ବାଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବାଣପୁର ବ୍ଲକ ଅନ୍ତର୍ଗତ ଦୀନବନ୍ଧୁ ପୁର କ୍ଲଷ୍ଟର ଅଧୀନ କହ୍ନେଇ ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ୨୭ ତମ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ଭାର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଟିକିନା ଭାରି ମଲ୍ଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଦୀନବନ୍ଧୁ ପୁର କ୍ଲଷ୍ଟର ର ସିଆରସିସି ପ୍ରେମଚାନ୍ଦ ସାହୁ,















