• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ଆରମ୍ଭ ହେଲା ମାଟ୍ରିକ୍‌‌ ବୋର୍ଡ ପରୀକ୍ଷା – ପରୀକ୍ଷା ଦେଉଛନ୍ତି ମୋଟ ୮୪୫୮ ଜଣ ଛାତ୍ରଛାତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 22, 2026
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଗଜପତି ଜିଲ୍ଲାରେ ଆରମ୍ଭ ହେଲା ମାଟ୍ରିକ୍‌‌ ବୋର୍ଡ ପରୀକ୍ଷା – ପରୀକ୍ଷା ଦେଉଛନ୍ତି ମୋଟ ୮୪୫୮ ଜଣ ଛାତ୍ରଛାତ୍ରୀ
Share on FacebookShare on TwitterWhatsapp

ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଗଜପତି ଜିଲ୍ଲାରେ ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ବୋର୍ଡ ପରୀକ୍ଷା। ଜିଲ୍ଲାରେ ଚଳିତ ବର୍ଷ ୪୦ଟି ପରୀକ୍ଷା କେନ୍ଦ୍ରରେ ମୋଟ ୮ହଜାର ୪୫୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ସେଥିମଧ୍ୟରୁ ଜିଲ୍ଲାରେ ଥିବା ଏହି ୪୦ ଟି ପରୀକ୍ଷା କେନ୍ଦ୍ରରେ ଚଳିତ ବର୍ଷର ବାର୍ଷିକ ମାଟ୍ରିକ ବୋର୍ଡ ପରୀକ୍ଷାର୍ଥୀ ଭାବେ ୮ ହଜାର ୧୧୬ ଜଣ ଛାତ୍ରଛାତ୍ରୀ ରେଗୁଲାର ଏବଂ ୧୮ ଜଣ ଏକ୍ସରେଗୁଲାର ପରୀକ୍ଷା ଦେଉଥିବା ବେଳେ ରାଜ୍ୟ ମୁକ୍ତ ବିଦ୍ୟାଳୟ କେନ୍ଦ୍ର ପକ୍ଷରୁ ଫ୍ରେସ ଭାବେ ୨୫୯ ଜଣ ଏବଂ ବେକ୍ ଭାବେ ୧୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ।

ସେହିଭଳି ସି:ସି: ରେଗୁଲାର ରେ ୧୯ ଜଣ ପରୀକ୍ଷା ଦେଉଛନ୍ତି । ଏଥିପାଇଁ ଜିଲ୍ଲାରେ ୪ ଟି ନୋଡାଲ ସେଣ୍ଟର ଯଥା (୧) ଗୋଷାଣୀ ବ୍ଲକର ପାରଳାଖେମୁଣ୍ଡି ପିଏମ-ଶ୍ରୀ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଅଧୀନରେ ୧୫ ଟି ପରୀକ୍ଷା କେନ୍ଦ୍ରରେ ୬୨ ଟି ହାଇସ୍କୁଲର ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବା ବେଳେ ଏଠାରେ ୪ ଟି ଡେଶପାଚ ଟିମ୍ ରହିଛନ୍ତି । ସେହିଭଳି(୨) ରାୟଗଡ଼ ସ୍ଥିତ ନୋଡାଲ ସେଣ୍ଟର ପିଏମ-ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଅଧୀନରେ ଥିବା ୮ ଟି ପରୀକ୍ଷା କେନ୍ଦ୍ରରେ ୨୯ ଟି ହାଇସ୍କୁଲର ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ଏବଂ ଏଠାରେ ୨ ଟି ଡେଶପାଚ ଦଳ ରହିଛନ୍ତି ।

ସେହିଭଳି (୩) ଆର: ଉଦୟଗିରି ସ୍ଥିତ ନୋଡାଲ ସେଣ୍ଟର ସରକାରୀ ଉଚ୍ଚ ବିଦ୍ୟାଳୟ ଅଧୀନରେ ଥିବା ୭ ଟି ପରୀକ୍ଷା କେନ୍ଦ୍ରରେ ୩୦ ଟି ହାଇସ୍କୁଲର ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ଏବଂ ଏଠାରେ ୨ ଟି ଡେଶପାଚ ଦଳ ରହିଛନ୍ତି। ଠିକ୍ ସେହିଭଳି (୪) ମୋହନା ସ୍ଥିତ ନୋଡାଲ ସେଣ୍ଟର ସରକାରୀ ଏସଏସଡି: ହାଇସ୍କୁଲ ଅଧୀନରେ ଥିବା ୧୦ ଟି ପରୀକ୍ଷା କେନ୍ଦ୍ରରେ ୪୦ ଟି ହାଇସ୍କୁଲର ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ଏବଂ ଏଠାରେ ୩ ଟି ଡେଶପାଚ ଦଳ ରହିଛନ୍ତି।ସମସ୍ତ ମୋଟ ୪୦ ଟି ପରୀକ୍ଷା କେନ୍ଦ୍ର ଗୁଡିକରେ ଆଜିର ଥିବା ଫାଷ୍ଟ ଲାଙ୍ଗୁଏଜ୍ ପରୀକ୍ଷା ଶାନ୍ତିଶୃଙ୍ଖଳା ସହ ପରିଚାଳନା ହୋଇଛି ।

ପରୀକ୍ଷା ପରିଚାଳନା ତଦାରଖ କରିବା ପାଇଁ କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ନିଯୁକ୍ତି ଦିଆ ହୋଇଛି। ସଠିକ ଭାବେ ପରୀକ୍ଷା ପରିଚାଳନା ସୁନିଶ୍ଚିତ କରିବା ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ସୁରକ୍ଷା ତଦାରଖ ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସି ଟିଭି କ୍ୟାମେରା ସ୍ଥାପନ କରାଯାଇଛି । ଛାତ୍ରଛାତ୍ରୀଙ୍କ ପ୍ରବେଶକୁ ସହଜ କରିବା ପାଇଁ ଚାରୋଟି ନୋଡାଲ୍ ପରୀକ୍ଷା କେନ୍ଦ୍ର ମାଧ୍ୟମରେ ସମସ୍ତ ପରୀକ୍ଷା କେନ୍ଦ୍ରକୁ ଡିଆର ଏବଂ ଆଡମିଟ୍ କାର୍ଡ ବଣ୍ଟନ କରାଯାଇଛି ।

ବୋର୍ଡ ଅଧିକାରୀଙ୍କ ଠାରୁ ପ୍ରଶ୍ନପତ୍ର ଗ୍ରହଣ କରାଯିବା ପରେ ସେ ସବୁକୁ ଚାରୋଟି ନୋଡାଲ୍ କେନ୍ଦ୍ରର ଷ୍ଟ୍ରଙ୍ଗ ରୁମରେ ସୁରକ୍ଷିତ ଭାବେ ରଖା ଯିବା ବ୍ୟବସ୍ଥା କରାଯାଇଛି । ପୋଲିସ ଏସ୍କର୍ଟ ଦ୍ୱାରା ସମର୍ଥିତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପ୍ୟାକେଟ ଗୁଡ଼ିକର ସୁଗମ ବିତରଣ ପାଇଁ ଯାନବାହାନ ସହିତ ଏଗାରଟି ଡିସପ୍ୟାଚ୍ ଟିମ୍ ସଂଗଠିତ କରାଯାଇଛି । ସୁରକ୍ଷା ପାଇଁ ପରୀକ୍ଷା ଦିନ ଗୁଡ଼ିକରେ ଚାରୋଟି ନୋଡାଲ୍ କେନ୍ଦ୍ର ଏବଂ ସମସ୍ତ ୪୦ ଟି ପରୀକ୍ଷା କେନ୍ଦ୍ରରେ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି । ପରୀକ୍ଷା ପ୍ରକ୍ରିୟା’କୁ ପ୍ରଭାବଶାଳୀ ଭାବରେ ତଦାରଖ କରିବା ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍ ମଧ୍ୟ ନିଯୁକ୍ତ କରା ଯାଇଥିବା ବିଭାଗୀୟ ସୁତ୍ରରୁ ଜଣାଯାଇଛି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026
ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

August 12, 2026
ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

ପର୍ଯ୍ୟଟକଙ୍କ ସୁନାଚେନ୍ ଛିନଟାଇ : ଅଭିଯୁକ୍ତ କୁ ମାଡ଼ିବସିଲା ପୋଲିସ

August 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

Panchaa Comes Home: Ramraj Cotton Revives Odisha’s Santhali Weave and Transforms the Livelihoods of Mayurbhanj’s Tribal Women Weavers Through a Contemporary Dhoti

August 12, 2026
ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

ରାମରାଜ କଟନ ପକ୍ଷରୁ ନୂତନ ସମ୍ଭାର ‘ପଞ୍ଚ’

August 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version