• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପି, ଆରମ୍ଭ ହେଲାଣି କସରତ, ରାଜ୍ୟ କାର୍ଯ୍ୟାଳୟରେ କୋର୍ କମିଟି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
February 23, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜେପି, ଆରମ୍ଭ ହେଲାଣି କସରତ, ରାଜ୍ୟ କାର୍ଯ୍ୟାଳୟରେ କୋର୍ କମିଟି ବୈଠକ
Share on FacebookShare on TwitterWhatsapp

ପ୍ରଭାରୀ, କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ନେତୃତ୍ବ ସାମିଲ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଓଡ଼ିଶାରୁ ରାଜ୍ୟସଭାକୁ କିଏ ଯିବେ । ବିଜେପି ରାଜ୍ୟ ନେତୃବୃନ୍ଦଙ୍କ ପକ୍ଷରୁ ଏ ନେଇ ଆରମ୍ଭ ହୋଇଛି କସରତ । ଆଜି ରାଜ୍ୟ କାର୍ଯ୍ୟାଳୟରେ ତୁଙ୍ଗ ନେତାଙ୍କ ଉପସ୍ଥିତିରେ ଏ ନେଇ ଆଲୋଚନା କରାଯାଇଛି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ପ୍ରଭାରୀ ବିଜୟ ପାଲ ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ଜୁଏଲ ଓରାମ,ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ,

ସହ ପ୍ରଭାରୀ ଲତା ଉସେଣ୍ଡି ଓ ବରିଷ୍ଠ ନେତୃତ୍ୱ ଉପସ୍ଥିତ ରହି ଆଲୋଚନା କରିଥିଲେ l ଏପରିକି ଚତୁର୍ଥ ଆସନ ହାତେଇବା ଲାଗି ମଧ୍ୟ ଷ୍ଟ୍ରାଟେଜି ହୋଇଛି । ସେପଟେ ଶାସକ ଦଳକୁ ଝଟକା ଦେବାକୁ କଂଗ୍ରେସ ସହ ବିଜେଡି ହାତ ମିଳାଇବା ନେଇ ଚର୍ଚ୍ଚା ଜୋର୍ ଧରିଛି । ବିଜେପିରୁ କିଏ ଯିବ ରାଜ୍ୟସଭା। ଦିଲ୍ଲୀକୁ କାହା ନାଁ ପଠେଇବ ରାଜ୍ୟ ବିଜେପି। ସେନେଇ ଆଜି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିଲା କସରତ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି।

ରାଜ୍ୟସଭା ପାଇଁ ଅନେକ ନାଁ ଚର୍ଚ୍ଚାରେ ରହିଛି। ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ବରିଷ୍ଠ ନେତା ଗୋଲକ ମହାପାତ୍ର, ସାରଦା ଶତପଥୀଙ୍କ ନାଁ ଚର୍ଚ୍ଚା ହେଉଛି। ମହିଳା ଚେହେରା ଭାବେ ପୂର୍ବତନ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ବରିଷ୍ଠ ନେତ୍ରୀ ସୁକେଶୀ ଓରାମ, ମହିଳା ସଭାନେତ୍ରୀ ଐଶର୍ଯ୍ୟା ବିଶ୍ୱାଳଙ୍କ ନାଁ ବି ଚର୍ଚ୍ଚା ରେ ରହିଛି। ବିଶେଷ କରି ଚତୁର୍ଥ ଆସନ ପାଇଁ ଦଳ ସ୍ବତନ୍ତ୍ର ରଣନୀତି କରିଛି। ଚତୁର୍ଥ ଆସନକୁ ନେଇ ଏବେବି ସସପେନ୍ସ ଜାରି ରହିଛି ।

ଏହାରି ଭିତରେପ୍ରତିକ୍ରିୟା ରଖିଛନ୍ତିବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମନମୋହନ କହିଛନ୍ତି, କୋର୍ କମିଟି ବୈଠକରେ ରାଜ୍ୟସଭା ପ୍ରାର୍ଥୀ ନେଇ ଆଲୋଚନା ହେବା ପରେ ସଂସଦୀୟ ବୋର୍ଡକୁ ପ୍ରାର୍ଥୀଙ୍କ ନାଁ ପଠା ଯିବ । ସମସ୍ତ ସଦସ୍ୟ ପ୍ରସ୍ତାବ ଦେଇଛନ୍ତି , ଯେଉଁ ନାଁ ସଂସଦୀୟ ବୋର୍ଡରୁ ଆସିବ ସେ ରାଜ୍ୟସଭା ପ୍ରାର୍ଥୀ ହେବେ.ବୋର୍ଡ ନିଗମ ଅଧ୍ୟକ୍ଷ ନେଇ ମଧ୍ୟ କୋର୍ କମିଟିରେ ଆଲୋଚନା ହୋଇଥିବା ଜଣାଯାଇଛି, ଏନେଇ ଇଙ୍ଗିତ ଦେଇଛନ୍ତି ମନମୋହନ ସାମଲ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version