• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୨୧ରୁ ୨୬ ସେପ୍ଟେମ୍ଵର ପର୍ଯ୍ୟନ୍ତ ଜାତୀୟ କୃମିନାଶକ ଦିବସ ପାଳନ କୋଭିଡ୍‌-୧୯ କଠିନ ପରିସ୍ଥିତିରେ ମଧ୍ୟ ଜାରି ରହିଛି ଡି – ଓ୍ୱର୍ମିଙ୍ଗ କାର୍ଯ୍ୟକ୍ରମ – ଭୁବନେଶ୍ୱର,

Proprietor Abhimanyu Maharana by Proprietor Abhimanyu Maharana
September 24, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
୨୧ରୁ ୨୬ ସେପ୍ଟେମ୍ଵର ପର୍ଯ୍ୟନ୍ତ ଜାତୀୟ କୃମିନାଶକ ଦିବସ ପାଳନ କୋଭିଡ୍‌-୧୯ କଠିନ ପରିସ୍ଥିତିରେ ମଧ୍ୟ ଜାରି ରହିଛି ଡି – ଓ୍ୱର୍ମିଙ୍ଗ କାର୍ଯ୍ୟକ୍ରମ – ଭୁବନେଶ୍ୱର,
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ସେପ୍ଟେମ୍ବର ଗୁରୁବାର) ଭୁବନେଶ୍ୱର :- ୧ରୁ ୧୯ ବର୍ଷ ବୟସର ପ୍ରାକ୍‌ ବିଦ୍ୟାଳୟ ଶିଶୁ ଏବଂ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ କୃମିଜନିତ ବିଭିନ୍ନ ଅନ୍ତଃନଳୀ ତଥା ପେଟରୋଗ ସଂକ୍ରମଣରୁ ସୁରକ୍ଷା ପାଇଁ ଆମ ରାଜ୍ୟ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଜାତୀୟ କୃମିନାଶକ ଦିବସ ପାଳନ ଜାରି ରହିଛି । ପ୍ରଥମ ପର୍ଯ୍ୟାୟ ଜାତୀୟ କୃମିନାଶକ ଦିବସ ଫେବୃଆରୀ, ୨୦୨୦ରେ ପାଳନ କରାଯାଇଥିଲା । ଚଳିତ ସେପ୍ଟେମ୍ଵର ୨୧ରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମରେ ୩୦ଟି ଜିଲ୍ଲାରେ ଶିଶୁ ଏବଂ ପିଲା ମାନଙ୍କୁ କୃମିନାଶନ ପାଇଁ ଆବଶ୍ୟକୀୟ ଔଷଧ ସେବନ କରାଯାଉଛି । ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଅଙ୍ଗନବାଡ଼ି କର୍ମୀମାନେ ଘରକୁ ଘର ପହଞ୍ଚି ଶିଶୁ ଓ କିଶୋରୀମାନଙ୍କୁ କୃମିନାଶନ (ଡି-ଓ୍ୱର୍ମିଙ୍ଗ) ପାଇଁ ଔଷଧ ଖୁଆଉଛନ୍ତି ।

କୋଭିଡ୍‌-୧୯ ନିୟମାବଳୀର କଟକଣା ଜାରି ରହିଥିବାରୁ ଏବଂ ରାଜ୍ୟରେ ଅଙ୍ଗନବାଡ଼ି କେନ୍ଦ୍ର ଏବଂ ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିଥିବାରୁ ହିତାଧିକାରୀ ମାନଙ୍କ ଘରେ ପହଞ୍ଚି ଯଥେଷ୍ଟ ସତର୍କତା ଅବଲଞ୍ଚନ କରି ଆଶା ଓ ଅଙ୍ଗନବାଡ଼ି କର୍ମୀମାନେ ଶିଶୁ ଏବଂ କିଶୋର କିଶୋରୀ ମାନଙ୍କୁ ଔଷଧ ସେବନ କରାଉଛନ୍ତି । ଛୋଟ ଶିଶୁ ଏବଂ କିଶୋରୀମାନଙ୍କ ମଧ୍ୟରେ ରକ୍ତହୀନତା ଦୂର କରିବା, ସ୍ୱାସ୍ଥ୍ୟରକ୍ଷା, ପୁଷ୍ଟିସାଧନ, ଶାରୀରିକ ଓ ମାନସିକ ବିକାଶ ଦିଗରେ ଡି-ଓ୍ୱର୍ମିଙ୍ଗ (କୃମିନାଶନ) ଏକ ପ୍ରମୁଖ କାର୍ଯ୍ୟକ୍ରମ । କାରଣ ଏହି ସମୟରେ ପିଲାମାନେ ଖାଲି ପାଦରେ ଚାଲିବା ଏବଂ ମାଟି ସଂସ୍ପର୍ଶରେ ଆସିବା ଦ୍ୱାରା ବିଭିନ୍ନ ପ୍ରକାର କୃମି ଦ୍ୱାରା ସଂକ୍ରମିତ ହୋଇଥାନ୍ତି । ତେଣୁ ନିୟମିତ ଭାବେ ପିଲାମାନଙ୍କୁ ଔଷଧ ସେବନ ଦ୍ୱାରା ଡି-ଓ୍ୱର୍ମିଙ୍ଗ କରିବାର ଅତ୍ୟନ୍ତ ଆବଶ୍ୟକତା ଥାଏ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟସ୍ତରଠାରୁ ତୃଣମୂଳ ସ୍ତର ପର୍ଯ୍ୟାନ୍ତ ତିନୋଟି ‘ଏ’ ଅର୍ଥାତ୍‌-ଅଙ୍ଗନବାଡ଼ି କର୍ମୀ, ଆଶା ଏବଂ ଅଙ୍ଗନବାଡ଼ି ସହାୟିକାଙ୍କ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ରହିଛି । ସେମାନଙ୍କ ଦ୍ୱାରା ସମନ୍ୱୟ ରକ୍ଷା କରି ଏହି କାର୍ଯ୍ୟକ୍ରମ ଜରିଆରେ ପିଲାମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ରକ୍ଷା ପାଇଁ ପଦକ୍ଷେପ ନିଆଯାଉଛି । ଏଥି ପାଇଁ ୧ରୁ ୩ ବର୍ଷ ବୟସର ଶିଶୁମାନଙ୍କୁ ଆଲ୍‌ବେନ୍‌ଡାଜୋଲ୍‌ ସସ୍‌ ପେନ୍‌ସନ୍‌ ଏବଂ ୪ରୁ ୧୯ ବର୍ଷ ବୟସର ପିଲାମାନଙ୍କୁ ଆଲ୍‌ବେନ୍‌ଡାଜୋଲ୍‌ ବଟିକା ଖାଇବାକୁ ଦିଆଯାଉଛି । ପ୍ରକାଶ ଥାଉ କି, ମହିଳା, ଶିଶୁ, କିଶୋରୀ ଓ ଗର୍ଭବତୀମାନଙ୍କ ପୁଷ୍ଟି ସାଧନ ପାଇଁ କାର୍ଯ୍ୟକାରୀ ହେଉଥିବା ସମନ୍ୱିତ ପୁଷ୍ଟିସାଧନ କାର୍ଯ୍ୟକ୍ରମ ଅନ୍ତର୍ଗତ ସେେ ପଫଞ୍ଚର ମାସରେ ସାରା ରାଜ୍ୟରେ ଆଇସିଡିଏସ୍‌ ପ୍ରକଳ୍ପ ଗୁଡ଼ିକରେ ଜାତୀୟ ପୁଷ୍ଟି ମାସ ପାଳନ କରାଯାଉଛି ।

ଏହି ଅବସରରେ ମହିଳା ଓ ଶିଶୁମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ପୁଷ୍ଟିସାଧନ ପାଇଁ ପୁଷ୍ଟିକର ଖାଦ୍ୟର ଆବଶ୍ୟକତା ଉ ପରେ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି । ସନ୍ତୁଳିତ ଖାଦ୍ୟ ପାଇଁ ସବୁଜ ପନି ପରିବା, ଶାଗ, ଅଣ୍ଡା, କ୍ଷୀର, ଡାଲିଜାତୀୟ ଶସ୍ୟ ଶରୀର ଆବଶ୍ୟକତା ଅନୁସାରେ ଉପଯୁକ୍ତ ପରିମାଣ ଖାଇବା ଉ ପରେ ଆଇସିଡିଏସ୍‌ କାର୍ଯ୍ୟକର୍ତ୍ତା ମାନେ ଜନସଚେତନତା ସୃଷ୍ଟି କରୁଛନ୍ତି । ସଂଯୋଗ କ୍ରମେ ଏହି ମାସରେ ମଧ୍ୟ ରାଜ୍ୟରେ ଜାତୀୟ କୃମିନାଶକ ଦିବସ ପାଳନ କରାଯାଉଥିବାରୁ କୋଭିଡ୍‌-୧୯ ନିୟମାବଳୀ ଅନୁ ପାଳନ ପୂର୍ବକ ବିଭିନ୍ନ ସୂଚନା, ଶିକ୍ଷା, ଯୋଗାେଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି ପାଇଁ ଉଦ୍ୟମ କରାଯଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version