାକ୍ଟର ଡାଲା ରେ ବସି ଯାଇଥିବା ଛାତ୍ର ଙ୍କ ଭବିଷ୍ୟତ ଓ ସୁରକ୍ଷା ପାଇଁ ଉତ୍ତରଦାୟୀ କିଏ ?? । ପିଲାଙ୍କ ଭବିଷ୍ୟତ ସହ ଖେଳୁଥ‌ିବା ସରକାର ନିଜ ଦୋଷ ଲୁଚାଇବାକୁ ଯାଇ ଅନ୍ୟ ମୁଣ୍ଡରେ ହାତ ଥୋଇ ନିଜ ଦୋଷ କୁ ଲୁଚେଇବା କେତେ ଦୁର ଠିକ୍ ତାହା ସମୟ ହିଁ କହିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026
ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

August 12, 2026
ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version